Home Left

EPFO 3.0କୁ ନେଇ ବଡ଼ ଖବର, ଏଣିକି ଏଟିଏମରୁ ବାହାର କରିପାରିବେ ଟଙ୍କା, ଜାଣନ୍ତୁ କେବେଠୁ ମିଳିବ ସୁବିଧା

ନୂଆଦିଲ୍ଲୀ,୧୯।୪: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ ଅର୍ଥାତ EPFOରେ ଖୁବଶୀଘ୍ର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଯାହା ପରେ ଟଙ୍କା ଉଠାଇବା ସହଜ ହୋଇଯିବ। ଶୁକ୍ରବାର ଏ ବିଷୟରେ ସୂଚନା ଦେଇ କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ…

ବିଭିନ୍ନ ଦାବିରେ ଓଡ଼ିଶା ମଜଦୂର ୟୁନିୟନ ପକ୍ଷରୁ ବିକ୍ଷୋଭ

ତିହିଡ଼ି,୧୯ା୪(ସଞ୍ଜିତ ବଳ): ଓଡ଼ିଶା କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଶନିବାର ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୟୁନିୟନର କର୍ମକର୍ତ୍ତାମାନେ ପୂର୍ବାହ୍ନ ୧୧ଟା ସମୟରେ ତିହିଡ଼ି ପୁରୁଣାହାଟଠାରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ବ୍ଲକ…

ନବୀନ ଧରିଲେ ବିଜେଡି ମଙ୍ଗ: ପଦିଏ କହିଦେଲେ ଗଣେଶ

ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି। ତେବେ ବିଜେଡି ସାଂଗଠନିକ ନିର୍ବାଚନ ପରେ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା…

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍‌ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର କାର୍‌…

ପୁଣି ବିଜେଡି ମଙ୍ଗ ନବୀନଙ୍କ ହାତରେ: ନବମ ଥର ପାଇଁ ହେଲେ ସଭାପତି 

ଭୁବନେଶ୍ୱର, ୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ । ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି। ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ…

Jagannath Temple Flag Story: ଶ୍ରୀମନ୍ଦର ବାନା ପ୍ରତିଦିନ କାହିଁକି ବଦଳାଯାଏ? ଜାଣି ନ ଥିବେ…

ଜଗନ୍ନାଥ ମନ୍ଦିର କେବଳ ଓଡ଼ିଶା ନୁହେଁ ସାରା ବିଶ୍ୱରେ ପରିଚିତ। ଏହି ମନ୍ଦିରରେ ସ୍ବଂୟ ଜଗନ୍ନାଥ ଅବସ୍ଥାନ କରନ୍ତି। ଏହା ଭାରତର ଚାରିଧାମ ତୀର୍ଥସ୍ଥଳ ମଧ୍ୟରୁ ଗୋଟିଏ, ଯାହାର ହିନ୍ଦୁ ଧର୍ମରେ ବହୁତ ମହତ୍ତ୍ୱ ଅଛି। ଏହି ମନ୍ଦିରର ନିର୍ମାଣ ଦ୍ୱାଦଶ…

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍‌ ପ୍ରାୟ ୪ ଟାରେ…

IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍‌ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର…

୨ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ଲାଗିବ ଟ୍ୟାକ୍ସ? ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୧୯।୪: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ କିଛି ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ଏବେ UPI ମାଧ୍ୟମରେ 2000 ଟଙ୍କାରୁ ଅଧିକ ପେମେଣ୍ଟ ଉପରେ ଟିକସ ଲାଗୁ ହେବ। ଏନେଇ ଅର୍ଥ ମନ୍ତ୍ରଣାଳୟ ମଧ୍ୟ…

Gold Rate: ଏହି ସହରରେ ମିଳୁଛି ୬୦ହଜାର ଟଙ୍କାରେ ୨୪କ୍ୟାରେଟ ସୁନା, GST ସାଙ୍ଗକୁ ମେକିଂ ଚାର୍ଜ…

ସୁନା ଏକ ମୂଲ୍ୟବାନ ଧାତୁ। କିନ୍ତୁ ସୁନାର ମୂଲ୍ୟ ସବୁ ଦେଶରେ ସମାନ ନଥାଏ । ଏହାର ମୂଲ୍ୟ ଆମଦାନୀ ଶୁଳ୍କ, ଟିକସ, ଶ୍ରମ ଖର୍ଚ୍ଚ, ମୁଦ୍ରାର ମୂଲ୍ୟ ଓ ସ୍ଥାନୀୟ ବଜାର ନୀତି ଉପରେ ନିର୍ଭର କରେ। ଚଳିତ ବର୍ଷ…

IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍‌

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା ଭାରତର ବିଭିନ୍ନ ସହରରେ ମୋଟ ୧୦ଟି ଦଳ ମଧ୍ୟରେ ଆୟୋଜିତ ହେଉଛି। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?