‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି ସୂଚନା…
ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…
ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି…
ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ
ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତ ମହିଳା ଜଣକ ଶିବତଲା ଶ୍ରୀରାମପୁର ଗାଁର ସୂର୍ଯ୍ୟ ମାଝିଙ୍କ…
McDonald ବର୍ଗର ଖାଇ ଜଣେ ମୃତ, ଅନେକେ ଅସୁସ୍ଥ! ଏହି ଫୁଡ ଆଇଟମ ଉପରେ ଲାଗିଲା ରୋକ
ଓ୍ବାଶିଂଟନ,୨୩।୧୦: ଆମେରିକାରେ, ପ୍ରସିଦ୍ଧ ଫୁଡ ଚେନ ମ୍ୟାକଡୋନାଲ୍ଡରୁ ବର୍ଗର ଖାଇବା ପରେ ଲୋକେ ଅସୁସ୍ଥ ହୋଇପଡିଥିବା ଏକ ମାମଲା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ବର୍ଗର ଖାଇବା ପରେ ଆମେରିକାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶହଜାର ଲୋକ ଡାକ୍ତରଖାନାରେ…
କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…
ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି।…
ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…
ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ କରିଥିଲେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ କଂଗ୍ରେସ ଏମପି…
ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା
ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି। ତେବେ ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…
ଥିରୁଭାନନ୍ତପୁରମ୍,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ…
ଭିତରକନିକାରେ ଲ୍ୟାଣ୍ଡଫଲ୍! ସମୁଦ୍ରରେ ବଡ଼ ହଲଚଲ୍…
ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ମାଡି ଆସୁଛି ବାତ୍ୟା ଦାନା । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ରୂପ ନେଇଛି । ଏହା ଏବେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉପକୂଳକୁ ମାଡି ଆସୁଛି ।
ପ୍ରଭାବ ଦେଖାଇବା ଆରମ୍ଭ କଲାଣି ବାତ୍ୟା, ଏହି ୪ ଜିଲାରେ କରିବ ତାଣ୍ଡବ!
ଭୁବନେଶ୍ୱର,୨୩।୧୦: ୪ ଜିଲାରେ ବାତ୍ୟାର ପ୍ରଭାବ ବେଶି ରହିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକରେ ବେଶି ପ୍ରଭାବ ପଡିବ। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ସମ୍ଭାବନା ରହିଛି।…
ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ
ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି ଏଥିରେ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର…
ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…
ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳ ଛୁଇଁଛି ବାତ୍ୟାର ବାହ୍ୟବଳୟ। ଏହା ପ୍ରଭାବରେ ବର୍ଷା ଆରମ୍ଭ ହୋଇ ଯାଇଛି। ଆକାଶରେ…
Archives


