ଧନ୍କରଙ୍କ ବିରୋଧରେ ଅନାସ୍ଥା ନୋଟିସ ଖାରଜ
ନୂଆଦିଲ୍ଲୀ,୨୦ା୧୨(ପି.ଟି.):ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନ୍କରଙ୍କୁ ବହିଷ୍କାର କରିବା ପାଇଁ ବିରୋଧୀ ଦଳଗୁଡ଼ିକ ଦେଇଥିବା ଅନାସ୍ଥା ନୋଟିସ୍କୁ ଗୁରୁବାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଖାରଜ କରିଦେଇଛନ୍ତି। ଏହା ଗମ୍ଭୀର ତ୍ରୁଟିପୂର୍ଣ୍ଣ। ଦେଶର ସାମ୍ବିଧାନିକ ଅନୁଷ୍ଠାନ ଏବଂ ଧନ୍କରଙ୍କ ଖ୍ୟାତିକୁ ନଷ୍ଟ…
ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ
ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି…
ବିଗିଡିଲା ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା, ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ରଦ୍ଦ
ନୂଆଦିଲ୍ଲୀ,୨୦।୧୨: ବିହାରର ରାଜଧାନୀ ପାଟନାଠାରୁ ବଡ ଖବର ଆସୁଛି। ବାସ୍ତବରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ସୂଚନାନୁସାରେ, ସିଏମ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅସୁସ୍ଥ ଥିବା ହେତୁ ଆଜି ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।…
ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଧାରଣା ଦେଲେ ପଞ୍ଚାୟତବାସୀ
ଲାଞ୍ଜିଗଡ଼,୨୦।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଗ୍ରାମ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ, କର୍ମଚାରୀ ନିୟମିତ ରହୁ ନ ଥିବା ଅଭିଯୋଗରେ ସ୍ବାସ୍ଥ୍ୟ ଉପକେନ୍ଦ୍ର ଆଗରେ ଆସି ଧାରଣା ଦେଇଛନ୍ତି କୁମଖାଲ ପଞ୍ଚାୟତବାସୀ I କଳାହାଣ୍ଡି…
ରୋହିତ-ଗମ୍ଭୀରଙ୍କ ପାଇଁ ଅବସର ନେଲେ ଅଶ୍ୱିନ୍! ପାକିସ୍ତାନ ପୂର୍ବତନ କ୍ରିକେଟରଙ୍କ ବଡ଼ ଦାବି
ନୂଆଦିଲ୍ଲୀ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ବ୍ରିସବେନ ଟେଷ୍ଟ ପରେ ରବିଚନ୍ଦ୍ରନ ଅଶ୍ୱିନ୍ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ତେବେ ଅଶ୍ୱିନ୍ଙ୍କ ଅବସରକୁ ନେଇ ଅନେକ ପ୍ରଶ୍ନ ଉଠିଛି । ପାକିସ୍ତାନର ପୂର୍ବତନ କ୍ରିକେଟର ବାସିତ ଅଲି ବିଶ୍ୱାସ କରନ୍ତି ଯେ ଯଦି ବିରାଟ…
୪ ଦିନରେ ନିବେଶକ ହରାଇଲେ ୧୦ଲକ୍ଷ କୋଟି
ଭୁବନେଶ୍ୱର,୨୦।୧୨:ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ୪ଟି କାର୍ଯ୍ୟଦିବସର ଫଳାଫଳ…
ରାଜ୍ୟର କିଛି ସ୍ଥାନରେ ବର୍ଷା : ଆହୁରି ୨ ଦିନ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…
ଭାରତ ସହ ଶତ୍ରୁତା, ପାକିସ୍ତାନକୁ କୋଳଗ୍ରତ କରୁଛି ବାଂଲାଦେଶ
ଢାକା,୨୦।୧୨: ଗୋଟିଏ ପଟେ ବାଂଲାଦେଶ ଭାରତ ବିରୋଧରେ ପ୍ରତ୍ୟେକ ପଦକ୍ଷେପ ନେଉଥିବା ବେଳେ ଅନ୍ୟ ପଟେ ପଡୋଶୀ ଦେଶ ପାକିସ୍ତାନ ସହ ସମ୍ପର୍କ ସୁଦୃଢ କରୁଛି। ଏହାର ମୁଖ୍ୟ କାରଣ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ‘ମୌଳିକବାଦୀ’…
ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ
ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ ପାନି ମାଝି (୪୫)ଙ୍କୁ ହତ୍ୟା କରାଯାଇଥିବା ନେଇ ସ୍ତ୍ରୀ କୁନି ମାଝି ଥୁଆମୂଳ ରାମପୁର…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର
ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ ପରିଡ଼ାକୁ ଏକ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି l ପ୍ରମିଳା ପଲେଇ ଆହତ ହୋଇ…
ସଂସଦରେ ଠେଲାପେଲା ଘଟଣା: ଚର୍ଚ୍ଚାରେ ୩ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୦ା୧୨:ରାଜ୍ୟ ସଭାରେ ମଙ୍ଗଳବାର ସମ୍ବିଧାନ ସମ୍ପର୍କିତ ବିତର୍କ ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ, ଏବେ ଏକ ଫ୍ୟାଶନ୍ ହୋଇଯାଇଛି, ‘ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର। କଂଗ୍ରେସ ନେତାମାନେ ଯେତିକି ଥର ‘ଆମ୍ବେଡକର…
ସ୍ତ୍ରୀଙ୍କୁ ନିଶା ଦେଇ ୫୦ ଜଣଙ୍କ ଦ୍ୱାରା ବଳାତ୍କାର କଲେ ସ୍ବାମୀ
ପ୍ୟାରିସ୍,୨୦।୧୨:ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆଭିଗ୍ନନ ସହରରୁ ଆସିଥିବା ଏକ ବଳାତ୍କାର ମାମଲା ସାରା ବିଶ୍ୱକୁ ଚକିତ କରିଛି। ଏହି ମାମଲାରେ ୫୧ ଜଣ ଅଭିଯୁକ୍ତଙ୍କୁ ଆଭିଗ୍ନନର ଏକ ଅଦାଲତ ଗୁରୁବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାରେ ପୀଡ଼ିତା ଗିସେଲେ ପେଲିକଟ(୭୨)ଙ୍କ ଧୈର୍ଯ୍ୟ ଏବଂ…
Archives


