WHOରୁ ଓହରିଯିବ ଆମେରିକା! ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?
ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି ଟ୍ରମ୍ପ ୨୦୨୪ରେ କ୍ଷମତା ଗ୍ରହଣ କରନ୍ତି ତେବେ ତାଙ୍କ ପ୍ରଶାସନର ପ୍ରାରମ୍ଭିକ ଦିନରେ ଭୂକମ୍ପ…
କ୍ରିସ୍ମାସ୍ ପୂର୍ବ ସଂନ୍ଧ୍ୟାରେ ଅଘଟଣ: ଆଇଫିଲ୍ ଟାଓ୍ବାରରେ ଲାଗିଲା ନିଆଁ, ଫସି ରହିଲେ ହଜାର ହଜାର ପର୍ଯ୍ୟଟକ
ପ୍ୟାରିସ,୨୪।୧୨: ଆଇକନକ ଆଇଫିଲ୍ ଟାଓ୍ବାରରେ ଲାଗିଲା ନିଆଁ। ଏଥିନେଇ ପୁରା ଟାଓ୍ବାରକୁ ଶୀଘ୍ର ଖାଲି କରାଯାଇଥିଲା। ସେଠାରେ ଉପସ୍ଥିତ ପର୍ଯ୍ୟଟକମାନଙ୍କୁ ଐତିହାସିକ ସ୍ଥାନରୁ ଦୂରକୁ ନିଆଯାଇଥିଲା। କ୍ରିସମାସ୍ ପୂର୍ବଦିନ ଯୋଗୁ ଟାଓ୍ବାରରେ ବହୁ ସଂଖ୍ୟକ ଲୋକ ଏକତ୍ରିତ ହୋଇଥିଲେ। ହେଲେ ଏହାର…
କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ
ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ ବହୁତ…
କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ
କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର ପ୍ରକାଶଙ୍କ…
ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ
ମେନ୍ଧର/ଜମ୍ମୁ,୨୪ା୧୨: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ସେନା ଗାଡ଼ି ପ୍ରାୟ ୩୫୦ ଫୁଟ୍ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ୧୧ ମାଡ୍ରା୍ ଲାଇଟ୍ ଇନ୍ଫାଣ୍ଟ୍ରିର ଏହି…
ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ
କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା ବାଲାତ୍କରୀ ରାଜେନ୍ଦ୍ର ବାରିକ (୩୧) ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫…
ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍
ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା ପ୍ରକଟ କରିଛି। ସଂଖ୍ୟାଲଘୁଙ୍କ ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜାକ ସଲିଭାନ୍ ସୋମବାର…
ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…
ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ ଶରୀର, ଜଟାଭର୍ତ୍ତୀ କେଶ ଏବଂ ଆଖିରେ ନିଆରା ଚମକ ଦ୍ୱାରା ନାଗାସାଧୁ ମହାକୁମ୍ଭ ମେଳାରେ…
ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ
କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ପ୍ରକାର…
କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…!
କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ ମଧ୍ୟରୁ ସହରବାସୀଙ୍କ ହୃଦୟର ନିକଟତର ଥିବା ‘ହଳଦିଆ ଟ୍ୟାକ୍ସି’ ଇତିହାସ ପାଲଟିବାକୁ ଯାଉଛି। କହିବାର…
କୋର୍ଟରୁମ୍ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ
ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ ବିଚାରପତିଙ୍କ ଦେହରେ ନ ବାଜି ଝରକାରେ ମାଡ଼ ହେବା ପରେ କ୍ଲର୍କ ବେଞ୍ଚ୍…
ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ
ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍-ଅସାଦଙ୍କ ସ୍ତ୍ରୀ ଅସ୍ମା ଅଲ୍ ଅସାଦ୍ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ ହେବା ପରେ ମସ୍କୋରେ ବଶରଙ୍କ ସହ ଶରଣାର୍ଥୀ ଭାବେ ରହିବାରେ ସେ ଅସନ୍ତୁଷ୍ଟ ଥିବା…
Archives


