Home Left

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଅଭିଭାଷଣ ସହିତ ଅଧିବେଶନ ସକାଳ ୧୧ଟା ୩୦ରେ ଆରମ୍ଭ ହେବ। ଅଧିବେଶନ ଆରମ୍ଭ…

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ, ଆଇନ ଉଲଂଘନ କରି ଉଚ୍ଚକ୍ଷମତା ସମ୍ପନ୍ନ କ୍ରସର୍‌ ପ୍ରତିଷ୍ଠା କରି କ୍ରସିଂ କରାଯାଇ ବିକ୍ରି…

ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….

ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍‌କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍‌ ତେବେ ଶୀଘ୍ର ସମସ୍ତ ମାଗଣା ସରକାରୀ ଯୋଜନା ବନ୍ଦ ହୋଇଯିବ ବୋଲି କୁହାଯାଉଛି। ବିଶ୍ୱାସ କରିବା କଷ୍ଟକର କିନ୍ତୁ ଏହା…

ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…

ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍‌ ବୁଝାମଣାକୁ ନେଇ ଆଲୋଚନା ଜାରି ରହିଛି। ଏହାରି ଭିତରେ ଏନସିପି ନେତା ସୁପ୍ରିୟା ସୁଲେ ମହାରାଷ୍ଟ୍ର…

ହିତାଧିକାରୀଙ୍କ ଇ-କଓ୍ବୋଇସି କରିବାକୁ ସୁରଟ ଯାଇଥିଲେ ଯୋଗାଣ ସହାୟକ: ପଡ଼ିଲା ଭାରି ମହଙ୍ଗା, ଆଇଲା ବେଳକୁ ନାହିଁ

ବୁଗୁଡ଼ା,୨୩।୧୦(କାଳିଚରଣ ଦାଶ): କୌଣସି ଅନୁମତି ନ ନେଇ ହିତାଧିକାରୀମାନଙ୍କ ଇ-କେୱାଇସି କରିବା ପାଇଁ ମେଶିନ ଧରି ସୁରଟ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ୟାଳି ପଞ୍ଚାୟତର ଯୋଗାଣ ସହାୟକ ମିଥୁନ ବିଶ୍ୱାଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହେଉଥିବା…

କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ

ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ଭଦ୍ରକ ସହରର ବିଭିନ୍ନ ଗୋଦାମ ଓ ପରିବା ବଜାରରେ ଚଢ଼ାଉ କରାଯାଇଛି l…

ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର

ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ତୁରନ୍ତ ଦିଲ୍ଲୀର…

କଂଗ୍ରେସକୁ ବଡ଼ ଅଫର୍‌ ଦେଲେ ଅଖିଳେଶ: ସମାଧାନ ହୋଇଯିବ କଳି

ଲକ୍ଷ୍ନୌ,୨୩।୧୦: ଉତ୍ତରପ୍ରଦେଶରେ ବିଧାନସଭା ଉପ-ନିର୍ବାଚନରେ ଆସନ ବାଣ୍ଟିବା ନେଇ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏପର୍ଯ୍ୟନ୍ତ ଏକମତ ହୋଇନାହିଁ। ଦୁଇ ଦଳ ମଧ୍ୟରେ କ୍ରମାଗତ କନ୍ଦଳ ଚର୍ଚ୍ଚା ମଧ୍ୟରେ ଏସପି ଏବଂ କଂଗ୍ରେସ ମଧ୍ୟରେ ଏକ ସହମତି ପ୍ରକାଶ ପାଇବାରେ…

ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି…

ବିଦ୍ୟାର୍ଥୀଙ୍କ ଦାୟିତ୍ୱ ରାଗିଂମୁକ୍ତ ଶିକ୍ଷାନୁଷ୍ଠାନ

ପ୍ରତ୍ୟେକ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ହେଉଛି ପବିତ୍ର ଶିକ୍ଷାର ମନ୍ଦିର, ଯେଉଁଠି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନ ହୁଏ। ତେଣୁ ସେଠାରେ ମନ୍ଦିର ସମାନ ଶାନ୍ତିର ବାତାବରଣ ସୃଷ୍ଟି ହେବା କଥା। ମାତ୍ର ଏବେ ରାଗିଂ ଭଳି କୁତ୍ସିତ, ଘୃଣିତ ଓ…

କ୍ରାନ୍ତିକାରୀ ସମ୍ବତ୍ସର ୧୯୩୬ ଓ ଭଗବତୀଚରଣ

ସମୟ ସ୍ଥିର ନୁହେଁ, ଗତିଶୀଳ। କାଳର ଅସ୍ଥିରତା ଭିତରେ କେବେ କେବେ ଏପରି ଏକ ସମ୍ବତ୍ସରର ଆବିର୍ଭାବ ଘଟେ, ଯାହା କାଳକାଳକୁ ମାନବ-ଚିନ୍ତନର କୀର୍ତ୍ତିକଳସ ସ୍ଥାପନ କରିଯାଏ। ବିଂଶ ଶତାବ୍ଦୀର ଚତୁର୍ଥ ଦଶକର ମଧ୍ୟଭାଗ ଅର୍ଥାତ୍‌ ୧୯୩୬ରେ ଶୁଭିଥିଲା ଓଡ଼ିଶାରେ ଏପରି…

ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା

ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri