ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା
ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ ଶନିବାର ଜିଲାପାଳ କାର୍ଯ୍ୟାଳୟ ମୁଖ୍ୟଗେଟ ସମ୍ମୁଖରେ ଘେରାଉ କରି ଧାରଣାରେ ବସିଥିଲେ। ଶ୍ରମିକ ନେତା…
ଶ୍ରମିକଙ୍କ ସମସ୍ୟା ସାମ଼ାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍
ନୂଆପଡ଼ା,୨୦ା୪(ମକାରୁ ବେମାଲ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦୁଇ ବରିଷ୍ଠ କର୍ମକର୍ତ୍ତା ବରଗଡ଼ ଏମ୍ପି ପ୍ରଦୀପ କୁମାର ପୁରୋହିତ ଓ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସମ୍ପାଦକ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ ସାକ୍ଷାତ୍ କରିଛନ୍ତି।…
ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରଛନ୍ତି।…
Heavy rain in Odisha: ୨୪ଘଣ୍ଟାରେ କାଳବୈଶାଖୀ ଆଲର୍ଟ, ୧୩ ଜିଲାକୁ ଝଡବର୍ଷା
ଭୁବନେଶ୍ୱର,୨୦।୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ ହେବା ନେଇ ସତର୍କ କରାଇଛି ବିଭାଗ। ତେବେ ଆଜି ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼…
ଚକୁଳିଫାର୍ମରୁ ଚୋରି ଘଟଣା, ୪ଗିରଫ
ଅତାବିରା,୨୦।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଚକୁଳିଫାର୍ମ(ନୂଆଁ ଖଇରପାଲି)ରେ ଗତ ୮ତାରିଖ ବିଳମ୍ବିତ ରାତିରେ ସଂଘଟିତ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏଥିରେ ସମ୍ପୃକ୍ତ ୩ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ, ବରଗଡ଼ ପଞ୍ଚାୟତ…
ଅଟୋ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ…
୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର
କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ ୮ବର୍ଷୀୟା ପଡ଼ୋଶୀଙ୍କୁ ୧୦ମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…
Humanoid Robots Race: ବିଶ୍ୱର ପ୍ରଥମ: ମାରାଥନ୍ରେ ୨୧ କି.ମି. ଦୌଡ଼ିଲେ ୨୧ ରୋବୋ
ବେଜିଂ, ୨୦।୪ (ପି.ଟି.): ରୋବୋଟିକ୍ସ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତ୍ତା) କ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକଠାରୁ ବହୁ ଆଗରେ ଥିବା ନେଇ ଚାଇନା ପୁଣିଥରେ ପ୍ରମାଣିତ କରିଛି। ଶନିବାର ବେଜିଂରେ ବିଶ୍ୱର ପ୍ରଥମ ରୋବୋ ହାଫ୍ ମାରାଥନ୍ର ଆୟୋଜନ କରାଯାଇଛି। ବେଜିଂସ୍ଥିତ…
ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ
ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ…
ଆଜିଠୁ କଳିଙ୍ଗ ସୁପର କପ୍
ଭୁବନେଶ୍ୱର,୨୦ା୪(ଅନାଦି କର): ଆଇକନିକ୍ କଳିଙ୍ଗ ଷ୍ଟାଡିୟମରେ ରବିବାରଠାରୁ ଆରମ୍ଭ ହେବାକୁଯାଉଛି କଳିଙ୍ଗ ସୁପର କପ୍ ଫୁଟ୍ବଲ ଟୁର୍ନାମେଣ୍ଟ। ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିୟନ ଇଷ୍ଟ ବେଙ୍ଗଲ ଓ କେରଳ ବ୍ଲାଷ୍ଟର୍ସ ମୁହଁାମୁହିଁ ହେବେ। ଏହି ପ୍ରତିଯୋଗିତାରେ ଭାଗନେଉଥିବା ୧୫ଟି ଦଳ ଟ୍ରଫି…
Vehicle sales in Odisha: ଓଡ଼ିଶାରେ ଧିମେଇଛି ଗାଡ଼ି ବିକ୍ରି ଗତି
ଭୁବନେଶ୍ୱର,୨୦ା୪(ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ଦେଶରେ ମୋଟର ଯାନ ବିକ୍ରିରେ ଘରୋଇ ସ୍ତରରେ ପ୍ରାୟ ୬ ପ୍ରତିଶତର ବୃଦ୍ଧି ରେକର୍ଡ କରିଛି। ଅଟୋମୋବାଇଲ ଡିଲର୍ସ ସଂଗଠନ, ଫେଡେରେଶନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଫାଡା)ର ସୂଚନା ଅନୁସାରେ ଆର୍ଥିକ ବର୍ଷ…
Naveen Patnaik: ନବୀନଙ୍କ ପ୍ଲାନ ସମସ୍ତେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର, ୨୦ା୪(ସୁନିତ୍ ମିଶ୍ର):ବିଜେଡିର ରାଜ୍ୟ ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଶନିବାର ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ନବୀନ ସଭାପତି ନିର୍ବାଚିତ ହେବାପରେ ଶଙ୍ଖ…

