Home Left

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁ ର ଗୋପି ସେଠି (୮୧)। ପାଣି ଭିତରକୁ ଗାଧୋଇବା ପାଇଁ ଯାଇ ଦୀର୍ଘ…

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଲୋକସଭା ଓ ବିଧାନସଭାରେ ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି ଉଠାଇ…

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ବଡ଼ ଦିନ ପର୍ବକୁ ଶାନ୍ତି ଶୃଙ୍ଖଳା ସହକାରେ ପାଳନ କରିବା ପାଇଁ ସୋମବାର ରାଇକିଆ…

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏହି ମହୋତ୍ସବରେ ଆବଶ୍ୟକ ଆୟ ଓ…

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି ଯେ ଆମେ ଭାରତ ସରକାରଙ୍କୁ କହିଛୁ ଯେ ନ୍ୟାୟିକ ପ୍ରକ୍ରିୟା ପାଇଁ ଶେଖ ହାସିନା…

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଏକ ବାଘ ଛାଲ ରାକେଟକୁ ଧରିବାରେ ସଫଳ ହୋଇଛନ୍ତି। ବନବିଭାଗ ସେମାନଙ୍କଠାରୁ କିଛି ବାଘ…

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ । ସନ୍ନି ଲିଓନିଙ୍କ ନାଁରେ ସରକାରୀ ଯୋଜନାରେ ହେରାଫେରି କରାଯାଇଛି । ଛତିଶଗଡ ମହତାରି…

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ…

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି। ସତ୍ୟବାଦୀ ବ୍ଲକ ବୀର ରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ଡୁଙ୍ଗର ଗ୍ରାମର ଚାଷୀ ପୁର୍ଣ୍ଣ ଚନ୍ଦ୍ର…

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ ଘଞ୍ଚ ଜଙ୍ଗଲ ଭିତରେ ରହୁଥିବାରୁ ଟ୍ରାଙ୍କୁଲାଇଜ୍‌ କରିବା ସମ୍ଭବ ହେଉ ନାହିଁ ବୋଲି ବନ୍ୟପ୍ରାଣୀ…

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ ନେଇ ଲୋକଙ୍କ ଘରୁ ଓ ଦୋକାନମାନଙ୍କରୁ ମୂଲ୍ୟବାନ ସାମଗ୍ରୀ ଚୋରି କରିବାରେ ସଫଳ ହୋଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri