Home Left

IPL 2025: ‘ଗୁଡ ବାୟ ଇଣ୍ଡିଆ’ ଆଇପିଏଲ ୨୦୨୫ ମଝିରେ ଛାଡ଼ି ଚାଲି ଯାଉଛନ୍ତି Pat Cummins? ପତ୍ନୀଙ୍କ ପୋଷ୍ଟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୮।୪: ଆଇପିଏଲ ୨୦୨୫ରେ, ଗୁରୁବାର ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିଥିଲା। ୱାଙ୍ଖଡେରେ ଖେଳାଯାଇଥିବା ମ୍ୟାଚରେ Pat Cumminsଙ୍କ ଅଧିନାୟକତ୍ୱରେ ଦଳ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଏହି ପରାଜୟ SRHର ପ୍ଲେଅଫରେ ପହଞ୍ଚିବା ଆଶାକୁ ଏକ ଶକ୍ତ ଧକ୍କା…

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର

ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ବାପା କାଶୀନାଥ ବାରିକ ଓ ମଝିଆ ଭାଇ ସୌମ୍ୟରଞ୍ଜନ ବାରିକ…

New Toll System: ମେ’୧ରୁ ଲାଗୁ ହେବ ନୂଆ ଟୋଲ ସିଷ୍ଟମ? ବନ୍ଦ ହୋଇଯିବ କି FASTag ସିଷ୍ଟମ, ଜାଣନ୍ତୁ ଏହାର ଉତ୍ତର

ନୂଆଦିଲ୍ଲୀ,୧୮।୪: ସାଟେଲାଇଟ-ଆଧାରିତ ଟୋଲିଂ ସିଷ୍ଟମ ୧ ମଇ, ୨୦୨୫ ରୁ ଆରମ୍ଭ ହେବ। ଏହି ସିଷ୍ଟମ ପୂର୍ବରୁ ଥିବା FASTag-ଆଧାରିତ ଟୋଲ ସଂଗ୍ରହ ସିଷ୍ଟମକୁ ବଦଳାଇବ। ଆଜିକାଲି ଏପରି ଅନେକ ଖବର ଦ୍ରୁତ ଗତିରେ ପ୍ରସାରିତ ହେଉଛି। ଏ ସମ୍ପର୍କରେ ସରକାରଙ୍କ…

ପାତାଳି ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ପ୍ରସ୍ତୁତି

ଅମରପାଲି,୧୮ା୪(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରେ ରଥ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପାତାଳୀ ଟ୍ରଷ୍ଟ ସାଧାରଣ ସମ୍ପାଦକ ଉତ୍ତର କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ୨୦ତମ ପାତାଳି ମହୋତ୍ସବର ସମୀକ୍ଷା…

Russia Ukraine War: ରୁଷିଆ-ୟୁକ୍ରେନକୁ ଅଲଟିମେଟମ ଦେଲେ ଟ୍ରମ୍ପ, କିଛି ସପ୍ତାହ ମଧ୍ୟରେ ଚୁକ୍ତି ନ ହେଲେ…

ଓ୍ବାଶିଂଟନ,୧୮।୪: ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେବା ପରେ, ଟ୍ରମ୍ପଙ୍କ ନିଷ୍ପତ୍ତି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧବିରତି ସୃଷ୍ଟି କରିବ ବୋଲି ମନେ ହେଉଥିଲା। ଟ୍ରମ୍ପ ମଧ୍ୟ ଏ ସମ୍ପର୍କରେ ଉଭୟ ଦେଶର ରାଷ୍ଟ୍ରପତିଙ୍କ ସହ କଥା ହୋଇଥିଲେ, କିନ୍ତୁ…

୨୬ରେ ଡାଇମଣ୍ଡ ଲିଗ୍‌: ଭାଗନେବେ ଅବିନାଶ ସାବ୍‌ଲେ

ନୂଆଦିଲ୍ଲୀ୧୮ା୪: ଜାତୀୟ ରେକର୍ଡଧାରୀ ୩୦୦୦ ମିଟର ଷ୍ଟିପଲଚେଜର ଅବିନାଶ ସାବ୍‌ଲେ ଏପ୍ରିଲ ୨୬ରେ ଚାଇନାର ଜିଆମେନ୍‌ଠାରେ ହେବାକୁଥିବା ସିଜନ ଓପନିଂ ଡାଇମଣ୍ଡ ଲିଗ୍‌ ମିଟିଂରେ ଅଂଶଗ୍ରହଣ କରିବେ। ଏଥିରେ ବିଶ୍ୱର ଆଗଧାଡ଼ି ଆଥ୍‌ଲେଟମାନେ ଭାଗ ନେବେ। ସେମାନଙ୍କ ମଧ୍ୟରେ ଅଲିମ୍ପିକ ଓ…

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଜଙ୍ଗଲ ଆଉ ପାହାଡ଼ ଲଣ୍ଡା ହେବାରେ ଲାଗିଛି। ବଡ଼ବଡ଼ ଶାଳ ଗଛ…

Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ

କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ ମଜୁମଦାରଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ଆଜି ଅର୍ଥାତ ୧୮ ଏପ୍ରିଲରେ କୋଲକାତାସ୍ଥିତ ତାଙ୍କ…

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ ପରଠାରୁ ସମସ୍ତେ Athiya ଏବଂ କେଏଲ ରାହୁଲଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ସେମାନେ ମଧ୍ୟ ସେହି…

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍‌ ମାଓବାଦୀ ରହିଥିବା ସୂଚନା ମିଳିଛି।…

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ ଦେଇଥିବା RJD ନେତାମାନେ ତେଜସ୍ବୀ ଯାଦବଙ୍କୁ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି କହୁଛନ୍ତି। ପ୍ରକୃତରେ,…

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। କୋର୍ଟ ଏହି ପ୍ରସଙ୍ଗରେ ଯୁକ୍ତି ଶୁଣିବାକୁ ରାଜି ହୋଇଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?