Home Left

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ,୨୦।୧୨(ଅଜିତ୍‌ ବାରିକ): ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୌଦ୍ଧ ଜିଲାର ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ। ମିଳିଥିବା ସୂଚନା ମୁତାବକ, ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ଏବଂ ଆଦିତ୍ୟ ବାଉଁଶୁଣି…

୮୨ ବର୍ଷରେ ମାଟ୍ରିକ ପରୀକ୍ଷା ଦେଇଥିଲେ ଏହି ମୁଖ୍ୟମନ୍ତ୍ରୀ, ରଖିଥିଲେ ଏତିକି ନମ୍ବର

ଚଣ୍ଡିଗଡ଼,୨୦ା୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ଓମ୍‌ପ୍ରକାଶ ଚୌତାଲାଙ୍କ ଦେହାନ୍ତ ହୋଇଛି। କିନ୍ତୁ ଶିକ୍ଷା ପ୍ରତି ତାଙ୍କର ଆଗ୍ରହ ଏତେ ଥିଲା ଯେ, ସେ ୮୨ ବର୍ଷରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଇଥିଲେ।…

ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ପିକଅପ୍‌: ଚାଲିଗଲା ଜଣଙ୍କ ଜୀବନ, ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଚିତ୍ର

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍‌ ମାଡ଼ି ଯାଇଥିଲା। ଫଳରେ ଜଣେ…

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ ଭାଜପା ଦଳର ଏମ୍‌ପିମାନେ ପ୍ରତିରୋଧ କରିବା ଅଭିଯୋଗ ନେଇ ଶୁକ୍ରବାର ବଲାଙ୍ଗୀର ଜିଲାପାଳଙ୍କ…

ଏହି ୫ କ୍ରିକେଟର୍‌ ଖୋଲିଛନ୍ତି ୟୁଟ୍ୟୁବ ଚ୍ୟାନେଲ: ସବସ୍କ୍ରାଇବର୍‌ ସଂଖ୍ୟା ଜାଣିଲେ ଉଡିଯିବ ହୋଶ୍‌

ଭାରତୀୟ କ୍ରିକେଟରମାନେ ସାଧାରଣତଃ ବିସିସିଆଇ, ପ୍ରାୟୋଜକ କାରବାର ଏବଂ ନିବେଶ ସହିତ ଅନେକ ଉତ୍ସରୁ ରୋଜଗାର କରନ୍ତି। କିଛି ଖେଳାଳି ୟୁଟ୍ୟୁବ ଚ୍ୟାନେଲରୁ ମଧ୍ୟ ବହୁତ ରୋଜଗାର କରନ୍ତି । ଆକାଶ ଚୋପ୍ରା ଅଗଷ୍ଟ ୨୦୧୧ରେ ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ କରିଥିଲେ।…

ଆମେରିକାରେ ହେବ ଶଟ୍‌ଡାଉନ୍‌ ! ସରକାର ଅଫିସ୍‌ ହୋଇଯିବ ବନ୍ଦ…

ଓ୍ବାଶିଂଟନ୍‌, ୨୦।୧୨: ଆମେରିକା ବର୍ତ୍ତମାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବା ପାଇଁ ପର୍ଯ୍ୟାପ୍ତ ଅର୍ଥ ବାକି ନାହିଁ। ପରିସ୍ଥିତି ଶଟ୍‌ଡାଉନ୍‌ ହେବାକୁ ଯାଉଛି। ପାଣ୍ଠି ସଂଗ୍ରହ ପାଇଆମେରିକା ସଂସଦରେ ଏକ…

ଜେପିସିରେ ଲୋକ ସଭାର ୨୭, ରାଜ୍ୟ ସଭାର ୧୨ ଏମ୍‌ପି ସାମିଲ

ନୂଆଦିଲ୍ଲୀ,୨୦।୧୨: ଏକ ଦେଶ, ଏକ ନିର୍ବାଚନ ବିଲ୍‌ର ଯାଞ୍ଚ ପାଇଁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଗଠନ କରାଯାଇଛି। କମିଟିରେ ଲୋକ ସଭାର ୨୭ ଏବଂ ରାଜ୍ୟସଭାର ୧୨ଜଣ ଏମ୍‌ପି ସାମିଲ ହୋଇଛନ୍ତି। ଅନ୍ୟପକ୍ଷେ ଜେପିସିରେ ଓଡ଼ିଶାର ୩ଜଣ ଏମ୍‌ପି ସାମିଲ…

ଭର୍ତ୍ତୃହରୀ ମହତାବଙ୍କୁ ବଡ଼ ଦାୟିତ୍ୱ ଦେବେ କେନ୍ଦ୍ର ସରକାର, ଏହି ପଦରେ…

ନୂଆଦିଲ୍ଲୀ,୨୦।୧୨: ‘ଏକ ଦେଶ, ଏକ ନିର୍ବାଚନ’ ପାଇଁ ଗଠିତ ଜେପିସି ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ଭର୍ତ୍ତୃହରୀ ମହତାବଙ୍କୁ ଏହି କମିଟିର ଚେୟାରମ୍ୟାନ କରିବା ପାଇଁ ବିଚାର କରାଯାଉଛି। ଗୁରୁବାର ପ୍ରକାଶ ପାଇଥିବା…

ଟିକେଟ୍‌ ଯାଞ୍ଚ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…

ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ ଛତିଶଗଡ଼ ଅଞ୍ଚଳର ରାଜେନ୍ଦ୍ର କୁମାର ନିର୍ମଳ କର ବୋଲି ଜଣାପଡ଼ିଛି। ପ୍ରତ୍ୟେକ ଦିନ ଭଳି…

ଲଘୁଚାପ ବର୍ଷା: ବିଲରୁ ଧାନ ଉଠାଇବାରେ ବ୍ୟସ୍ତ ଚାଷୀ

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ…

ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍‌ଛିପ୍‌ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର…

ରାହୁଲଙ୍କୁ ନୀଳ ଟି-ଶର୍ଟରେ ଦେଖି ରାଗିଗଲେ ମାୟାବତୀ, ଦେଲେ ଏହି ପରାମର୍ଶ

ଲକ୍ଷ୍ନୌ,୨୦ା୧୨: ବହୁଜନ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ କଂଗ୍ରେସ ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ନୀଳ ଟି-ଶର୍ଟ ଉପରେ ମନ୍ତବ୍ୟ ଦେଇଛନ୍ତି। ମାୟାବତୀ  ରାହୁଲଙ୍କ ନୀଳ ଟି-ଶର୍ଟ ପିନ୍ଧାକୁ ଶସ୍ତା ରାଜନୀତି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri