Home Left

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣୀପୁଟସ୍ଥିତ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର ହେମାଞ୍ଚଳ ମେହେର(୪୪)। ସେ ପାଟ ସୂତାରେ ସମ୍ବଲପୁରୀ ଦିନ୍‌ ଶାଢ଼ି ପ୍ରସ୍ତୁତ କରି…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ ଆସିଥିଲେ। କିଛି ଜଣଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ ହୋଇଥିବାବେଳେ ଅନେକଙ୍କୁ ଅନଲାଇନରେ ଟାର୍ଗେଟ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା ସହାୟିକା ମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ ମନୋଜ ମହାନ୍ତ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀମାନେ ଗସ୍ତ କରି ସ୍ଥାନୀୟ ଲୋକଙ୍କ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର ମାତ୍ର କିଛି ସମୟ ପରେ ହର୍ଷ ସିଂହ ମଧ୍ୟ ଭାରତ ପାଇଁ ଆଉ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ ଭ୍ୟାନ ନଂ.( ଓଡି୦୭ ବିଏଫ ୨୦୩୯) ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ ତାଲା ଝୁଲୁଥିବା ବେଳେ ବାରଣ୍ଡାରେ ବସି କୋମଳମତି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ଶିକ୍ଷକ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା କରିଛନ୍ତି। ଏହି ଆକ୍ରମଣରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ରହିବ।ଜିଲାରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?