Home Left

ବାର୍‌ହା ଉପଦ୍ରବ: ୨୦ ଏକର କଦଳୀ ଚାଷ କ୍ଷତିଗ୍ରସ୍ତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ବୋରିଆ ଗ୍ରାମର ଭିମା ପାଣି ପଞ୍ଚାୟତ ଅଧୀନରେ ଚାଷୀମାନେ କରିଥିବା କଦଳୀ ଚାଷ ଉପରେ ବାର୍‌ହା ଉପଦ୍ରବ କରୁଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିପ୍ରତି କେସିଙ୍ଗା ବନ ବିଭାଗ ଦୃଷ୍ଟି…

୨୩ ଫେବୃଆରୀରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ!, ମାର୍ଚ୍ଚରେ ଫାଇନାଲ

ନୂଆଦିଲ୍ଲୀ,୨୨।୧୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ବିଷୟରେ ବର୍ତ୍ତମାନ ବିଶ୍ୱ କ୍ରିକେଟ ରେ ଏକ ଆଲୋଚନା ହେଉଛି । ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଦୁଇ ମାସରୁ କମ ସମୟ ବାକି ଅଛି, କିନ୍ତୁ ଏହାର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ…

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ତୁରୁଡ଼ିହି ପଞ୍ଚାୟତରେ ୬୫ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ…

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ ୪.୯୬ ଲକ୍ଷ। ତେବେ ଅଧିକ ଟଙ୍କା ନ ପାଇବାରୁ ତାଙ୍କ ଫଟୋ ଓ ଭିଡିଓ…

ଅଦିନିଆ ବର୍ଷା, ସଙ୍କଟରେ ଧାନଚାଷୀ

ରାଜକନିକା,୨୨ା୧୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୃଷି ବିଭାଗ ଆକଳନ ଅନୁଯାୟୀ ଚଳିତ ଖରିଫ ଋତୁରେ ପ୍ରାୟ ୧୪ହଜାର ହେକ୍ଟର ଜମିରେ ଧାନ ଚାଷ ହୋଇଥିଲା । ଚାଷୀର ଫସଲ ବଞ୍ଚିବା ପାଇଁ ଯେତେବେଳେ ବର୍ଷାର ନିତ୍ୟାନ୍ତ ପ୍ରୟୋଜନ…

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ବେଳେବେଳେ ଅନ୍‌ଲାଇନ ପ୍ଲାଟ୍‌ଫର୍ମଗୁଡ଼ିକ ଜରିଆରେ ପରିଶ୍ରମ ଅନୁଯାୟୀ ଫଳ ମିଳି ନ ଥାଏ। ଫଳରେ…

ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ ରଖି ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରିବା ସହ ଦୈନନ୍ଦିନ ଆବଶ୍ୟକତା ମଧ୍ୟ ପୂରଣ କରୁଛନ୍ତି।…

ନାଗା ସୃଜନ ନାୟିକା

ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍‌ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼ ପାଠକ ଗୋଷ୍ଠୀଙ୍କ ନିକଟରେ ପହଞ୍ଚତ୍ବାର ଉଦ୍ୟମ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ମୌଳିକ ସର୍ଜନା ହୋଇ…

ଗଣତନ୍ତ୍ରରେ ଦଳ ଓ ସରକାର

ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ଆମେ ଗଣତାନ୍ତ୍ରିକ ରାସ୍ତାରେ ଚାଲିଛୁ। ଗୋଟିଏ ବିରାଟ ଭୂଖଣ୍ଡ। ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱରେ ପ୍ରଥମ…

କେଜ୍‌ରିଓ୍ବାଲଙ୍କ ବିରୋଧରେ ଚାଲିବ ଆଇନଗତ ମକଦ୍ଦମା

ନୂଆଦିଲ୍ଲୀ, ୨୨।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଝଟକା ଲାଗିଛି। ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ କେଜ୍‌ରିଓ୍ବାଲଙ୍କ ବିରୋଧରେ ଆଇନଗତ ମକଦ୍ଦମା ଚଳାଇବାକୁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନା ଶନିବାର ପ୍ରବର୍ତ୍ତନ…

ଆଗକୁ କ’ଣ ଘଟିବ

୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ସାମ୍ନାକୁ ଆସିବ। ଆମେରିକା ରାଜନୀତିରେ ଯାହା ଘଟୁଛି ତାହା ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri