Home Left

ଆତଙ୍କ ଖେଳାଇଥିବା କୁମ୍ଭୀରକୁ ମାଡ଼ିବସିଲା ମତ୍ସ୍ୟଜୀବୀ

ପୁରୀ,୧୯।୧୦: ପୁରୀ ଜିଲାରେ ଆତଙ୍କ ଖେଳାଇଥିବା କୁମ୍ଭୀର ଶନିବାର ଧରାପଡ଼ିଛି। କୁମ୍ଭୀରଟି ମତ୍ସଜୀବୀଙ୍କ ଜାଲରେ ପଡ଼ିଛି। ମତ୍ସ୍ୟଜୀବୀମାନେ କୁମ୍ଭୀରକୁ କାବୁ କରି ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ବନ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି କୁମ୍ଭୀରକୁ ଉଦ୍ଧାର କରିିଛି।…

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର):  ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର ଋଣ ନେଇ ଚମ୍ପଟ ମାରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା…

ଇସ୍ରାଏଲ ଉପରେ ହେଜବୋଲ୍ଲାର କାଉଣ୍ଟର୍‌ ଆଟାକ୍‌, ୭ ମିନିଟ୍‌ରେ ଛାଡ଼ିଲା ୬୦ କ୍ଷେପଣାସ୍ତ୍ର

ଜେରୁଜେଲମ,୧୯।୧୦: ହେଜବୋଲ୍ଲା ମୁଖ୍ୟ ହସନ ନାସରାଲ୍ଲା ଏବଂ ହମାସ ମୁଖ୍ୟ ସିନଓ୍ବାରଙ୍କ ହତ୍ୟା ପରେ ମଧ୍ୟ ଇସ୍ରାଏଲର ଚିନ୍ତା କମ୍‌ ହେବା ଦେଖାଯାଉନାହିଁ। କାରଣ ହେଜବୋଲ୍ଲା ପୁଣିଥରେ ଶନିବାର ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ୭ ମିନିଟ୍‌ରେ ହେଜବୋଲ୍ଲା ଇସ୍ରାଏଲ…

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି ଭୟଙ୍କର ରୋଗର ଚି଼ହ୍ନଟ ପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର ମଙ୍ଗଳ ବିଭାଗ…

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ ୭୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ଆରଜେଡି ଏବଂ ବାମପନ୍ଥୀ ଦଳକୁ ୧୧ଟି ସିଟ ଦେବେ…

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ ବ୍ୟକ୍ତିତ୍ୱ…

ଭୁବନେଶ୍ବର- କଟକରେ ୩ ଘଣ୍ଟା ପ୍ରବଳ ଛେଚିବ

ଭୁବନେଶ୍ୱର,୧୯।୧୦: ଭୁବନେଶ୍ବର ଓ କଟକରେ ୩ ଘଣ୍ଟା ଯାଏ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଟୁଇନ୍‌ସିଟିକୁ ହାଇ ଆର୍ଲଟ କରାଯାଇଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷିବ। ବର୍ଷା ନେଇ ଅରେଞ୍ଜ ଆଲର୍ଟ…

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର ପ୍ରସ୍ତୁତି ଚାଲିଛି। ନିର୍ବାଚନ ପରେ କ’ଣ ହେବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଇତି…

ବାଣ ଭିଡୁଥିବା ବେଳେ ହଠାତ୍‌ ହେଲା ବିସ୍ଫୋରଣ: ଉଡ଼ିଲା  ଘରର ଟିଣ ଚାଳ, ୪ ଗୁରୁତର       

ଖଲ୍ଲିକୋଟ, ୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଶନିବାର ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୪ ନାବାଳକ ଗୁରୁତର  ହୋଇଛନ୍ତି।  ସେମାନେ ହେଲେ ନାବାଳକ ପ୍ରସାଦ ଗୌଡ଼ , ବାଦଲ ଗୌଡ଼…

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଦ୍ୱିତୀୟ ଇନିଂସରେ ବଡ଼ ଟାର୍ଗେଟ ଦେବାକୁ ଯାଉଛନ୍ତି। ଚତୁର୍ଥ ଦିନ ଲଞ୍ଚ ସୁଦ୍ଧା…

ରାଜନୀତିରେ ଏଣ୍ଟ୍ରି କଲେ ଜିତନ ରାମ ମାଂଝିଙ୍କ ବୋହୂ

ପାଟନା,୧୯।୧୦: ନଭେମ୍ବର ୧୩ରେ ବିହାରର ଚାରୋଟି ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ବେଲାଗଞ୍ଜ ଏବଂ ଇମାମଗଞ୍ଜ ସିଟ ଗୟା ଜିଲାର ଅଟେ। କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାଂଝିଙ୍କ ଇସ୍ତଫା ପରେ ଇମାମଗଞ୍ଜ ଆସନ ଖାଲି ପଡ଼ିଥିଲା…

ଗୋଟିଏ ବୋମା ଧମକରେ କ୍ଷତି ହେଉଛି ୩କୋଟି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: କିଛି ଦିନ ହେବ ଲଗାତାର ଭାବେ ଭାରତର ବିମାନଗୁଡ଼ିକୁ ବୋମା ଧମକ ମିଳୁଛି। ଶନିବାର ତିନୋଟି ଇଣ୍ଡିଗୋ ଏୟାରଲାଇନ୍ସ ଏବଂ କିଛି ବିମାନ ଆକାସା ଏୟାରକୁ ଧମକ ମିଳିିଛି। ଏହାପରେ ବିମାନର ଜରୁରୀ ଅବତରଣ କରାଇ ଯାଞ୍ଚ ପରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri