ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ
ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ। ଉକ୍ତ ଶୈବପୀଠର ଉନ୍ନତିକରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ କମିଟିର ଏକ ୫ ଜଣିଆ ପ୍ରତିନିଧି ଦଳ ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କୁ ଭେଟି ବିଭିନ୍ନ…
ଶିକ୍ଷା ବିଭାଗ ଗାଇଡ୍ଲାଇନ୍କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା
ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ ଦେଉଛନ୍ତି l ସେଥିମଧ୍ୟରୁ ମାଗଣାରେ ପିଲାମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ମିଳୁଛି। ଶିକ୍ଷାର ବୃଦ୍ଧି ଏବଂ…
ଭାରତରେ ପହଞ୍ଚିଲେ ଆମେରିକା ଉପରାଷ୍ଟ୍ରପତି JD Vance, ଦେଶି ଲୁକରେ ନଜର ଆସିଲେ ଜୁନିଅର Vance
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୪: ଆମେରିକାର ଉପରାଷ୍ଟ୍ରପତି JD Vance ତାଙ୍କର ପ୍ରଥମ ସରକାରୀ ଗସ୍ତରେ ସୋମବାର ଭାରତ ପହଞ୍ଚିଛନ୍ତି। ଏହି ଯାତ୍ରା ୨୧ ଏପ୍ରିଲରୁ ୨୪ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ହ୍ବାଇଟ ହାଉସ ପ୍ରେସ ପୁଲ ଅନୁଯାୟୀ, ଭାନ୍ସ ତାଙ୍କ ପରିବାର ସହିତ ଇଟାଲୀ…
ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ
ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ ଯୁବକଙ୍କୁ ଗୁଳି ଏବଂ ପରେ ପଥରରେ ଛେତି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡ…
Myanmar Earthquake: ମ୍ୟାନମାରେ ଆସିଥିବା ଭୂକମ୍ପକୁ ନେଇ ଆସିଲା ଚମକାଇବା ଭଳି ଖବର
ନାପିଦାଉ,୨୧।୪: ୨୮ ମାର୍ଚ୍ଚରେ ମ୍ୟାନମାରର ମାଣ୍ଡାଲେ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ହେବା ପରେ ବୈଜ୍ଞାନିକମାନେ ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରିଥିଲେ। ଏହା ଏକ ଅସାଧାରଣ ଘଟଣା ଘଟାଇଛି ବୋଲି ବୈଜ୍ଞାନିକମାନେ ନିଶ୍ଚିତ କରିଛନ୍ତି। ସାଗାଇଙ୍ଗ ଫଲ୍ଟ ନିକଟରେ ଭୂମି ପ୍ରାୟ…
ରେଲଓ୍ବେ ଷ୍ଟେଶନ ଡଷ୍ଟବିନରୁ ଉଦ୍ଧାର ହୋଇଥିବା ଝିଅ ଆଜି କଲେକ୍ଟରଙ୍କ ସହ ବସି ଲେଖିବେ ଅର୍ଡର, MPSC ପରୀକ୍ଷାରେ…
ଅମରାବତୀ: ଭାଗ୍ୟ କେବେ ଧନ ଉପରେ ନିର୍ଭର କରେ ନାହିଁ। ଭଗବାନ କାହାର ଭାଗ୍ୟରେ କ’ଣ ଲେଖିଛନ୍ତି ତାହା କେହି ଜାଣନ୍ତି ନାହିଁ। ପ୍ରାୟ ଅଢ଼େଇ ଦଶନ୍ଧି ପୂର୍ବେ, ରେଳ ଷ୍ଟେଶନର ଡଷ୍ଟବିନରେ ଗୋଟିଏ ପିଲାଟିଏ କାନ୍ଦୁଥିଲା। ପୋଲିସ ଏହି ଦୃଷ୍ଟିହୀନ…
ଧୂମପାନ କରୁଥିଲେ ସାବଧାନ! ଗ୍ରାସ କରୁଛି ଏକ ବିରଳ ରୋଗ, ସତର୍କ କରାଇଲା WHO
ସିଗାରେଟ୍ ଟାଣିବା କିମ୍ବା ତମାଖୁ ସେବନ କେବଳ ଫୁସ୍ଫୁସ୍ ଏବଂ ପାଟିର କ୍ଷତି କରେ ନାହିଁ, ଏହା କ୍ୟାନ୍ସର ବା କର୍କଟ ଭଳି ଭୟଙ୍କର ରୋଗର କାରଣ ମଧ୍ୟ ହୋଇପାରେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏବେ ଧୂମପାନ ଏକ ବିରଳ…
ଫେରିଲା ତାତି: ପୁଣି ପାରଦ ଉପରମୁହାଁ
ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି ଉପରମୁହାଁ ହୋଇଛି। ରବିବାର ହଠାତ୍ ୩ ଡିଗ୍ରୀରୁ ଅଧିକ ତାପମାତ୍ରା ବଢ଼ିଯିବା ସହ ଗୁଳୁଗୁଳି…
ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା, Encounterରେ ୬ ନକ୍ସଲ ନିପାତ
ଲାଲପନିଆ(ବୋକାରୋ),୨୧।୪: ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି Encounterରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍ କୋଇଲା କ୍ଷେତ୍ର…
ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ
ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ ବିଭାଗ ଏହି ଉନ୍ନୟନ କାମ କରୁଛି ସେ ନେଇ ଜନସାଧାରଣ, ସ୍ଥାନୀୟ ଜନପ୍ରତିନିଧି କାହାକୁ…
Mohan Bhagwat:‘ଗୋଟିଏ ମନ୍ଦିର, ଗୋଟିଏ କୂଅ, ଗୋଟିଏ ଶ୍ମଶାନ’, ହିନ୍ଦୁ ଏକତାକୁ ନେଇ ଭାଗବତଙ୍କ ନୂଆ ଫର୍ମୁଲା
ନୂଆଦିଲ୍ଲୀ,୨୧।୪: ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ହିଂସାର ଭୟଙ୍କର ଦୃଶ୍ୟ ଦେଖିବା ପରେ, ଅନେକ ଲୋକ ହିନ୍ଦୁ ଏକତା ପାଇଁ ଆହ୍ବାନ ଦେଉଛନ୍ତି। ଆରଏସଏସ ମୁଖ୍ୟ Mohan Bhagwat ମଧ୍ୟ ହିନ୍ଦୁମାନଙ୍କୁ ଏକତ୍ର ରହିବାକୁ ନିବେଦନ କରିଛନ୍ତି। ସେ କୁହନ୍ତି ଯେ ସାମାଜିକ…
ଲିକ ହେଲା ଆମେରିକାର War Plan, Signalରେ ଶେୟାର କରି ଗୁଇନ୍ଦା ସୂଚନା ଦେଲେ ରକ୍ଷା ସଚିବ
ଓ୍ବାଶିଂଟନ,୨୧।୪: ହୁଥି ବିଦ୍ରୋହୀଙ୍କ ଉପରେ ଆକ୍ରମଣ ଯୋଜନା ପୁଣି ଥରେ ପ୍ରକାଶ ପାଇଛି। ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗସେଥ ମାର୍ଚ୍ଚ ମାସରେ ୟେମେନର ଇରାନ-ସମର୍ଥିତ ହୁଥିମାନଙ୍କ ଉପରେ ଆକ୍ରମଣ ଯୋଜନାର ବିସ୍ତୃତ ବିବରଣୀ ଲିକ କରିଥିଲେ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

