କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଅଭିଭାବକଙ୍କ ବୈଠକ
ଜି.ଉଦୟଗିରି,୧୯ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ୍ କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ ଏବଂ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ସୁମିତାରାଣୀ ଯୋଶୀରା ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ବୈଠକରେ ବିଦ୍ୟାଳୟର ସହକାରୀ ଶିକ୍ଷକ ବିକାଶ ପାଣିଗ୍ରାହୀ, ଜଗନ୍ନାଥ…
IPLରେ ହଙ୍ଗାମା: GT vs PBKS ମ୍ୟାଚ୍ରେ ମୁହାଁମୁହିଁ ହେଲେ ୨ ଶର୍ମା, Video
ନୂଆଦିଲ୍ଲୀ,୧୯।୪: କ୍ରିକେଟ ମ୍ୟାଚ୍ରେ ଖେଳାଳିମାନଙ୍କ ମଧ୍ୟରେ କଥା କଟାକଟି ହେବା ସାଧାରଣ କଥା। IPL ଭଳି ଟୁର୍ନାମେଣ୍ଟରେ ଏଭଳି ଘଟଣା ଅନେକ ଥର ଘଟିଛି। ଅହମ୍ମଦାବାଦରେ ଖେଳାଯାଇଥିବା ଗୁଜରାଟ ଟାଇଟାନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଦୁଇ ଶର୍ମା…
ଭଞ୍ଜନଗରରେ ଝଡ ତୋଫାନ ସହ ବର୍ଷା:ବିଦ୍ୟୁତ୍ ଖୁଣ୍ଟ ପଡ଼ି ଭାଙ୍ଗିଲା କାର
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ଗ୍ରାମରେ ଶନିବାର ଅପରାହ୍ନରେ ପ୍ରବଳ ଝଡ ତୋଫାନ ଯୋଗୁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଏକ କାର ଉପରେ ପଡ଼ିଯାଇଛି । ଫଳରେ ଗାଡ଼ିଟି କ୍ଷତିଗ୍ରସ୍ତ ହୋଇଛି। ସାରେ ଭଞ୍ଜନଗର ଅଞ୍ଚଳରେ ଝଡ…
ଧରାପଡିଲେ ବାଇକ୍ ଚୋର ଗ୍ୟାଙ୍ଗ, ୨୩ବାଇକ୍ ଜବତ
ବରଗଡ଼, ୧୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ୍ ଏକ ବାଇକ ଚୋରି ରାକେଟକୁ ଠାବ କରିଛି। ଏହି ରାକେଟର ୮ଜଣିଆ ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି। ସେମାନଙ୍କ ପାଖରୁ ୨୩ ବାଇକ୍ ଜବତ ହୋଇଛି।…
ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା
ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…
ମୁହାଁମୁହିଁ ହେଲେ ନବୀନ-ମନମୋହନ, ରାଜ୍ୟରେ ଚହଳ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ…
୩୫ଟି ପଦବୀରେ କେନ୍ଦ୍ର ସରକାର କରିବେ ନୂଆ ନିଯୁକ୍ତି, ବଢିବ ୩୫ପ୍ରତିଶତ ଯାଏ ଦରମା
ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଅଷ୍ଟମ ବେତନ ଆୟୋଗର ଘୋଷଣା ପରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଆୟୋଗର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୋଦି ସରକାର ୩୫ଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନୂଆ ନିଯୁକ୍ତି କରିବାର ଯୋଜନା କରୁଛନ୍ତି।…
Nag Kupa: ଏହି କୂଅରୁ ଲମ୍ବିଛି ପାତାଳଲୋକକୁ ଯିବାକୁ ରାସ୍ତା, ଶୁଭୁଛି ସାପ ଗର୍ଜନ, ଭିତରକୁ ଗଲେ ଦେଖାଯିବ…
ପାତାଳ ଲୋକ ନେଇ ପୁରାଣରେ ଅନେକ କଥା କୁହାଯାଇଛି। ଏପରିକି ଏହାକୁ ନେଇ ଅନେକ କାହାଣୀ ମଧ୍ୟ ଅଛି। ତେବେ ଭାରତରେ ଏମିତି ଏକ ସ୍ଥାନ ଅଛି ଯାହା ପାତାଳଲୋକକୁ ସଂଯୋଗ କରୁଛି। ତାହା ହେଲା ନାଗକୂପ। ଏହି କୂଅକୁ ନାଗକୂପ…
ଭାର ଉତ୍ତୋଳନ ସମର କୋଚିଂ କ୍ୟାମ୍ପ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ଯୋଜନା
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରୀକ୍ଷା ସରିବା ପରେ ଛାତ୍ରୀଛାତ୍ରମାନେ ଘରେ ବସି ରହୁଛନ୍ତି। ତେଣୁ ସେମାନଙ୍କ ମଧ୍ୟରେ ଶାରୀରିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟର ସମସ୍ତ ଇଣ୍ଡୋର ଷ୍ଟାଡିୟମରେ ବିଭିନ୍ନ ପ୍ରକାର ମାଗଣା ତାଲିମ ଶିବିର ବର୍ତ୍ତମାନ…
ଆୟୁଷ୍ମାନ ଭାରତକୁ ନେଇ ଆସିଲା ବଡ଼ଖବର: ସଫ୍ଟୱେର ସମସ୍ୟା
ଭୁବନେଶ୍ୱର,୧୯।୪: ଓଡ଼ିଶାରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରିତା ବେଳେ ସଫ୍ଟୱେର ସମସ୍ୟା ଦେଖାଦେଉଛି। ହେଲ୍ଥ କେୟାର ପ୍ରୋଭାଇଡର୍ସ ରାଜ୍ୟ ସମ୍ପାଦକ ନିଲାଞ୍ଜନା ମୁଖାର୍ଜୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଟିପି ଜେନେରେଟ ଟାଇମ ଆଉଟ ସମୟ ୧୦ ମିନିଟକୁ କମିଛି।…
Scheme: ୨୦୦ଟଙ୍କା ରଖିଲେ ମାସକୁ ମିଳିବ ୧୫ହଜାର! ଏହି ସ୍କିମ୍ କରିବ ମାଲାମାଲ୍
ନୂଆଦିଲ୍ଲୀ,୧୯।୪: ଏଭଳି କିଛି ସ୍କିମ୍ ଅଛି ଯାହା ଆପଣଙ୍କୁ ଲକ୍ଷପତି କରାଇବାରେ ସହାୟକ କରିଥାଏ। ଯାହା ଆପଣଙ୍କ ନିବେଶ କରିବା ତରିକାକୁ ବଦଳାଇ ଦେଇପାରେ । ଏହି ପଲିସିରେ ମାତ୍ର ୨୦୦ ଟଙ୍କା ନିବେଶ କରି ୨୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…
ଟୁଇନ୍ ସିଟିରେ ହେବ ନୂଆ ଆଇଟି ପାର୍କ
ଭୁବନେଶ୍ୱର,୧୯।୪: ଟୁଇନ୍ ସିଟିରେ ହେବ ନୂଆ IT ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ । IT ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ…

