Home Left

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା କରିଛନ୍ତି। ତାଙ୍କ ମତରେ ଯଦି ତାଙ୍କୁ ସୁଯୋଗ ମିଳେ, ତେବେ ମୋଦି ଜୀଙ୍କ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ ଶହ ଶହ ଖାଲ ଢିପ ରହିଛି। ବର୍ଷା ଦିନରେ ଲୋକମାନେ ଗମନାଗମନ କ୍ଷେତ୍ରରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା ମୂଲ୍ୟ (ରିଟେଲ ପ୍ରାଇସ) ସ୍ଥିର କରାଯାଇଛି। ଗାଜେଟ ବିଜ୍ଞପ୍ତି ଅନୁଯାୟୀ, ହୃଦ୍‌ରୋଗ, ଡାଇବେଟିସ,…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଦୁଇଜଣ ଶ୍ରମିକ ଛତିଶଗଡ଼ର ବାସିନ୍ଦା ଥିଲେ। ଜଣେ ଶ୍ରମିକଙ୍କର ମୃତ୍ୟୁ ଗତକାଲି ଅର୍ଥାତ୍‌…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ ଆରମ୍ଭ କରି ରୋଷେଇଘର ପାଇଁ ନୂତନ ସାଜସାଜ୍ଜା ସାମଗ୍ରୀ ଆଣିବାର ଯୋଜନା କରାଯିବ।…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ ବୃଦ୍ଧି ପାଇଛି । କୌଣସି ଦୁଃଖଦ ଖବର ପାଇବା ମାତ୍ରେ ପହଞ୍ଚି ଯାଇଥାନ୍ତି…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି ମୁଖ୍ୟ ଆକର୍ଷଣ ସାଜିଥାଏ। ସେଥିପାଇଁ ଭାରତର ପରୀକ୍ଷା ସଂସ୍କାର ଦାୟିତ୍ୱ ନନ୍ଦନ ନିଲେକାନିଙ୍କୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ ଉପରେ ବଡ଼ ପ୍ରଭାବ ପକାଇବାକୁ ଯାଉଛି। ଏହି ପରିବର୍ତ୍ତନ ଗୁଡ଼ିକରେ ରୋଷେଇ ଗ୍ୟାସ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି ଅଞ୍ଚଳରେ ଉଚ୍ଚଶିକ୍ଷାର ସୁବିଧା ନ ଥିବାରୁ ଛାତ୍ରୀଛାତ୍ରଙ୍କୁ +୨ ଓ +୩ ପଢ଼ିବା…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ ସଂଘ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏଥିରେ ହସ୍ତକ୍ଷେପ କରି ବିହିତ ପଦକ୍ଷେପ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି। ଥାଇଲାଣ୍ଡରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି। ପାରଳାଖେମୁଣ୍ଡି…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି ତ ଆଉ କେଉଁଠି ନଦୀବନ୍ଧ ଭାଙ୍ଗି ଫସଲ ମାଟିରେ ମିଶାଇ ଦେଉଛିି। ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?