Home Left

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ ମୁତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସିଆଲିଲଟି ପଞ୍ଚାୟତ ମେଣ୍ଟିଆମ୍ବ ଗାଁର ନରେନ୍ଦ୍ର ମଣ୍ଡଳ।…

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ ଅବସ୍ଥାରେ…

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି…

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ଦଳୀୟ କର୍ମୀମାନେ କାଳୀମନ୍ଦିର ଛକଠାରୁ ଶୋଭାଯାତ୍ରାରେ ମଶାଲ ଧରି ଭାଜପା ସରକାରଙ୍କ…

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ସମୟରେ ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ…

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୁଅର ଦୁଇଟି ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଖୁସିଖବର ଦେଇଛନ୍ତି।…

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍‌ଟି ଧାମରାରୁ…

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ କଟକ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବର୍ହିଭୁତ ସମ୍ପତି…

ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି  ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ 

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହଛନ୍ତି,…

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର…

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର ନିକଟରେ ଘୋଷଣା କରିଛନ୍ତି, ଖୁବ ଶୀଘ୍ର ୭ ରୁ ୧୭ ବର୍ଷ ବୟସର ପିଲାମାନଙ୍କ…

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ। ଏବେ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ସ୍ବାୟତ୍ତତା ପାଇଁ ତାଙ୍କ ପୁଅ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?