୨୦୨୫ରେ ପୁନର୍ଗଠନ ହେବ ଏନ୍ଟିଏ
ନୂଆଦିଲ୍ଲୀ,୧୮ା୧୨(ପି.ଟି.): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ୨୦୨୫ରୁ ସବୁ ନିଯୁକ୍ତି ପରୀକ୍ଷା ପରିଚାଳନା କରିବ ନାହିଁ। ଏହା କେବଳ ଉଚ୍ଚତର ଶିକ୍ଷା ପ୍ରବେଶିକା ପରୀକ୍ଷା ଉପରେ ଧ୍ୟାନ କେନ୍ଦ୍ରିତ କରିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଘୋଷଣା କରିଛନ୍ତି।…
୨୨ ବର୍ଷ ପରେ ଫେରିଲେ ପାକିସ୍ତାନରେ ଫସିଥିବା ଭାରତୀୟ ମହିଳା
ମୁମ୍ବାଇ, ୧୮।୧୨: ମୁମ୍ବାଇର ହମିଦା ବାନୋ ୨୨ ବର୍ଷ ପରେ ଭାରତ ଫେରିଛନ୍ତି। ୨୦୦୨ରେ ଦୁବାଇରେ ଚାକିରି ଦେବାର ଲାଳସା ଦେଖାଇ ଜଣେ ଟ୍ରାଭେଲ ଏଜେଣ୍ଟ ତାଙ୍କୁ ପାକିସ୍ତାନ ପଠାଇ ଦେଇଥିଲେ। ଦୁବାଇରେ ଜଣେ ରୋଷେୟା ଭାବେ ତାଙ୍କୁ ନିଯୁକ୍ତି ମିଳିବ…
ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….
ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ ଏଠାରେ ଛୋଟ ଗାଧୁଆଘର ହେଉ କି ରୋଷେଇ ଘର ଆଦି ତିଆରି କରିଦେଇଥାନ୍ତି। ହେଲେ…
କାର୍ଯ୍ୟରେ ଅବହେଳା, ୩୦ ମିନିଟ୍ ଠିଆ ହୋଇ କାମ କଲେ କର୍ମଚାରୀ
ନଏଡା, ୧୭।୧୨: ଉତ୍ତରପ୍ରଦେଶର ନଏଡା ଅଥରିଟି କାର୍ଯ୍ୟାଳୟ ଅନ୍ତର୍ଗତ ଆବାସିକ ପ୍ଲଟ୍ ବିଭାଗରେ ଏକ ବୃଦ୍ଧ ଦମ୍ପତିଙ୍କ କାମ ଠିକ୍ ଭାବେ ନ କରିବାରୁ ବିଭାଗର ସମସ୍ତ କର୍ମଚାରୀଙ୍କୁ ୩୦ ମିନିଟ ଧରି ଠିଆହୋଇ କାମ କରିବା ଦଣ୍ଡ ଦିଆଯାଇଛି। ମଙ୍ଗଳବାର ଉକ୍ତ…
କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବିପାଶା ଚୁମ୍ବନ ଦେବା ବେଳର ଫଟୋ ହେଉଛି ଭାଇରାଲ
ମୁମ୍ବାଇ: ବଲିଉଡ୍ର ସେନ୍ସେଶନାଲ ଅଭିନେତ୍ରୀ ବିପାଶା ବସୁଙ୍କ ଏକ ପୁରୁଣା ଫଟୋ ପୁଣିଥରେ ଭାଇରାଲ ହେଉଛି। ଫଟୋରେ ସେ ଫୁଟବଲ୍ର କ୍ରିଷ୍ଟିଆନ୍ ରୋନାଲ୍ଡୋଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ଫଟୋଟି ୨୦୦୭ର, ଯେତେବେଳେ ବିଶ୍ୱର ନୂଆ ସପ୍ତମାଶ୍ଚର୍ଯ୍ୟକୁ ନେଇ ହେଉଥିବା ଘୋଷଣା କାର୍ଯ୍ୟକ୍ରମରେ…
ମୁମ୍ବାଇ ଲୋକାଲ୍ ଟ୍ରେନ୍ର ମହିଳା କୋଚ୍ରେ ଉଲଗ୍ନ ଅବସ୍ଥାରେ ଚଢ଼ିଗଲେ ବ୍ୟକ୍ତି, ତା’ ପରେ ଯାହା ହେଲା Video ଦେଖିଲେ…
ମୁମ୍ବାଇ,୧୭।୧୨: ମୁମ୍ବାଇ ଲୋକାଲ ଟ୍ରେନ୍ରେ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ହଠାତ୍ ମହିଳା କୋଚ୍ରେ ଜଣେ ବ୍ୟକ୍ତି ନିବସ୍ତ୍ର ହୋଇ ଚଢ଼ି ଯାଇତିଲେ। ଏହା ଦେଖି ମହିଳାମାନେ ଚିତ୍କାର କରି ଉଠିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ…
୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର…
୧୨ ବଲ୍ରେ ୩୪ ରନ୍ର ଥିଲା ଆବଶ୍ୟକତା, ୧ ଓଭରରେ ଖେଳ ଶେଷ କରିଦେଲେ ବ୍ୟାଟ୍ସମ୍ୟାନ୍!
