କରଓ୍ବାଚୌଥରେ ସ୍ବାମୀଙ୍କ ପାଇଁ ସ୍ବତନ୍ତ୍ର ମଙ୍ଗଳସୁତ୍ର ପିନ୍ଧିଲେ ସୋନାକ୍ଷୀ: ଦାମ୍ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସାରା ଦେଶରେ ଧୂମଧାମରେ କରଓ୍ବାଚୌଥ ପାଳନ କରାଯାଇଛି। ବଲିଉଡରେ ମଧ୍ୟ ବିବାହିତ ଅଭିନେତ୍ରୀମାନେ ନିଜ ସ୍ବାମୀଙ୍କ ପାଇଁ ଉପବାସ କରିଥିଲେ। ବିବାହ ପରେ ଅନେକ ବଲିଉଡ ସୁନ୍ଦରୀଙ୍କର ଏହା ପ୍ରଥମ କରଓ୍ବାଚୌଥ ଥିଲେ। ସେମାନଙ୍କ ମଧ୍ୟରେ ସୋନାକ୍ଷୀ ସିହ୍ନା ଅନ୍ୟତମ। ସୋନାକ୍ଷୀ…
ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା
ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍ ଆର୍ସିଏମ୍ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି। ଏହାକୁ ନେଇ କଳାହାଣ୍ଡି ହେଲ୍ପିଂ ହ୍ୟାଣ୍ଡ…
ଲାଇନ୍ଚ୍ୟୁତ ହେଲା ଟ୍ରେନ୍: ଟ୍ରେନ ଚଳାଚଳ ବ୍ୟାହତ
କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ ବଚେଲିରୁ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ
ଭୁବନେଶ୍ୱର,୨୧।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ…
ହରିୟାଣା ନିର୍ବାଚନ ପରେ ଇଣ୍ଡିଆ ମେଣ୍ଟରେ ବିଚ୍ଛିନ୍ନତା! ଏଏପି, ଶିବସେନା ୟୁବିଟି ପରେ ଆରଜେଡି ଦେଖାଇଲା ଆଖି
ନୂଆଦିଲ୍ଲୀ,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ କଂଗ୍ରେସ ପାଇଁ ସମସ୍ୟା ଆଣିଦେଇଛି। ଗୋଟିଏ ପଟେ ରାଜ୍ୟରେ ସରକାର ଗଠନ କରିବାର ଇଚ୍ଛା ଭାଙ୍ଗିଯାଇଥିବା ବେଳେ ଗୋଟି ପରେ ଗୋଟିଏ ନେତା ଦଳ ଛାଡିବାରେ ଲାଗିଛନ୍ତି। ଏଥି ସହିତ ହରିୟାଣାର ଫଳାଫଳ ପରେ…
ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା ବୃତ୍ତି ପରୀକ୍ଷା
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍ଆର୍ଟିଏସ୍ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ…
ଛୁଟି ପରେ ସ୍କୁଲ ନ ଯାଇ ଗଛମୂଳେ ପଢୁଛନ୍ତି ଛାତ୍ରୀଛାତ୍ର
ଉମରକୋଟ, ୨୧।୧୦(ସନ୍ତୋଷ ଶତପଥୀ): ନବରଙ୍ଗପୁରରେ ଜିଲାଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ଅଭିଭାବକଙ୍କ ସମର୍ଥନ ବଢ଼ୁଛି। ପୂର୍ବରୁ ଅବିଭକ୍ତ କୋରାପୁଟ ଜିଲା ବନ୍ଦ, ସ୍କୁଲରେ ନୂତନ ଶିକ୍ଷକଙ୍କ ଯୋଗଦାନକୁ ବିରୋଧ ପରେ ମଧ୍ୟ ସରକାର ଦାବିପ୍ରତି ଦୃଷ୍ଟି ଦେଇ ନ ଥିବାରୁ ଅଭିଭାବକମାନେ…
ମାଡି ଆସୁଛି ବାତ୍ୟା: ଚାଷକୁ ନେଇ ଛାନିଆ ହେଲେଣି ଲୋକେ, କହିଲେ ଆମେ ବଞ୍ଚିବୁ କିପରି
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାନିଆ ହୋଇ ଗଲେଣି ଲୋକେ। ବର୍ଷା, ପବନରେ ଧାନ ଯିବ, ପାନ ବି ଯିବ, ଆମେ ବଞ୍ଚିବୁ କିପରି ବୋଲି ସୋମବାର ଅସ୍ତରଙ୍ଗ ଅଞ୍ଚଳବାସୀ ମତ ପ୍ରକାଶ କରିଛନ୍ତି। ବାତ୍ୟାକୁ ନେଇ ଅଞ୍ଚଳବାସୀ ଭୟ…
୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର
ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା ମାନେ ଗୋଲାମୁଣ୍ଡାରୁ -ଭୁବନେଶ୍ୱର ଅଭିମୁଖେ ପଦଯାତ୍ରା ଆରମ୍ଭ କରିଥିଲେ। ଏହାର ନେତୃତ୍ୱ ନେଇଥିଲେ…
ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍ଆଉଟ୍
ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ୍ ଆସୋସିଏଶନ ଏବଂ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡ୍ରେ ସି.କେ ନାଇଡ଼ୁ ଏଲିଟ୍ ଗ୍ରୁପ(କ) ମ୍ୟାଚ ଚାଲିଛି। ଓଡ଼ିଶା ଏବଂ ମହାରାଷ୍ଟ୍ର ମ୍ଯଯରେ ଚାଲିଥିବା ଏହି ୍ଯଯାଚର ଦ୍ୱିତୀୟ…
ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି
ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧ ତାରିଖ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଅନୁଷ୍ଠାନର ତିନିଶହରୁ ଉଦ୍ଧର୍ବ ଛାତ୍ରୀଛାତ୍ରଙ୍କୁ ନେଇ…
ଦମ୍ପତି ଆତ୍ମହତ୍ୟା ଘଟଣା: ଅନାଥ ଭାଇ-ଭଉଣୀଙ୍କୁ ସରକାରୀ ସହାୟତା ଦାବି
ପୁରୁଷୋତ୍ତମପୁର,୨୧।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ.ଏନ.ପୁର ପଞ୍ଚାୟତର ଖାଜିପଲ୍ଲୀ ଗ୍ରାମରେ ରବିବାର ଏକ ଦମ୍ପତି ସନ୍ତୋଷ ସାହୁ(୪୦) ଓ ସସ୍ମୀତା ସାହୁ ( ୩୩) ଆତ୍ମହତ୍ୟା କରିଥିଲେ। ଶୋକାକୁଳ ପରିବେଶ ମଧ୍ୟରେ ସୋମବାର ପତ୍ନୀପତିଙ୍କ ଜୁଇ ଗାଁ…
Archives


