Home Left

ହେଉଥିଲା ଭସାଣୀ: ହଠାତ୍‌ ପଡ଼ିଲା ପଥର, ପରେ…

ବାଲେଶ୍ୱର,,୧୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ସହର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ବଜାର ନିକଟରେ ସୋମବାର ରାତିରେ ଭସାଣି ଶୋଭାଯାତ୍ରା ବେଳେ ଉତ୍ତେଜନା ଦେଖାଦେଇଥିଲା। ଶୋଭାଯାତ୍ରା ସମୟରେ ଏକ ଗୋଷ୍ଠୀ ପକ୍ଷରୁ ଢ଼େଲା, ପଥର ମାଡ଼ ହେବା ଯୋଗୁ ଉଭୟ ଗୋଷ୍ଠୀର ୬ଜଣ ଆହତ…

ବିଦା ହେଲା ମୌସୁମୀ, ଏଥର ସାମାନ୍ୟରୁ ଅଧିକ ବର୍ଷା

ନୂଆଦିଲ୍ଲୀ,୧୬।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶରୁ ବିଦାୟ ନେଇଛି। ପାଣିପାଗ ବିଭାଗ ଅନୁଯାୟୀ, ଅକ୍ଟୋବର ୧୫, ୨୦୨୪ରେ ମୌସୁମୀ ସମଗ୍ର ଦେଶରୁ ଆନୁଷ୍ଠାନିକ ଭାବେ ଫେରି ଯାଇଛି। ଏହାସହ ଉତ୍ତର-ପୂର୍ବ ମୌସୁମୀ ଉପଦ୍ୱୀପ ଭାରତର ଦକ୍ଷିଣ-ପୂର୍ବ ଭାଗକୁ ପ୍ରଭାବିତ କରିବା…

୧୭ରୁ ଚକା ଜାମ୍‌ ଆନ୍ଦୋଳନ

ସୋର,୧୬।୧୦(ଜନ୍ମେଜୟ ମିଶ୍ର)ଛ ୧୬ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବରୁ ସୋର ସହରର ପ୍ରବେଶ ଦ୍ୱାର ଉତ୍ତରେଶ୍ୱର ଓ ୟୁଏନ କଲେଜ ଛକରେ ସଂକୀର୍ଣ୍ଣ ଗଳାପୋଲ ନିର୍ମାଣ କରାଯାଇଛି। ଫଳରେ ଦୀର୍ଘ ବର୍ଷ ହେଲା ଲୋକେ ନାହିଁ ନ…

କାର୍ତ୍ତିକ ବ୍ରତକୁ ନେଇ ଦ୍ୱନ୍ଦ୍ୱ:ପଞ୍ଜିକାରେ ଭିନ୍ନ ତାରିଖ, ଗ୍ରହଣ କଲେନି ଜ୍ୟୋତିର୍ବିଦ୍‌

ପୁରୀ,୧୬ା୧୦(ଅଜିତ୍‌ କୁମାର ମହାନ୍ତି):ପହିଲି କାର୍ତ୍ତିକ ବ୍ରତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବୀକୃତି ପାଇଥିବା ପଞ୍ଜିକାରେ ଦ୍ବନ୍ଦ୍ୱ ଦେଖାଦେଇଥିବା ଜଣାପଡ଼ିଛି। କୁମାର ପୂର୍ଣ୍ଣିମା ଦିନ ନା କୁମାର ପୂର୍ଣ୍ଣିମା ପରଦିନଠାରୁ କାର୍ତ୍ତିକ ହବିଷିଆଳିମାନେ ତାଙ୍କର ବ୍ରତ ଆରମ୍ଭ କରିବେ ସେ ନେଇ…

୨ଦିନରେ ୧୦ ବିମାନରେ ବୋମା ଆତଙ୍କ, କାନାଡାରେ ଲ୍ୟାଣ୍ଡ କଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୬।୧୦: ଗତ ୪୮ଘଣ୍ଟା ମଧ୍ୟରେ ୧୦ଟି ବିମାନରେ ମିଳିଥିବା ବୋମା ଧମକକୁ ଗୁରୁତର ସହ ବିଚାର କରି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବୁଧବାର (ଅକ୍ଟୋବର ୧୬)ରେ ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଛି। ସୂଚନାନୁସାରେ, ନାଗରିକ ବିମାନ ଚଳାଚଳ ମନ୍ତ୍ରୀ…

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ…

ସିବିଏସ୍‌ଇର ନୂଆ ଗାଇଡ୍‌ଲାଇନ୍‌: ୭୫% ଉପସ୍ଥାନ ନ ଥିଲେ…

ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଏହାଠାରୁ କମ୍‌ ପ୍ରତିଶତ ଉପସ୍ଥାନ…

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର ୪ର୍ଥ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି। ଏ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ ଷ୍ଟୋର ପକ୍ଷରୁ…

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ ୪ଜି ଫିଚର ଫୋନ୍‌ର ଶୁଭାରମ୍ଭ ଇଣ୍ଡିଆ ମୋବାଇଲ୍‌ କଂଗ୍ରେସ-୨୦୨୪ ପରିସରରେ ହୋଇଯାଇଛି। ଜିଓଭାରତ ଭି୩…

୧୦ ବର୍ଷ ପରେ ଗଠନ ହେବାକୁ ଯାଉଛି ନିର୍ବାଚିତ ସରକାର, ଆଜି ଶପଥ ନେବେ ଓମାର

ଶ୍ରୀନଗର,୧୬।୧୦: ଓମାର ଅବଦୁଲ୍ଲା ପ୍ରଥମ ଥର ପାଇଁ ୩୭୦ ରଦ୍ଦ ପରେ ବିଧାନସଭା ନିର୍ବାଚନରେ ନ୍ୟାଶନାଲ କନଫରେନ୍ସର ବିଜୟ ପରେ ଜମ୍ମୁ କ୍‌ଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ବୁଧବାର ଡାଲ ହ୍ରଦ…

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉକ୍ତ ବୁଝାମଣା ଅନୁଯାୟୀ ବ୍ରାଣ୍ଡ୍‌ର ଉଚ୍ଚ ଗୁଣାତ୍ମକ ବ୍ୟକ୍ତିଗତ ଯତ୍ନ ଉପତ୍ାଦକୁ ଅନୁପ୍ରବେଶକାରୀ…

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି ଦ୍ରୁତଗତିରେ ମଧ୍ୟ ବୃଦ୍ଧି ପାଇବ। ତେଣୁ ଦେଶରେ ଏଆଇ ଓ ମେଶିନ ଲର୍ନିଂ ଡେଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri