Home Left

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ବିଶେଷ କିଛି ଭଲ ହୋଇନାହିଁ। ଖେଳର ପ୍ରଥମ ଦିନ…

କାଲି ଶେଷ ହେବ ଯୁଦ୍ଧ! ନେତାନ୍ୟାହୁଙ୍କ ବଡ ଘୋଷଣା, ହମାସ ସାମ୍ନାରେ ରଖିଲେ ବଡ଼ ସର୍ତ୍ତ

ତେଲ ଅଭିଭ,୧୮।୧୦: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବଡ଼ ଘୋଷଣା କରିଛନ୍ତି। ହମାସର ନେତା ୟାହିୟା ସିନୱାରଙ୍କ ହତ୍ୟା ପରେ ସେ ଗାଜାବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ନେତାନ୍ୟାହୁ କହିଛନ୍ତି ଯେ ଯଦି ହମାସ ଇସ୍ରାଏଲର ବନ୍ଧକମାନଙ୍କୁ ଫେରାଇ…

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି। ଆଦିତ୍ୟ ଠାକରେ, ଅନିଲ ଦେଶାଇ ଏବଂ ସଞ୍ଜୟ ରାଉତଙ୍କ ସମେତ ବରିଷ୍ଠ ନେତାମାନେ ବିଧାୟକ…

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ହୃଷୀକେଶ ଭୋଇଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ…

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ ଟୁଇଟ…

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା…

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପଣସପଡ଼ିଠାରେ ଏକ ଭଡା ଘରେ ଈପସିତା ପଟ୍ଟନାୟକ (୨୪) ନିଜ ପରିବାର ସହିତ…

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍‌ ରେଳ ଷ୍ଟେଶନରେ…

ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର ଆଇକନିକ ଚରିତ୍ର ସହିତ ସମସ୍ତଙ୍କୁ ହୃଦୟ ଜିତିଛନ୍ତି। ଏବେ ବି ଲୋକମାନେ ତାଙ୍କ ଝଲକ…

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହୋଇପାରେ। ତଥାପି, ସ୍ଥାନ ବିଷୟରେ…

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ ଏହି…

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ ବସିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri