Home Left

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ ୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ପୈଠ କରୁଥିବା ଲୋକଙ୍କୁ ପେନସନ ଯୋଜନାରୁ…

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ…

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ମହାସଂଘ ଭଞ୍ଜନଗର ଶାଖା,…

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରାରେ ବରଗଡ଼ ବିଧାୟକ ଅଶ୍ବିନୀ କୁମାର ଷଡଙ୍ଗୀ ସାମିଲ…

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ପୂଜା ମଣ୍ଡପରେ ଶାଳା ସଂସ୍କାର, ଅଙ୍କୁରାରୋପଣ, ମଣ୍ଡଳ କରଣ, କଳସ ସ୍ଥାପନ…

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା…

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା ସାହୁ ଏହି ଶିବିରରେ ଭାଗନେଇ ଥିବା ମୋଟ ୧୦୦ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ…

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ ଜରିମାନା ହୋଇଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ ଚଳିତ ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି। ତାଙ୍କ ଅନୁପସ୍ଥିତିରେ ମହେନ୍ଦ୍ର ସିଂ ଧୋନୀ ଦଳର ନେତୃତ୍ୱ…

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ୍ରମେ ରବିବାର ନୂଆପଡା ଏନ୍‌ଏସି କାର୍ଯ୍ୟାଳୟଠାରେ ‘ଆମ ରୁଚି ଆମ ଖାଦ୍ୟ’…

ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଅବସରରେ ସ୍ଥାନୀୟ ୱିଜ୍‌ଡମ ପାର୍କ ପରିସରରେ ଏକ କର୍ମଶାଳା…

ନୂଆପଡ଼ାରେ ଆମ୍ବେଡ଼କର ଜୟନ୍ତୀ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସାପ୍ତାହିକ ବଜାର ପଡିଆଠାରେ ବାବା ସାହେବ ଆମ୍ବେଡ଼କର ଜୟନ୍ତୀ ପାଳିତ ହୋଇଯାଇଛି l ପର୍ଶୁରାମ ଅହିରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଓକିଲ ସଂଘ ପୂର୍ବତନ ଜିଲା ସଭାପତି ପ୍ରସନ୍ନ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?