ଶାହରୁଖ ଖାନ୍ଙ୍କୁ ଏମିତି ପ୍ରଶ୍ନ ପଚାରିଲେ ରାହୁଲ ଗାନ୍ଧୀ..ସମସ୍ତେ ହସିଲେ
ନୂଆଦିଲ୍ଳୀ,୧୬।୧୨: ବଲିଉଡର କିଙ୍ଗ ଶାହାରୁଖ ଖାନ ସାଧାରଣତଃ ରାଜନୀତିରୁ ଦୂରେଇ ରୁହନ୍ତି କିନ୍ତୁ ଥରେ ରାହୁଲ ଗାନ୍ଧୀ ଶାହାରୁଖ ଖାନଙ୍କୁ ରାଜନେତାମାନଙ୍କ ବିଷୟରେ ଏକ ପ୍ରଶ୍ନ ପଚାରିଥିଲେ। ଯାହାକୁ ଶାହାରୁଖ ଖାନ ଏକ ଭିନ୍ନ ଢଙ୍ଗରେ ଉତ୍ତର ଦେଇଥିଲେ। ଶାହାରୁଖ ଏବଂ…
ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ, ନିରାଶ ହେବେ ପର୍ଯ୍ୟଟକ
ରାଜନଗର,୧୬ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ…
ଋଣ ନାଁରେ ମହିଳାଙ୍କୁ ଚାଲିଛି ଶୋଷଣ: କାର୍ଯ୍ୟାନୁଷ୍ଠାନ ପାଇଁ ଏତଲା ଦେଲେ ସରପଞ୍ଚ
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ଘରୋଇ ଫାଇନାନ୍ସ ସଂସ୍ଥା କୌଣସି ସରକାରୀ ସ୍ବୀକୃତି ନ ଥାଇ ମହିଳା ଗ୍ରୁପ୍ ଗଠନ କରି ଋଣ ପ୍ରଦାନ କରୁଛନ୍ତି। ପରବର୍ତ୍ତୀ ଅବସ୍ଥାରେ…
ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍: ଚାଲିଗଲା ସାନ ପୁଅଙ୍କ ଜୀବନ
ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର ହୋଇଥିବା…
ଏମିତି କ’ଣ କଲେ ଆକାଶଦୀପ ଯେ ରାଗରେ ନାଲି ପଡିଗଲେ ଋଷଭ ପନ୍ତ, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୬।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏହାର ପ୍ଲେଇଙ୍ଗ-୧୧ରେ ଦୁଇଟି ପରିବର୍ତ୍ତନ କରିଥିଲା। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଗୋଟିଏ ହେଲା ହର୍ଷିତ ରାଣାଙ୍କ ସ୍ଥାନରେ ଆକାଶଦୀପଙ୍କୁ ଦଳରେ ସାମିଲ କରିବା। ଏହି ମ୍ୟାଚର ପ୍ରଥମ…
ଖାଦ୍ୟରେ ଗ୍ଲାଇସିମିକ୍ ଇଣ୍ଡେକ୍ସ ଓ ଡାଇବେଟିସ୍ ନିୟନ୍ତ୍ରଣ
ତେବେ ଜି.ଆଇ. ମୂଲ୍ୟ ପ୍ରାୟତଃ ବ୍ୟବହୃତ ହୋଇ ଆସୁଥିଲେ ମଧ୍ୟ ବିଭିନ୍ନ ଖାଦ୍ୟଦ୍ରବ୍ୟରେ କାର୍ବୋହାଇଡ୍ରେଟ୍ର ପରିମାଣରେ ପରିଲକ୍ଷିତ ହୋଇଥାଏ ଖୁବ୍ ବିଭିନ୍ନତା। ତେଣୁ ରକ୍ତ ଗ୍ଲୁକୋଜ ମାତ୍ରା ବୃଦ୍ଧି କରିବା ପ୍ରବଣତାର ଠିକ୍ ସୂଚକ ହେଉଛି ‘ଗ୍ଲାଇସିମିକ୍ ଲୋଡ୍’ ବା ଜି.ଏଲ୍.।…
ସ୍ନାନ ପୂର୍ବରୁ ତୈଳ କାହିଁକି ଲଗାନ୍ତି ଜାଣନ୍ତୁ…
ସାମ୍ପ୍ରତିକ ପରିସ୍ଥିତିରେ ସମାଜରେ ଏକ ବ୍ୟାପକ ପରିବର୍ତ୍ତନ ଦେଖାଯାଉଛି। ଦୈନନ୍ଦିନ ଆହାରବିହାର, ଖାଦ୍ୟପେୟ, ପୋଷାକ ପରିଧାନ ଆଦି ବାହ୍ୟ ଦେଶର ଚାଲିଚଳଣି ଚାକଚକ୍ୟକୁ ଅନୁକରଣ କରିବା ଏକ ଧାରାରେ ପରିଣତ ହୋଇଗଲାଣି। ଅଧିକାଂଶ ବ୍ୟକ୍ତି ଆମର ଦେଶୀୟ ଚାଲିଚଳଣି ପାରମ୍ପରିକ ରିତିନୀତିଠାରୁ…
ଅଷ୍ଟ୍ରେଲିଆରେ କମାଲ କଲେ ବୁମ୍ରା: ହାସଲ କଲେ ବଡ ରେକର୍ଡ
ବ୍ରିସବେନ,୧୬।୧୨: ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ବରାବର ହୋଇଛି। ଅଦ୍ୟାବଧି ଭାରତୀୟ ଦଳର ବ୍ୟାଟିଂ…
ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସଲ ଆରମ୍ଭ
ବରଗଡ଼,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ୧୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥିପାଇଁ ସୋମବାରରୁ ବରଗଡ଼ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ କଳାକାରଙ୍କ…
୧୪୭ ବର୍ଷର କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମତି: ବିଶ୍ୱର ପ୍ରଥମ ଖେଳାଳି ଭାବେ..
ନୂଆଦିଲ୍ଳୀ,୧୬।୧୨: ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି, ଯାହାର ତୃତୀୟ ଟେଷ୍ଟ ମ୍ୟାଚ ସେଡନ ପାର୍କରେ ଖେଳାଯାଉଛି। ଏହି ଟେଷ୍ଟ ମ୍ୟାଚରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ କେନ ୱିଲିୟମସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଇନିଂସରେ…
ଶସ୍ୟ ସଂରକ୍ଷଣ ପାଇଁ ଏବେ ବି ବଞ୍ଚିଛି ଗୋଲାଘର
କେନ୍ଦ୍ରାପଡ଼ା,୧୬ା୧୨ (ଜଗନ୍ନାଥ ଧଳ): ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭାବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ମାତ୍ର କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେବି ଗୋଲାଘର ଉପରେ ଚାଷୀ ଭରସା ରଖିଛନ୍ତି। ସାଧାରଣରେ ଏହି ଶସ୍ୟାଗାର…
ମହାନଦୀ ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ
ମହାକାଳପଡ଼ା,୧୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୀତ ଋତୁ ଆଗମନରେ ମହାନଦୀ ଅବବାହିକା ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀ ଦଳ ଦଳ ହୋଇ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ବିଶେଷକରି ଶୀତ ବଢ଼ିବା ପରେ ଉପକୂଳ ଅଞ୍ଚଳର ନଦୀ ପାର୍ଶ୍ୱ ଲୁଣା ହେନ୍ତାଳ ଜଙ୍ଗଲରେ…
Archives


