ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର
ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ତତ୍କାଳୀନ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଆଧୁନିକ ଓ ଅନ୍ୟତମ ବିନ୍ଧାଣୀ ତଥା ଉତ୍କଳ ସମ୍ମିଳନୀର ଅଧ୍ୟକ୍ଷ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ଏହି ଜନ୍ମ ଜୟନ୍ତୀ…
ଏହି ମାସରେ କୁଏତ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୨୧-୨୨ରେ କୁଏତ ଗସ୍ତ କରିପାରନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ କୁଏତ ଗସ୍ତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ କୁଏତର ବୈଦେଶିକ ମନ୍ତ୍ରୀ ଭାରତ ଆସି କୁଏତ ଗସ୍ତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିଲେ।…
ବଡ଼ଦିନରେ ମଦ ବିକ୍ରି ବନ୍ଦ କରାଯାଉ
ଜୟପୁର,୧୭ା୧୨(ପବନ ପାଣିଗ୍ରାହୀ): ଜୟପୁର ପୌରାଞ୍ଚଳର ୫ ନମ୍ବର ଓ୍ବାର୍ଡର କାଉନ୍ସିଲର ବିଭିନ୍ନ ଦାବି ନେଇ କୋରାପୁଟ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଆକାବରମ୍ ଶସ୍ୟା ରେଡ୍ଡୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ କାଉନସିଲର ପ୍ରଣବ କିଶୋର ନାୟକଙ୍କ ସହ ସମର୍ଥକମାନେ ଉପସ୍ଥିତ ଥିଲେ।…
ସାପ୍ତାହିକ ହାଟରୁ ଅର୍ଦ୍ଧଦଗ୍ଧ ମୃତଦେହ ଜବତ: ହତ୍ୟା ସନ୍ଦେହ
ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ଜଣେ ଅଜଣା ବ୍ୟକ୍ତିକୁ କେହି ଦୁର୍ବୃତ୍ତ ହତ୍ୟା ପରେ ନିଆଁରେ ପୋଡି ଦେଇଥିବା ନେଇ ପୋଲିସ ସନ୍ଦେହ କରିଛି। ମୃତ ବ୍ୟକ୍ତିଙ୍କ ଦରପୋଡ଼ା ଶରୀର ହାଟ…
ବ୍ରିସବେନ୍ ଟେଷ୍ଟ ମଝିରେ ଅଷ୍ଟ୍ରେଲିଆକୁ ଲାଗିଲା ବଡ଼ ଝଟ୍କା
ବ୍ରିସବେନ୍,୧୭।୧୨: ବ୍ରିସବେନ୍ର ଗାବାରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ଚତୁର୍ଥ ଦିନ ଚାଲିଛି ଏବଂ ଫଲୋଅନ୍କୁ ଏଡାଇବା ପାଇଁ ଟିମ ଇଣ୍ଡିଆ ସଂଘର୍ଷ କରୁଛି। ଏହି ସମୟରେ କଙ୍ଗାରୁ ଦଳ ଏକ ବଡ଼ ଧରଣର…
ଠିଆ ହୋଇ ଚା’ ପିଉଥିଲେ ଲୋକେ, ଦୋକାନ ଉପରକୁ ମାଡ଼ିଗଲା ଟ୍ରାକ୍ଟର
କଟକ,୧୭।୧୨: କଟକ ସେଲଟର ଛକରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଏକ ଚା’ ଦୋକାନରେ ଟ୍ରାକ୍ଟର ପଶିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, କଟକ ସେଲଟର ଛକରେ ଥିବା ଏକ ଚା’ ଦୋକାନରେ ସକାଳୁ ସକାଳୁ ଲୋକ ଠିଆ…
ମୁଣ୍ଡରେ ବ୍ୟାଣ୍ଡେଜ୍, ହାତରେ ଭେନ୍ଫ୍ଳୋନ୍: ହସ୍ପିଟାଲ ଦେବଦାରୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗୀର, ୧୭।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସିଟି ସ୍କାନ ୱାର୍ଡ ପଛପଟେ ଥିବା ଏକ ଦେବଦାରୁ ଗଛରେ ଯୁବକ ଝୁଲିପଡ଼ିଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ…
ଇସ୍ତଫା ଦେବେ ଜଷ୍ଟିନ ଟ୍ରୁଡୋ! ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…
ଓଟାଓ୍ବା,୧୭।୧୨: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କ୍ରମାଗତ ଭାବରେ କଠିନ ସମୟ ଦେଇ ଗତି କରୁଛନ୍ତି। ଉପପ୍ରଧାନମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ କ୍ରିଷ୍ଟିଆ ଫ୍ରିଲାଣ୍ଡଙ୍କ ଇସ୍ତଫା ଦେବା ପୂର୍ବରୁ ମଧ୍ୟ ଟ୍ରୁଡୋ ଆଉ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ନୂଆ ଡେମୋକ୍ରାଟିକ…
ବର୍ଡର-ଗାଭାସ୍କର ଟ୍ରଫି ଚାଲିଥିବାବେଳେ ହଠାତ୍ କ୍ରିକେଟ୍କୁ ଅଲବିଦା କହିଲେ ଏହି କ୍ରିକେଟର୍
ନୂଆଦିଲ୍ଳୀ,୧୭।୧୨: ଆଜିକାଲି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯାଉଛି। ଏହି ସମୟରେ ଉତ୍ତରପ୍ରଦେଶରେ ଖେଳୁଥିବା ୩୧ ବର୍ଷୀୟ ଭାରତୀୟ ଦ୍ରୁତ ବୋଲର ଅଙ୍କିତ ରାଜପୁତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୦୯ରେ ଆରମ୍ଭ ହୋଇଥିବା ସେ ତାଙ୍କ କ୍ରିକେଟ…
ରାଷ୍ଟ୍ରପତିଙ୍କୁ ବି ଛାଡିଲେନି
ନୂଆଦିଲ୍ଲୀ,୧୭।୧୨: ସୋସିଆଲ ମିଡିଆରେ ଯେକୌଣସି ବ୍ୟକ୍ତିଙ୍କ ନକଲି ପ୍ରୋଫାଇଲ ତିଆରି କରି ଲୋକଙ୍କଠାରୁ ଟଙ୍କା ଲୁଟିବା ମାମଲା ପ୍ରାୟତଃ ସାମ୍ନାକୁ ଆସିଥାଏ। ଅନେକ ଥର ଠକମାନେ ହାଇ ପ୍ରୋଫାଇଲ ଲୋକଙ୍କ ନାମରେ ଆକାଉଣ୍ଟ ସୃଷ୍ଟି କରନ୍ତି ଏବଂ ଠକାମି କରନ୍ତି, କିନ୍ତୁ…
ଆଉ ମାତ୍ର ୨୦ ମିଟର ପରେ ଘରେ ପହଞ୍ଚିଥାନ୍ତେ ହୋମଗାର୍ଡ, ବାଇକ୍ ଧକ୍କାରେ ଚାଲିଗଲା ଜୀବନ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ହୋମଗାର୍ଡଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯାଇଛି। ସେହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମୁଣ୍ଡନାଜୁ ଗ୍ରାମର ପୀତବାସ ପ୍ରଧାନ। ପ୍ରକାଶ ଯେ, ସେ କୌଣସି କାର୍ଯ୍ୟରେ ପରିବାର ସହ ବାହାରକୁ ଯାଇଥିଲେ। ଫେରିବାବେଳେ…
ଛାତ୍ରଙ୍କ ଗୁଳି ମାଡରେ ୫ ମୃତ, ୬ ଆହତ
ନ୍ୟୁଜର୍ସି,୧୭।୧୨: ସୋମବାର ଆମେରିକାର ୱିସ୍କୋସିନ ରାଜ୍ୟ ମାଡିସନ ସ୍ଥିତ ଏକ ବିଦ୍ୟାଳୟରେ ଗୁଳି ବିନିମୟରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ସମେତ ୫ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୬ଜଣ ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଆକ୍ରମଣକାରୀ ବିଦ୍ୟାଳୟର ଛାତ୍ର ଥିଲେ। ଗୁଳି…
Archives


