odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…
ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨ ଦିନ ତଳେ ପିକ୍ ଫ୍ଲଡ ଥିଲା, ହୀରାକୁଦ ବନ୍ଧ…
ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…
କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ବୈଠକ ବୋରପଦର ପଞ୍ଚାୟତର ଅଗାଧୁପୁର ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ହୋଇଥିଲା। ବୈଠକରେ…
ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ
ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ…
ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…
ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ…
ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍ପି
ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ ବିରାଜିତ ମା ’ କନ୍ଧୁଣୀ ଦେବୀଙ୍କୁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଶନିବାର…
ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ
ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ, ଯିଏ ବର୍ତ୍ତମାନ ODI ଏବଂ T20 ଦଳରୁ ବାହାରେ ଅଛନ୍ତି,…
ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮
ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ…
କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍ ଭାବେ…
କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ ୧.୮.୨୦୨୩ରେ ଇଂରାଜୀ ଅଧ୍ୟାପକ ଭାବେ ଯୋଗ ଦେଇ ସୂଚାରୁ ରୂପେ କାର୍ଯ୍ୟ ତୁଲାଇ…
ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦ ନଗଦ, ଗୋଟିଏ ଲୁହା ରଡ, ଗୋଟିଏ ମୋବାଇଲ ଫୋନ ଏବଂ ଦୁଇଟି କିପ୍ୟାଡ…
ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା
ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ ସାଂସଦଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଦିଲ୍ଲୀର ଜାହାଙ୍ଗୀରପୁରୀ ଥାନାରେ ଅଭିଯୋଗ ଦାଖଲ…
‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା
ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି ଭିଡିଓରେ ଯୁବତୀଜଣକ ବେଶ…
ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା
ଓ୍ବାଶିଂଟନ୍,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ ଗାଜା ଷ୍ଟ୍ରିପରୁ ଇସ୍ରାଏଲୀ ସେନାର ପର୍ଯ୍ୟାୟକ୍ରମେ ପ୍ରତ୍ୟାହାର ସମ୍ପର୍କରେ ଏକ ଐତିହାସିକ ଚୁକ୍ତି…

