ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ ଦିଗପହଣ୍ଡି ସହରରେ ମିଳୁନି ପିଇବା ପାଣି। ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ପାଇପ ଯୋଗେ ପାନୀୟଜଳ…
ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିବା ପରେ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ପରମେଶ୍ବର…
ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ତ୍ୟୋଦୟ ଯୋଜନାରେ ଘର ପାଇବା ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ଘରକୁ ଯାଇ…
ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ସମସ୍ତ ଛାତ୍ରୀ ଛାତ୍ର ନଗର ପରିକ୍ରମା ପରେ କଲର ବେଲ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା।…
ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ ବିଦୁତ୍ ଖୁଣ୍ଟରେ ଚଢ଼ି କାମ କରୁଥିବାବେଳେ ଖୁଣ୍ଟରୁ ତଳେ ପଡି ଗୁରୁତର ଭାବେ ଆହତ…
ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ
ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର ଏସ୍ଡିଜେଏମ୍ ପ୍ରୀତିଶ କୁମାର ରଥ ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ…
କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର ଓ ଗଙ୍ଗାଧର ନଗର ମଝିରେ କେନାଲରୁ ପୋଲିସ ମୃତଦେହକୁ ଜବତ କରିଛି। ତେବେ ମୃତ…
ଦେଶୀମଦ ଜବତ: ଜେଲ୍ ଗଲେ ପୂର୍ବତନ ସମିତି ସଭ୍ୟ
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ତାଙ୍କ ନିକଟରୁ ୪୦ ଲିଟର ଦେଶୀମଦ…
୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅନେକ ଥର ପିଲାମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ପ୍ରକୃତ ବୟସ ଲୁଚାଇ ବୟସ୍କ ହେବାକୁ…
ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ
ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏକମା ମହାକୁଲ ପଡ଼ାର ବିଷ୍ଣୁ ପୋଡ଼ (୫୫)। ଏନେଇ ବଡ଼ଗାଁ ଥାନାରେ…
ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ
ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ ଉତ୍ତରପ୍ରଦେଶ ଯାତ୍ରା କରିଛନ୍ତି। ଏହି ଦଳରେ ନୂଆପଡାର ଧ୍ରୁବ ଗୁପ୍ତା ସ୍ଥାନ ପାଇ ଜିଲା…
କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି
ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବସାଯାଇଥିବା ପାନୀୟ ଜଳ ପ୍ରକଳ୍ପରୁ ଥଣ୍ଡା…

