Home Left

ଏଇ ଭାରତରେ

ଭାରତରେ ଏବେ ଅନେକ ସହରରେ ବାୟୁ ପ୍ରଦୂଷଣ ଅସହ୍ୟ ହୋଇପଡ଼ିଛି। ବିଶେଷକରି ଦିଲ୍ଲୀରେ ବାହାରକୁ ବାହାରିବା ବିପଜ୍ଜନକ ହୋଇଯାଇଛି। ସ୍କୁଲ ବନ୍ଦ କରିବାକୁ ପଡ଼ୁଛି। ଏବେ ବିଶ୍ୱର ସବୁଠୁ ପ୍ରଦୂଷିତ ସହରଗୁଡ଼ିକ ମଧ୍ୟରେ ଭାରତର ପାଖାପାଖି ୪୦ଟି ସହର ଅଛି। ତେବେ…

ବ୍ୟାଙ୍କିଙ୍ଗ୍‌ରେ ସାଇବର ସୁରକ୍ଷା

ବର୍ତ୍ତମାନ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସାଇବର ସୁରକ୍ଷାର ଆବଶ୍ୟକତା ବହୁତ ବେଶି। କାରଣ ଲୋକମାନେ ସମୟ ଅଭାବରୁ ଅନ୍‌ଲାଇନ ମାଧ୍ୟମରେ ବ୍ୟାଙ୍କ କାରବାର କରୁଛନ୍ତି। ଆଉ ସାଇବର ଠକେଇ ବଢ଼ିଯାଇଛି। ଏଥିପାଇଁ ସାଇବର ସିକ୍ୟୁରିଟି ବିଷୟରେ ଜାଣିବା ଜଣେ ଖାତାଧାରକ ଲାଗି ଜରୁରୀ…

ନିଜର ଦୂରଦୃଷ୍ଟି ଓ ସଂକଳ୍ପ ବଳରେ ଭାରତକୁ ଗଢ଼ିଥିବା ରାଷ୍ଟ୍ରନେତା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଆଜି ୨୫ ଡିସେମ୍ବର, ଆମ ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆମ ଦେଶ ଆମର ପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ କରୁଛି। ସେ ଜଣେ ରାଷ୍ଟ୍ରନେତା ଭାବରେ ଅଗଣିତ ଲୋକଙ୍କୁ ପ୍ରେରଣା…

ସ୍ପଟ୍‌ ବଏରୁ ସଫଳ ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ତାଙ୍କର ୬୮ତମ ଜନ୍ମଦିନ ପାଳନ କରିଛନ୍ତି। ଦୀର୍ଘ ୫ ଦଶନ୍ଧି ଧରି ବଲିଉଡ୍‌କୁ ଅନେକ ହିଟ୍‌ ଚଳଚ୍ଚିତ୍ର ଦେଇଥିବା ଅନିଲ ଜନ୍ମଦିନ ଅବସରରେ ଏକ ସାକ୍ଷାତ୍‌କାର ଦେଇ ଯୁବାବସ୍ତାରେ କରିଥିବା ସଂଘର୍ଷ ବିଷୟରେ…

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର…

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ ପ୍ରତିଭା ରହିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦ୍ରୁତ ଟାଇପିଷ୍ଟ ଭାବେ ସେ ଆଖିପିଛୁଳାକେ…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ…

ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୩ ଘଣ୍ଟା ଜେରା

ହାଇଦ୍ରାବାଦ,୨୫ା୧୨(ପି.ଟି.): ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩ ଘଣ୍ଟାରୁ…

ବର୍ଷ ୨୦୨୫ରେ କେଉଁ ରାଶି ପାଇଁ କେଉଁ ରଙ୍ଗ ଏବଂ ନମ୍ବର ହେବ ଭାଗ୍ୟଶାଳୀ? ଜାଣନ୍ତୁ…

ଆସୁଛି ନବବର୍ଷ ୨୦୨୫। ଏହା ସୌଭାଗ୍ୟ, ସମୃଦ୍ଧି ଏବଂ ଖୁସି ପାଇଁ ଉଲ୍ଲେଖନୀୟ ବର୍ଷ ହେବ। ଏହି ବର୍ଷରେ କେଉଁ ରାଶି ଲାଗି କେଉଁ ରଙ୍ଗ ଏବଂ ନମ୍ବର ଶୁଭ ରହିବ, ଆସନ୍ତୁ ସେ ବିଷୟରେ ଜାଣିବା: ମେଷ ରାଶି: ଏହି…

ପୁଞ୍ଚ୍‌ରେ ୩୫୦ ଫୁଟ୍‌ ତଳକୁ ଖସିଲା ସେନା ଗାଡ଼ି: ୫ ଯବାନଙ୍କ ମୃତ୍ୟୁ, ୩ ଆହତ…

ମେନ୍ଧର/ଜମ୍ମୁ,୨୪ା୧୨ : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସେନା ଗାଡ଼ି ୩୫୦ ଫୁଟ୍‌ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି।…

ନୂଆ ବର୍ଷରେ ଏହି ୩ ରାଶିଙ୍କ ଟେନସନ୍‌ ବଢ଼ାଇବେ ମଙ୍ଗଳ; ଧନହାନୀ ସହ ଆସିପାରେ ଏସବୁ ସମସ୍ୟା

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୪। ଆସିବ ନୂଆ ବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଏମିତିରେ ଅନେକେ ବର୍ଷଟି କାହାପାଇଁ ଭଲ ଯିବ ତାହା ଜାଣିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଆସନ୍ତୁ ତାହା ଜାଣିବା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri