ଚାଇନା ରାଷ୍ଟ୍ରପତିଙ୍କ ନିଦ ହଜିଲା:ଏହି ଛୋଟ ଦେଶ ଆଗରେ ସାହାଯ୍ୟ ପାଇଁ କରୁଛନ୍ତି ଗୁହାରି
ବେଜିଂ,୧୬।୧୨: ବିଶ୍ୱକୁ ନିଜ ଅଧୀନରେ ନେବାକୁ ସ୍ବପ୍ନ ଦେଖୁଥିବା ଚାଇନା ବର୍ତ୍ତମାନ ମିଆଁମାରରେ ଦୁର୍ବଳ ହେବାରେ ଲାଗିଛି। ମିଆଁମାରର ବିଦ୍ରୋହୀମାନେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିଦ ହଜାଇ ଦେଇଛନ୍ତି। ଋଣ ଜାଲରେ ଅନେକ ଦେଶକୁ ଫାନ୍ଦରେ ପକାଇଥିବା ଚାଇନା ବର୍ତ୍ତମାନ…
ମନ୍ଦିରରୁ ଠେକିନେଲେ ମା’ କନକଦୁର୍ଗାଙ୍କ ମୂର୍ତ୍ତି
କବିସୂର୍ଯ୍ୟନଗର,୧୬ା୧୨(କୃପାସିନ୍ଧୁ ସ୍ବାଇଁ): ଚୋରଙ୍କ ଟାର୍ଗେଟରେ ଗଞ୍ଜାମ ଜିଲାର ଦେବାଦେବୀ ମନ୍ଦିର। ବିଭିନ୍ନ ମନ୍ଦିରରୁ ଦେବାଦେବୀଙ୍କ ସୁନାରୁପା ଅଳଙ୍କାର ଚୋରି ଘଟଣା ଘଟୁଥିଲା। ଏବେ ମନ୍ଦିରରୁ ଦେବାଦେବୀଙ୍କ ମୂର୍ତ୍ତି ଚୋରି ହେଲାଣି। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗରରେ। ରବିବାର ରାତିରେ ଆଠଗଡ଼ପାଟଣା କନକଦୁର୍ଗା…
ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ…
ମିଳିବନି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା , ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା, ଜାଣନ୍ତୁ କ’ଣ କହିଲେ…
ଭୁବନେଶ୍ୱର,୧୬।୧୨: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ…
୨୯ ମୃତ ବିଦେଶୀ ପକ୍ଷୀ ଜବତ: ଶିକାରୀଙ୍କୁ ଗିରଫ କଲା ବନ ବିଭାଗ
ନିରାକାରପୁର, ୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିନ ଟାଙ୍ଗି ରେଞ୍ଜ କାର୍ଯ୍ୟାଳୟ କୌଣସି ସୂତ୍ରରୁ ଖବର ପାଇ ବାଲିନାସି ଅଞ୍ଚଳ ରଘୁରାୟ ଘେରି ନିକଟରୁ ଅଚାନକ ଚଢ଼ାଉ କରି ଘଟଣାସ୍ଥଳରୁ ୨୯ ମୃତ ବିଦେଶୀ ପକ୍ଷୀ ସହ…
ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ
କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେ ସଦର ଓ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…
ବିଚ୍ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି
ଭୁବନେଶ୍ୱର,୧୬।୧୨: ଆଇଏଏସ୍ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ କର୍ମୀ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ। ଏପରିକି ଗଣମାଧ୍ୟମ…
ବଲିଉଡ଼ କଳାକାର ବରୁଣଙ୍କୁ ଜୋରଦାର ସ୍ବାଗତ: ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ କଲେ ବଣ୍ଟନ
ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ)-ବଲିଉଡ଼ର ଫଲି କଳାକାର ବରୁଣ ବିଶୋଇଙ୍କୁ ଦାରିଙ୍ଗବାଡି ବ୍ଲକ ଦନେକବାଡି ବିରାଗଡା଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟଳୟର ପ୍ରଧାନଶିକ୍ଷକ ବ୍ରଜ କିଶୋର ସିଂଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବଲିଉଡ଼ କଳାକାର ବରୁଣ…
କୋଶଳ ସଂଗଠନର ଆମରଣ ଅନଶନ: ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା
ବରଗଡ,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ/କୋଶଳ ଭାଷାରେ କରିବାକୁ…
ଶରୀରରେ ଜଳୀୟ ଅଂଶ କମିଲେ ଦେଖାଦିଏ ଏସବୁ…
ବିଭିନ୍ନ କାରଣରୁ ଅନେକ ଲୋକଙ୍କର ପାଟିରେ ଘା’ ହୋଇଥାଏ। ବେଳେବେଳେ ଏହି ଘା’ ବଡ଼ ହୋଇ କ୍ୟାନ୍ସରର ରୂପେ ନିଏ। ସେଥିପାଇଁ ପାଟିରେ ଘା’ ହେଲେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା…
କୋହଲି-ପନ୍ତଙ୍କୁ ଫ୍ଲପ୍ ହେବା ଦେଖି ବ୍ୟାଟ୍ ଉଠାଇଲେ ଗୌତମ ଗମ୍ଭୀର: ଦେଖନ୍ତୁ ଭିଡିଓ
ବ୍ରିସ୍ବେନ୍,୧୬।୧୨: ଗାବା ଟେଷ୍ଟରେ ଟିମ ଇଣ୍ଡିଆର ଅବସ୍ଥା ଖରାପ ଦେଖାଯାଉଛି। ମ୍ୟାଚ୍ର ତିନି ଦିନ ଶେଷ ହୋଇଛି ଏବଂ ଟିମ ଇଣ୍ଡିଆ ପଛରେ ପଡିଥିବା ଜଣାପଡିଛି। ଏହାପୂର୍ବରୁ ଭାରତୀୟ ଦଳର ବୋଲରମାନେ ଫ୍ଲପ ନଜର ଆସିଥିଲେ ଏବଂ ବ୍ୟାଟ୍ସମ୍ୟାନମାନେ ବିଫଳ ହୋଇଥିବା…
ଲୋକଙ୍କ ପାଖକୁ ଆସି ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧୨: ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଇ ସମସ୍ୟା ଶୁଣିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।
Archives


