Home Left

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର କହିଛନ୍ତି…

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ ବିଷୋୟୀ ଓରଫ ଅର୍ଚ୍ଚିତାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲେ। ଖବରପାଇ କିନ୍ନର ସଂଘ…

Chanakya Niti: ଏହି ୩ ହେଉଛନ୍ତି ମନୁଷ୍ୟର ପ୍ରକୃତ ବନ୍ଧୁ, ସାଙ୍ଗରେ ଥିଲେ ଟଳିଯାଏ ସବୁ ବିପଦ…

ଜୀବନରେ କେବଳ ଗୋଟିଏ ସତ୍ୟ ଅଛି। ସେଇଟି ହେଲା ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ଏହା ମଝିର ଜୀବନଚକ୍ରରେ ମନୁଷ୍ୟ ନିଜର କର୍ମ ଅନୁଯାୟୀ ସୁଖଦୁଃଖ ଭୋଗିଥାଏ। ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସମ୍ପର୍କକୁ ନେଇ ଅନେକ କିଛି…

ଇସ୍ରାଏଲ୍‌ରେ ଚାକିରି ଦେବା ନାଁରେ ଠକେଇ; ହୋଟେଲରେ ଚାଲିଥିଲା ନକଲି ନିଯୁକ୍ତି ମେଳା

ଭୁବନେଶ୍ୱର,୨୧।୪: କମିଶନରେଟ ପୋଲିସ ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବାବୁଲାହରୀ ଗୌଡ଼, ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ କିରଣ ଶଶୀକାନ୍ତ ଘୁମ୍ରେ ବୋଲି ଚିହ୍ନଟ କରାଯାଇଛି। ବାବୁଲାହରୀ ଓଡ଼ିଶାର…

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା କରାଯିବା ଘଟଣାକୁ ବିଶ୍ୱ ହିନ୍ଦୁ ପରିଷଦ ଟିଟିଲାଗଡ଼ ଜିଲା ଶାଖା କଡା ପ୍ରତିବାଦ କରାଯାଇଛି।…

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ ଫାଟ ଏବଂ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ବିଷୟରେ ଚର୍ଚ୍ଚା ଜୋର ଧରିଥିଲା।…

ଚାଲିଥିଲା ବାହାଘର ପ୍ରସେଶନ: ହଠାତ କାଟିପକାଇଲେ ଯୁବକଙ୍କ ପାପୁଲି

ବେଗୁନିଆପଡା,୨୧।୪(ସୁଶାନ୍ତ ପଟ୍ଟନାୟକ): ବାହାଘର ପ୍ରସେଶନ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡ ଯାଇଥିବା ଜଣାପଡ଼ିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ କବିସୂର୍ଯ୍ୟନଗର ଥାନା ସାନ ଉସ୍ତାପଡା ଗ୍ରାମରେ। ରବିବାର ରାତିରେ ବାହାଘର…

ମନ୍ଦିର ଯାଇ ଦୀପରୁ ଦୀପ ଲଗାଉଛନ୍ତି କି? ଜାଣନ୍ତୁ ଏପରି କରିବା କାହିଁକି ଭୁଲ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ ଗୃହରେ ଶାନ୍ତି, ସମୃଦ୍ଧି ଓ ସକାରାତ୍ମକ ଊର୍ଜା ଭରି ଯାଇଥାଏ। ସେଥିପାଇଁ ଶାସ୍ତ୍ରରେ କୁହାଯାଇଛି…

ଅସମ୍ଭାଳ ତାତି, ଜନ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲେଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡ଼ୁଛି। ସରକାରୀ କାର୍ଯ୍ୟାଳୟ ଓ ସ୍କୁଲଗୁଡ଼ିକ ସକାଳୁଆ ହୋଇଥିବାରୁ ଛାତ୍ରୀଛାତ୍ରମାନେ ଖରାର…

ପୋଲିସର ସ୍ପେଶାଲ ଡ୍ରାଇଭ୍‌: ୨୬ ନାବାଳିକାଙ୍କୁ ଉଦ୍ଧାର

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ): ସାରା ରାଜ୍ୟରେ ଶିଶୁ ଅପହରଣ ଓ ନିଖୋଜ ନେଇ ଚହଳ ପଡିଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ନିଖୋଜ ଶିଶୁଙ୍କୁ ଠାବ କରି ଉଦ୍ଧାର କରିବା ଲାଗି ସ୍ପେଶାଲ ଡ୍ରାଇଭ୍‌ ନେଇ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଏହିକ୍ରମରେ ଗଞ୍ଜାମ…

ହର୍ଷ ଭୋଗଲେ, ସାଇମନ ଡୌଲଙ୍କୁ ରେଡ୍-ଫ୍ଲାଗ୍, BCCIକୁ ଚିଠି ଲେଖିଲା ବୋର୍ଡ: ରିପୋର୍ଟ

ନୂଆଦିଲ୍ଲୀ,୨୧।୪: ଅନେକ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ଦଳର ଅଧିନାୟକ ଏବଂ କୋଚମାନଙ୍କଠାରୁ ଘରୋଇ ପିଚ୍ କ୍ୟୁରେଟରଙ୍କ ବିରୁଦ୍ଧରେ ଅଭିଯୋଗ ଆସିବା ପରେ, କ୍ରିକେଟ ଆସୋସିଏସନ ଅଫ୍ ବେଙ୍ଗଲ (ସିଏବି) ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)କୁ ଏଡେନ ଗାର୍ଡେନ୍ସରେ ଖେଳା…

ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ ପ୍ରଥମେ ଏହି ପ୍ରସଙ୍ଗ ଉଠାଇଥିଲି। ଦଳର ବହୁ ଲୋକ ବ୍ୟକ୍ତିଗତ ଆଲୋଚନା କରୁଛନ୍ତି। ଗଣତାନ୍ତ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?