Home Left

ବିଜେଡି ସଭାପତି ଭାବେ ଆଜି ନବୀନଙ୍କ ନାମ ଘୋଷଣା:ଶଙ୍ଖ ଭବନରେ ବସିବ ରାଜ୍ୟ ପରିଷଦ ବୈଠକ

ଭୁବନେଶ୍ୱର,୧୯ା୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା କରାଯିବ। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ…

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ୪ର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ହେଲେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିଲା। ଭରପୂର…

୬୦ ବର୍ଷରେ ଦି’ ହାତ ହେଲେ ଭାଜପାର ବରିଷ୍ଠ ନେତା

କୋଲକାତା,୧୯ା୪(ପି.ଟି.):ପଶ୍ଚିମବଙ୍ଗ ଭାଜପାର ପୂର୍ବତନ ସଭାପତି ଦିଲୀପ ଘୋଷ ୬୦ ବର୍ଷ ବୟସରେ ହାତେରୁ ଦି ହାତ ହୋଇଛନ୍ତି। କୋଲକାତାରେ ଭାଜପା ନେତ୍ରୀ ରିଙ୍କୁ ମଜୁମଦାର (୫୧)ଙ୍କୁ ସେ ବିବାହ କରିଛନ୍ତି। ୨୦୨୧ରେ ପ୍ରାତଃଭ୍ରମଣ ବେଳେ ଉଭୟେ ପରସ୍ପରକୁ ଭେଟିଥିଲେ। ପରେ ସମ୍ପର୍କରେ…

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଶୁକ୍ରବାର ଏକ…

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା OBD-୨B ମାନଦଣ୍ଡ ପୂରଣ କରେ। କମ୍ପାନୀ କହିଛି ଯେ ଏହା ତିନୋଟି ବିଲ୍ଟ-ଟୁ-ଅର୍ଡର କଷ୍ଟମାଇଜେସନ…

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ ପାକିସ୍ତାନ’ କରିବାକୁ ପ୍ରସ୍ତୁତି କରୁଥିବା ଆଚାର୍ଯ୍ୟ କହିଛନ୍ତି। ତେବେ ପଶ୍ଚିମବଙ୍ଗର ପରିସ୍ଥିତି ଦିନକୁ ଦିନ…

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼ ସଂଘର୍ଷ ଆରମ୍ଭ ହେବ, ଯାହା ବିନାଶ ଆଣିବ। ଏହି ସଂଘର୍ଷର ଫଳସ୍ବରୂପ, ୨୦୪୩ ସୁଦ୍ଧା…

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା ହୋଇଛି। ଉକ୍ତ ଘଟଣା ଦଳୀୟ ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ସୂଚନା ଅନୁଯାୟୀ,…

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ହୋଇଥିଲା।…

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ ବେଥଲ ସମ୍ମୁଖରେ ବାଇକ ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ଜଣେ ଗୁରୁତର ହୋଇ…

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଅପହରଣ ଘଟଣାରେ ସମ୍ପୃକ୍ତ କାହ୍ନା ବାରିକଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସକୋର୍ଟକୁ…

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ ବି ସହଜ ରହିଛି। ଭାରତରେ ଦିନକୁ ଦିନ ଜୀବନଧାରଣ ଖର୍ଚ୍ଚ ବୃଦ୍ଧି ପାଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?