ଆଇଆଇଟି-ଜେଇଇ (ମେନ୍) ପ୍ରବେଶିକା ପରୀକ୍ଷା: କ୍ରୀଷ୍ଣା ବିକାଶ ଛାତ୍ରୀଛାତ୍ରଙ୍କ ବାଜିମାତ୍
ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ଶନିବାର ପ୍ରକାଶିତ ଆଇଆଇଟି-ଜେଇଇ (ମେନ୍) ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ରାଜ୍ୟରୁ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରୁ…
ରେଳଲାଇନ୍ ନିର୍ମାଣକୁ ବିରୋଧ: ପୋଲିସ-ଜନତା ଖଣ୍ଡଯୁଦ୍ଧ
ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ଅନ୍ତର୍ଗତ ବନ୍ଧମୁଣ୍ଡା ପଞ୍ଚାୟତର ଡୁମେର୍ତ୍ତା ରେଳଷ୍ଟେଶନରୁ ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି) ଯାଏ ହେଉଥିବା ରେଳ ଲାଇନ୍ କାମକୁ ସ୍ଥାନୀୟ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ଶନିବାର ପୂର୍ବାହ୍ନ ୧୧ଟାରେ ଏହି କାମ ଆରମ୍ଭବେଳେ ପୋଲିସ…
Bhubaneswar: ରାଜଧାନୀରେ ବଡ଼ ଅଘଟଣ: ସକାଳୁ ସକାଳୁ ଗୁଳି କରିଦେଲେ
ଭୁବନେଶ୍ୱର,୨୦।୪: ପୂର୍ବ ଶତ୍ରୁତାରୁ ରାଜଧାନୀ ଭୁବନେଶ୍ବରରେ ଫୁଟିଲା ଗୁଳି। ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳି ଫୁଟିଛି। ବାଇକରେ ଆସି ଯୁବକଙ୍କୁ ଗୁଳିମାରି ଚମ୍ପଟ ମାରିଛନ୍ତି ୨ଦୃବୁର୍ତ୍ତ। ଆହତ ଯୁବକଙ୍କ କାନ୍ଧରେ ଗୁଳି ବାଜିଛି। ଆହତ ଯୁବକ ଜଣକ ହେଲେ ଦୀପ୍ତିରଞ୍ଜନ ମହାପାତ୍ର।…
ଆଫଗାନିସ୍ତାନରେ ୫.୮ ତୀବ୍ରତାର ଭୂକମ୍ପର ପ୍ରଭାବ, ଥରିଲା ଦିଲ୍ଲୀ, ଜମ୍ମୁ-କଶ୍ମୀର; ଭୟରେ…
ନୂଆଦିଲ୍ଲୀ,୧୯।୪: ଆଫଗାନିସ୍ତାନରେ ଶନିବାର ଅପରାହ୍ନ ୧୨ଟା ୧୭ ମିନିଟ୍ ସମୟରେ ୫.୮ ତୀବ୍ରତାର ଭୂକମ୍ପ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ଜମ୍ମୁ-କଶ୍ମୀର ସମେତ ଉତ୍ତରଭାରତର ଅଧିକାଂଶ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବାର…
ଯୁଦ୍ଧବିରତି ଘୋଷଣା କଲେ ପୁଟିନ୍, ଯୁଦ୍ଧ ମଧ୍ୟରେ ୟୁକ୍ରେନ୍କୁ…
ମସ୍କୋ,୧୯।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧,୧୫୦ ଦିନ ବିତିଥିବାବେଳେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଶନିବାର ଇଷ୍ଟର ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଅସ୍ତ୍ରବିରତି ଶନିବାର ସନ୍ଧ୍ୟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। ରୁଷିଆ ଚିଫ୍ ଅଫ୍ ଷ୍ଟାଫ୍ ଭାଲେରି…
ଅନଲାଇନ୍ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ
ଭୁବନେଶ୍ୱର,୧୯ା୪(ସତ୍ୟଜିତ୍ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…
ଟିମ୍ ଇଣ୍ଡିଆରୁ ବହିଷ୍କୃତ କରିଥିଲା BCCI, ଏବେ IPLରେ ନାୟାରଙ୍କୁ ମିଳିଲା ବଡ଼ ଦାୟିତ୍ୱ
କୋଲ୍କାତା,୧୯ା୪: ନିକଟରେ ଭାରତୀୟ ଦଳର ଆସିଷ୍ଟାଣ୍ଟ କୋଚ୍ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ପୁଣି ଥରେ ଆଇପିଏଲ୍କୁ ଫେରିଛନ୍ତି। କୋଲ୍କାତା ନାଇଟ୍ ରାଇଡର୍ସ (କେକେଆର୍)ରେ ସପୋର୍ଟ ଷ୍ଟାଫ୍ ଭାବେ ଯୋଗଦେଇଛନ୍ତି। ଏ ନେଇ କେକେଆର୍…
ହିରୋ ସାଜିଲେ ବଟଲର୍-ପ୍ରସିଦ୍ଧ; ଆଇପିଏଲ୍ ଟେବୁଲ ଶୀର୍ଷରେ ପହଞ୍ଚିଲା ଗୁଜରାଟ
ଅହମଦାବାଦ,୧୯ା୪: ଆଇପିଏଲ୍ ୨୦୨୫ରେ ଶନିବାର ଖେଳାଯାଇଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)କୁ ପରାସ୍ତ କରିଛି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୨୦୪ ରନ୍ର ଟାର୍ଗେଟ୍କୁ ଗୁଜରାଟ ୧୯.୨ ଓଭରରେ ୩ ଉଇକେଟ ହରାଇ ହାସଲ କରିନେଇଥିଲା। ଏହି ବିଜୟ…
OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ…
ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ
ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ ଗାଁର…
Vaibhav Suryavanshi: IPLରେ ମାତ୍ର ୧୪ ବର୍ଷ ବୟସରେ ଡେବ୍ୟୁ କରି ଇତିହାସ ରଚିଲେ ଏହି କ୍ରିକେଟର
ଜୟପୁର,୧୯।୪: ୧୯ ଏପ୍ରିଲ ୨୦୨୫ ଅର୍ଥାତ ଆଜିର ଦିନରେ IPL ଇତିହାସରେ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି ଜଣେ ଯୁବ ଖେଳାଳି। ୩୬ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସର ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଛି।…
କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଅଭିଭାବକଙ୍କ ବୈଠକ
ଜି.ଉଦୟଗିରି,୧୯ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ୍ କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ ଏବଂ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ସୁମିତାରାଣୀ ଯୋଶୀରା ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ବୈଠକରେ ବିଦ୍ୟାଳୟର ସହକାରୀ ଶିକ୍ଷକ ବିକାଶ ପାଣିଗ୍ରାହୀ, ଜଗନ୍ନାଥ…

