Home Left

ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫

ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର ଅନାବରଣ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ଏମଡି/ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା…

ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍‌ ସଂଯୋଗ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ଯୋଗାଇବାକୁ ଉଠାଜଳସେଚନ ପ୍ରକଳ୍ପ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। ମାତ୍ର ଜିଲାର ଅନେକ ସ୍ଥାନରେ ଖୋଳାଯାଇଥିବା ଗଭୀର ନଳକୂପଗୁଡ଼ିକୁ ଏପର୍ଯ୍ୟନ୍ତ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଯେଉଁ ଆଶା ନେଇ ଚାଷୀମାନେ…

୩୩ ଦିନ ଚାଲିବ ରେଡ୍‌ ଡ୍ରପ୍‌ ମାରାଥନ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ସ୍ବେଚ୍ଛାସେବୀ ସଙ୍ଗଠନ ନିଷ୍ଠା ପରିବାର ପକ୍ଷରୁ ୨୦୨୫ ଜାନୁୟାରୀ ୧ତାରିଖରୁ ଫେବୃୟାରୀ ୨ତାରିଖ ପର୍ଯ୍ୟନ୍ତ ୩୩ ଦିନ ଧରି ରେଡ୍‌ ଡ୍ରପ୍‌ ମାରାଥନ୍‌ କରାଯିବ। ଜିଲାର ବିଭିନ୍ନ ସ୍ଥାନରେ ଶିବିର କରାଯାଇ ରକ୍ତ ସଂଗ୍ରହ କରାଯିବ ବୋଲି ସୋମବାର…

କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ 

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉଭୟ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ଚଳିତ ବର୍ଷ…

ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର

ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ ବ୍ୟବସାୟ କ୍ଷେତ୍ରରେ ପାରାଦୀପର ନାମ ଅଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର…

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଗତ ଜୁନ୍‌ ୧ରେ…

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ୱର, ୨୪ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର ଚୁକ୍ତି ସ୍ବାକ୍ଷର ହୋଇଛି। ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ…

ଭାଙ୍ଗିଲା କଲେଜ ପରିଚାଳନା କମିଟି

ଭୁବନେଶ୍ୱର,୨୪।୧୨(ସୁଚିସ୍ମିତା ସାହୁ): ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି କରିବା ସହ ତତ୍‌କ୍ଷଣାତ ଏହାକୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେଠାରୁ ଜିଲା ମୁଖ୍ୟାଳୟରେ…

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା ଭାବେ ପରିଚିତ ସୀମାଙ୍କୁ ବହୁ ସହରର ପୋଲିସ ଦୀର୍ଘ ବର୍ଷ ଧରି ଖୋଜି ଆସୁଥିଲେ।…

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି। ପ୍ରବାସୀ ଭାରତୀୟଙ୍କ ସହ ସାଧାରଣ…

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ ବିଚାରପତିଙ୍କ ଦେହରେ ନ ବାଜି ଝରକାରେ ମାଡ଼ ହେବା ପରେ କ୍ଲର୍କ…

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି ଖୋଲିବାକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ରାଳବ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri