ନିୟମିତ ଯୋଗ କରୁଥିଲେ…
ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବାରେ ବ୍ୟାୟାମ ସହ ଯୋଗର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ନିଜ ଶରୀର ପ୍ରତି ଅଧିକ ଯତ୍ନଶୀଳ ହେବାର ସମୟ ଆସିଛି। କାରଣ ଦିନକୁ ଦିନ ବିଭିନ୍ନ…
୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ
ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି। ଏହି ବିଚାରପତିମାନଙ୍କ ମଧ୍ୟରୁ ପାଞ୍ଚ ଜଣ…
ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାରେ କହିଲେ…
ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ ଆଗରେ ସୋମବାର ପ୍ରକାଶ କରିଛନ୍ତି। ନବୀନ ନିବାସକୁ ଆସିବା ନେଇ ରଘୁ ନନ୍ଦନ ନିଜ…
Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା
ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ ଏତେ ରୋମାଞ୍ଚକର ଯେ ଦେଖଣାହାରୀମାନେ ସ୍ତବ୍ଧ ହୋଇଯାଆନ୍ତି। ଭିଡିଓଟିରେ ଶହ ଶହ ମାଙ୍କଡ଼ ପରସ୍ପର…
ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?
ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ…
ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ
ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ ଭିଡିଓ ବିବୃତିରେ ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ…
ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା
ଭୁବନେଶ୍ୱର,୨୧।୪: ୱକଫ୍ ବିଲ୍କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି। ଶନିବାର ଦଳୀୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ରେ ଅନୁଷ୍ଠିତ ସାଙ୍ଗଠନିକ ନିର୍ବାଚନ ୨୦୨୫ରେ ନବୀନ ସଭାପତି…
ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା
ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି ସନ୍ତୋଷ…
ଜଳ ସଂରକ୍ଷଣ
ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଜଳ ମହାସାଗରରେ ଅଛି, ଯାହା ବ୍ୟବହାର ଉପଯୋଗୀ ନୁହେଁ।…
ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍
ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ ଏବେ କଶ୍ମୀର ସହ କନ୍ୟାକୁମାରୀକୁ ଯୋଡ଼ିବାରେ ସକ୍ଷମ ହେବାକୁ ଯାଉଛି। କାରଣ ପୂର୍ବରୁ ଦୁର୍ଗମ…
ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା
ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍ସ ୨୦୨୪ ମସିହା ଜୁନ୍ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍’ ଅନ୍ତରୀକ୍ଷ ଯାନରେ ପୃଥିବୀକୁ ପ୍ରଦକ୍ଷିଣ କରୁଥିବା ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ (ଆଇ.ଏସ୍. ଏସ୍.) କୁ ଯାତ୍ରା କରିଥିଲେ।…
‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମ ଆଦମୀ ପାର୍ଟି ମେୟର ନିର୍ବାଚନରେ ଲଢ଼ିବ ନାହିଁ। ଆତିଶୀ କହିଛନ୍ତି…