ନୂଆଦିଲ୍ଲୀ,୧୭।୧୨: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ବିଗ୍ ବ୍ୟାଶ୍ ଲିଗ୍ ୨୦୨୪-୨୫ରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଛି। ସିଜନର ତୃତୀୟ ମ୍ୟାଚ୍ ସିଡନୀ ଥଣ୍ଡର୍ସ ଏବଂ ଆଡିଲେଡ୍ ଷ୍ଟାଇକର୍ସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚ୍ ସିଡନୀ ଥଣ୍ଡର୍ସ ୨ ଉଇକେଟରେ ଜିତି ନେଇଛି। ମ୍ୟାଚ୍ରେ…
କାଲି ହେବନି ରତ୍ନଭଣ୍ଡାର ମରାମତି
ଭୁବନେଶ୍ୱର,୧୭।୧୨: ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ମରାମତି କାମ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ASI ଅଧୀକ୍ଷକ ଡିବି ଗଡ଼ନାୟକ। ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର…
ବିଦ୍ରୋହ କରିଦେଲ ପୃଥ୍ୱୀ ଶ’, ଦଳରୁ ବାଦ ପଡିବା ପରେ ରାଗରେ ନିଆଁ…
ନୂଆଦିଲ୍ଲୀ,୧୭।୧୨: ଭାରତୀୟ ଦଳର ଷ୍ଟାର ଓପନର ପୃଥ୍ୱୀ ଶ’ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ମୁମ୍ବାଇ ଦଳରୁ ବାଦ ପଡ଼ିବା ପରେ ଏଥର ସେ କଡା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିସିସିଆଇର ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାର ଟ୍ରଫି ୨୧ ଡିସେମ୍ବରରୁ ୧୮…
ସଂସଦରେ ପହଞ୍ଚିବା ପରେ ପ୍ରିୟଙ୍କାଙ୍କ ବ୍ୟାଗ୍କୁ ନେଇ ହଙ୍ଗାମା, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ଏମ୍ପି ପ୍ରିୟଙ୍କା ଗାନ୍ଧୀଙ୍କ ବ୍ୟାଗ୍କୁ ନେଇ ହଙ୍ଗାମା। ସୋମବାର ସେ ପାଲେଷ୍ଟାଇନ ଲେଖାଥିବା ବ୍ୟାଗ୍ ନେଇ ସଂସଦରେ ପହଞ୍ଚିବା ପରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତ ବ୍ୟାଗ୍ରେ ପାଲେଷ୍ଟାଇନ୍ ମୁକ୍ତ ହେବ ବୋଲି ଲେଖାଯାଇଥିଲା। ସୋସିଆଲ ମିଡିଆରେ ଏହାର ଫଟୋ…
ଏକ ଦେଶ-ଏକ ନିର୍ବାଚନ: ଭୋଟିଂରେ ଯୋଗ ଦେଲେନି ୨୦ରୁ ଅଧିକ ଭାଜପା ଏମପି, ଦଳକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୭।୧୨: ସଂସଦରେ ଆଜି ଏକ ଦେଶ-ଏକ ନିର୍ବାଚନ ବିଲ ଆଗତ କରାଯାଇଛି। ଏଥିପାଇଁ କେନ୍ଦ୍ରରେ କ୍ଷମତାସୀନ ଦଳ ଭାଜପା ନିଜ ଏମପିମାନଙ୍କୁ ଏକ ହ୍ବିପ ଜାରି କରିଥିଲା। ଏହା ସତ୍ତ୍ୱେ ୨୦ରୁ ଅଧିକ ଭାଜପା ଏମପି ସଂସଦରେ ଅନୁପସ୍ଥିତ ରହିଥିଲେ। ହ୍ବିପ…
Archives


