ବିଦ୍ୟୁତ୍ ବିଭାଗର ଚରମ ଅବହେଳା: ମାଟ୍ରିକ୍ ଛାତ୍ରଙ୍କ ୨ ହାତ କଟିଲା, ଥାନାରେ ଏତଲା
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳା ଯୋଗୁ ଦିଗପହଣ୍ଡି ବ୍ଳକ କରପଡ଼ା ଗ୍ରାମ ବଡ଼ ସାହିର ରବି ବେହେରା (୧୫) ନାମକ ଜଣେ ମାଟ୍ରିକ୍ ଛାତ୍ରଙ୍କ ୨ ହାତ କଟିଯାଇଥିବା ଖବର ସାମ୍ନାକୁ ଆସିଛି। ଏନେଇ ଛାତ୍ରଙ୍କ ବାପା…
ଗ୍ୟାସ ଟାଙ୍କି ଫାଟି ଚିକେନ୍ ଦୋକାନୀ ଗୁରୁତର
ବାଲିଗୁଡା,୧୯।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଚିକେନ୍ ଦୋକାନ ଭିତରେ ଗ୍ୟାସ ଟାଙ୍କି ଫାଟି ଜଣେ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ। ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି…
ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ
ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ ଅପରାଧରୁ ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଏକ ୧୩୧ ସଦସ୍ୟ ବିଶିଷ୍ଟ ସଶସ୍ତ୍ର…
ଅଶ୍ୱିନ୍ଙ୍କ ପରେ ଅବସର ନେବେ ରୋହିତ-ବିରାଟ! ଖୋଲିଲା ବଡ଼ ରାଜ୍
ନୂଆଦିଲ୍ଲୀ,୧୯।୧୨: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍ ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଶ୍ୱିନ ହଠାତ୍ ଅବସର ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚକିତ କରିଛନ୍ତି। ବର୍ତ୍ତମାନ ରିପୋର୍ଟରେ ଦର୍ଶାଯାଇଛି ଯେ ଅଶ୍ୱିନଙ୍କ ଅବସର କେବଳ ଆରମ୍ଭ।…
ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍ପି ଅନନ୍ତ ନାୟକ
କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍ପି ଅନନ୍ତ ନାୟକ।…
ଉତ୍ସବ ପାଳନ ପାଇଁ ପ୍ରସ୍ତୁତ ଆରମ୍ଭ: ସ୍ଥାନୀୟ କଳାକାରଙ୍କୁ ମିଳିବ ସୁଯୋଗ
କର୍ଲାମୁଣ୍ଡା:୧୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁୟାରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଥିଲା।…
ମୁରୁସୁଆଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା: କାର୍ଯ୍ୟାନୁଷ୍ଠାନ ଭୟରେ ଆଜି ଖୋଲିଲେ
କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ତାଲା ଗୁରୁବାର ଖୋଲାଯାଇଛି। ପ୍ରଶାସନ ତଥା ପୋଲିସର ତାଗିଦ ପରେ ତାଲା ପକାଇ ଥିବା ବ୍ୟକ୍ତି ଆଜି କେନ୍ଦ୍ରର ତାଲା ଖୋଲିଥିବା ଜଣାପଡ଼ିଛି। ଫଳରେ କେନ୍ଦ୍ରର…
ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….
ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଶ୍ବ ଏନ୍ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ।…
ଆଗାମୀ ୩ ଦିନ ଯାଏ ବର୍ଷା
ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବେ ଚାଷୀମାନେ…
ଅଟକାଇ ନିର୍ଧୂମ ପିଟିଲେ, ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ ପୋଲିସ
କଟକ,୧୯।୧୨: ପୋଲିସ ବାବୁଙ୍କ ଦବଙ୍ଗଗିରି। ଯୁବକଙ୍କୁ ଅଟକାଇ ନିର୍ଧୂମ ପିଟିଲେ। ପରେ ଗୋଇଠା ମାରି ରାସ୍ତାଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ। ପୋଲିସ ଗୋଡ଼ ଦେଇ ଚଢ଼ିବା ସମୟର ଫଟୋ ସୋସିଶାଲ ମିଡିଆରେ ଭାଇରାଲ ହେଉଛି। ଏପରି ଘଟଣା…
ପାଖରେ ନାହିଁ ଅର୍ଥ, ଝିଅର ଚିକିତ୍ସା ପାଇଁ ସହାୟତା ନିବେଦନ କଲେ ମା’
ଛତ୍ରପୁର,୧୯।୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଜ୍ଞାପିତ ଅଞ୍ଚଳ ପରିଷଦର ବାସିନ୍ଦା ପ୍ରିୟଙ୍କା ଗୌଡ଼ଙ୍କ ଝିଅ ଶ୍ରୀୟା ଦୀର୍ଘ ୧୦ ବର୍ଷ ହେବ ମସ୍ତିଷ୍କ ବିକୃତି ରୋଗରେ ପୀଡିତ ଅଛନ୍ତି । ଏଣୁ ସରକାରୀ ଆର୍ଥିକ ସାହାଯ୍ୟ ପ୍ରଦାନ ପାଇଁ ଜିଲାପାଳଙ୍କୁ…
ଚାମ୍ପିୟନ୍ସ ଟ୍ରଫି ଉପରେ ବଡ଼ ଅପଡେଟ୍ ଦେଲା ଆଇସିସି, ପାକିସ୍ତାନକୁ ମିଳିଲା ଖୁସିଖବର
ନୂଆଦିଲ୍ଲୀ,୧୯।୧୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ ପ୍ରସଙ୍ଗରେ ଆଇସିସି ବଡ଼ ସୂଚନା ଦେଇଛି। ଏହି ଟୁର୍ନାମେଣ୍ଟ କେବଳ ହାଇବ୍ରିଡ ମଡେଲ ଅଧୀନରେ ଅନୁଷ୍ଠିତ ହେବ ବୋଲି ଆଇସିସି କହିଛି। ଟିମ ଇଣ୍ଡିଆ ଏହାର ସମସ୍ତ ମ୍ୟାଚ ନିରପେକ୍ଷ ସ୍ଥାନରେ ଖେଳିବ। ତେବେ ଆଇସିସି…
Archives


