ମୁମ୍ବାଇରେ ଓଡିଆ ଶ୍ରମିକ ମୃତ
ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ ମୁମ୍ବାଇ ଯାଇଥିଲେ। ଶୁକ୍ରବାର ବୋରିଭାଲି ହସ୍ପିଟାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇଛି। ମୃତକ ହେଲେ…
ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….
ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ସ୍ଥାନୀୟ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ମୃତ ଯୁବତୀଙ୍କ ନାମ…
୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି। ବର୍ଷତମାମ ପରିଶ୍ରମର ଫଳ ମିଳିବ କି ନାହିଁ ଏବେ ସେହି ଚିନ୍ତା ଘାରିଛି। ଭାରତୀୟ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ ସ୍ବଚ୍ଛ କରିବା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଓ…
ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…
ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ ମାମଲା ରୁଜୁ ହୋଇଛି। ଏନେଇ ଛାତ୍ର କଂଗ୍ରେସ ଥାନାରେ ମାମଲା ରୁଜୁ କରିଛି। ଅଭିଯୋଗନୁସାରେ,…
ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା
ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବସୀ ଭୟଭିତ ଅବସ୍ଥାରେ ଅଛନ୍ତି। ଦୈନିକ ଜଳପତନ ବୃଦ୍ଧି ହେତୁ…
ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…
ପୁରୀ,୧୮ା୧୦(ଅଜିତ୍ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ ପ୍ରତିହାରୀ…
ଝାରପଡ଼ା ଜେଲ୍ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ବନ୍ଦୀ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା ସୂଚନା ମୁତାବକ, ବିଦ୍ୟାଧର ଗତ…
‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’
ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର ଆବଶ୍ୟକତା…
ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ
ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ବିରାଟ ଶୂନ୍ୟରେ ଆଉଟ ହୋଇଥିଲେ। କିନ୍ତୁ ସେ…
ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ
ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି।…
Archives


