Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ
ନୂଆଦିଲ୍ଲୀ,୧୬।୪: ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର ୨୬ ଟଙ୍କାରେ ୨୮ ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି ପ୍ଲାନର ଲାଭ କିଏ ନେଇପାରିବ, କିପରି ନେଇପାରିବେ ଆସନ୍ତୁ ଜାଣିବା। ୨୬ ଟଙ୍କାର…
ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ
ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ସମାପଲ୍ଲୀ…
ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ,…
ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…
ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ ଆସିଛି। ଏହି ମାମଲା ୨୦୨୦ ମସିହାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ସମୟରେ…
ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା
ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୯୯୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପାଇଁ ସର୍ବକାଳୀନ ଶୀର୍ଷରେ…
ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍, ଦାମ୍ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet
ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ ବୁଲେଟ ଘରକୁ ଆଣିପାରିବେ। ହଁ, ଏହି ବାଇକ୍ର ଏକ୍ସ-ସୋରୁମ ମୂଲ୍ୟ ୧ କୋଟି ଟଙ୍କାରୁ…
ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ
ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ…
‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି।…
ଡରାଇଲା ଭବିଷ୍ୟବାଣୀ, ଜୁଲାଇରେ ଆସିବ ଭୟଙ୍କର ସୁନାମୀ, ୩୦ଫୁଟ ଉଚ୍ଚତାରେ ଊଠିବ ଜୁଆର!
ଟୋକିଓ,୧୬।୫: ଜାପାନର ଜଣାଶୁଣା ଭବିଷ୍ୟବକ୍ତା ତଥା ପୂର୍ବତନ ମାଙ୍ଗା କଳାକାର ରୟୋ ତାତ୍ସୁକି, ଯିଏକି ‘ଜାପାନର ବାବା ଭେଙ୍ଗା’ ନାମରେ ପରିଚିତ, ଏକ ଭୟଙ୍କର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ୨୦୨୫ ଜୁଲାଇରେ ଜାପାନ ସମେତ ଏସିଆର ବିଭିନ୍ନ ଅଞ୍ଚଳରେ…
ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…
ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ…
ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ
ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ…
ଭାରତରେ ପ୍ରଥମ: ଏହି ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ATM ସେବା
ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ATM ସେବା ଆରମ୍ଭ ହୋଇଛି ହୋଇଛି। ଏହି ATM ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍ରେ ସ୍ଥାପନ କରାଯାଇଛି ଏବଂ ଏହାର ପରୀକ୍ଷାମୂଳକ ପ୍ରଦର୍ଶନ ସଫଳତାର ସହ ସମାପ୍ତ କରିଛି। ଏହି…

