Home Left

ରାଉରକେଲାରେ ହାଜତ ମୃତ୍ୟୁ

ଷ୍ଟିଲ୍‌ ସିଟି ରାଉରକେଲାରେ ଗତ ସପ୍ତାହକ ମଧ୍ୟରେ ୫ଟି ହତ୍ୟାକାଣ୍ଡ ଘଟିବା ପରେ ସହରରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିଗିଡ଼ି ଯାଇଥିବା କୁହାଯାଉଥିବାବେଳେ ଏବେ ଅବକାରୀ ପୋଲିସ ମାଡ଼ରେ ଜଣେ ଗିରଫ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗିରଫର ମାତ୍ର ୨୪ଘଣ୍ଟା…

ଜନ୍ତୁ ଶିକାର ଉଦ୍ୟମ ପଣ୍ଡ: ବନ ବିଭାଗ ଦ୍ୱାରା ୨ ଗିରଫ

ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ତଥା ଦେବଗଡ ବନାଞ୍ଚଚଳ(ଦେବଗଡ ଫରେଷ୍ଟ ସେକ୍ସନ) ଅନ୍ତର୍ଗତ ଦେଓଝରଣ ଗ୍ରାମ ନିକଟସ୍ଥ ଝାଡେଶ୍ୱର ପିଆରଏଫ (ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ)ମଧ୍ୟରେ ବଣ୍ୟଜନ୍ତୁ ଶିକାର ଉଦ୍ୟମବେଳେ ବନ ବିଭାଗ ୨ ଜଣ ଶିକାରୀଙ୍କୁ ଗିରଫ କରିଛି ।…

ଗୁରୁଗ୍ରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ଥିବା ଏୟାର ହୋଷ୍ଟେସଙ୍କୁ ଯୌନ ନିର୍ଯାତନା

ନୂଆଦିଲ୍ଲୀ,୧୬।୪: ଗୁରୁଗ୍ରାମରରେ ଜଣେ ୪୬ ବର୍ଷୀୟ ଏୟାର ହୋଷ୍ଟେସ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭେଣ୍ଟିଲେଟରରେ ଥିବା ସମୟରେ ଯୌନ ନିର୍ଯାତନାର ଶିକାର ହେବାକୁ ପଡିଛି। ଏହି ଘଟଣା ଏପ୍ରିଲ ୬, ୨୦୨୫ରେ ଘଟିଥିଲା, କିନ୍ତୁ…

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । କଟକ ଆଡହକ ଆଡସିନାଲ ସେସନ୍ସ ଜଜ ତଥା…

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ…

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ ଏଲପିଜି ସଂଯୋଗ ନେବାକୁ ଚାହୁଁଛନ୍ତି, ତେବେ ଏହି ପ୍ରକ୍ରିୟା ଏବେ ପୂର୍ବ ଅପେକ୍ଷା ବହୁତ…

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ ବାଳିକା ଆଶ୍ରମରେ ଅନ୍ତେବାସୀଙ୍କୁ ମଧ୍ୟାହ୍ନ ଭୋଜନରେ ବ୍ୟାପକ ଦୁର୍ନୀତି ହେଉଥିବା ଜଣାପଡିଛି। ଏହି ଆଶ୍ରମରେ…

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଉକ୍ତ ଗ୍ରାମର ମହିଳା ଏବଂ ପୁରୁଷ। ବୁଧବାର ପୋଖରା ଗ୍ରାମର ବାଗ…

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା ଡାକ୍ତର ସୁରେଶ ଚନ୍ଦ୍ରା ଜଣେ ଚାରି ବର୍ଷର ପିଲାକୁ ଥଣ୍ଡା ଭଲ କରେଇବା ପାଇଁ…

Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ

ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ ମଜାଦାର ଛୁଟି ଏକ ଦୁଃଖଦ ଘଟଣାରେ ପରିଣତ ହୋଇଛି। ଉତ୍ତରାକାଶୀରେ ମହିଳା ଜଣକ ଗଙ୍ଗାର…

ଚୁପ୍‌ ରହିଲେ ମିଳିବ ୧ଲକ୍ଷ ଡଲାର…ଏହି ମହିଳାଙ୍କୁ ମସ୍କ କାହିଁକି ଦେଲେ ଏମିତି ସାଂଘାତିକ ଅଫର୍‌

ନୂଆଦିଲ୍ଲୀ,୧୬।୪: ଆମେରିକୀୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆଶ୍ଲେଷ୍ଟ କ୍ଲେୟାର (୨୬) ଦାବି କରିଛନ୍ତି ଯେ ଟେସଲା ଓ ସ୍ପେସଏକ୍ସ ମୁଖ୍ୟ ଏଲନ ମସ୍କ (୫୩) ତାଙ୍କ ପିଲାର ବାପା। ସେ ଅଭିଯୋଗ କରିଛନ୍ତି ଯେ ମସ୍କ ତାଙ୍କୁ ଏହି ବିଷୟରେ ଚୁପ…

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ନୂଆଦିଲ୍ଲୀ,୧୬।୪: ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର ୨୬ ଟଙ୍କାରେ ୨୮ ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି ପ୍ଲାନର ଲାଭ କିଏ ନେଇପାରିବ, କିପରି ନେଇପାରିବେ ଆସନ୍ତୁ ଜାଣିବା। ୨୬ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?