Home Left

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି। ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,…

ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୫।୧୦: ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍‌ପି ଅତୁଲ ଗର୍ଗଙ୍କୁ…

ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…

ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା ରାଜନୀତିରେ ଅନେକ ଘଟଣା ଘଟିବାକୁ ଯାଉଥିବା ସେ କହିଛନ୍ତି। ଏହାଛଡ଼ା ଭାଜପା ନେତା ରାମଚନ୍ଦ୍ର…

ହାତୀ ଘଉଡାଇବାବେଳେ ଅଘଟଣ: ମାଡ଼ିଗଲା ଟ୍ରେନ୍‌

ରାଉରକେଲା: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଟ୍ରେନ୍‌ ଲାଇନ୍‌ରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ବନ ବିଭାଗ ହାତୀପଲ ଘଉଡାଇବା ବେଳେ ଏକ ଟ୍ରେନ୍‌ ଧକ୍କାରେ ୨ ହାତୀ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହାତୀ ଦ୍ୱୟ ଜଙ୍ଗଲକୁ ଯାଇ ନ ପାରି…

ଏହି ଦିନ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୫।୧୦:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଜନ୍ମମାଟି ମୟୂରଭଞ୍ଜ ଜିଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟିି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ମୟୂରଭଞ୍ଜ…

ନିର୍ବାଚନ ପୂର୍ବରୁ ଉଦ୍ଧବ ଠାକ୍‌ରେଙ୍କୁ ନେଇ ବଡ଼ କଥା କହିଦେଲେ ଏକନାଥ ଶିନ୍ଦେ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଦାବି କରିଛନ୍ତି, ଉଦ୍ଧବ ବର୍ତ୍ତମାନ ବିରୋଧୀଦଳର ନେତା ପଦବୀ ଉପରେ ନଜର ରଖିଛନ୍ତି। କାରଣ ତାଙ୍କର ଏମଭିଏ ସହଯୋଗୀମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ…

ଗେହଲଟ୍‌, ପାଇଲଟଙ୍କୁ ବଡ଼ ଦାୟିତ୍ୱ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ କଂଗ୍ରେସ ରାଜ୍ୟର ବିଭିନ୍ନ ଅଞ୍ଚଳ ପାଇଁ ଏହାର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ମଧ୍ୟ ବଡ଼ ଦାୟିତ୍ୱ ଦିଆଯାଇଛି। କଂଗ୍ରେସ ଦ୍ୱାରା…

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ କାହିଁକି ରୁଷିଆକୁ ମିଳୁଛି ବାହାର ସମର୍ଥନ

ମସ୍କୋ,୧୫।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସମର୍ଥନ କରୁଥିବାବେଳେ ରୁଷିଆ କିଛି ଦେଶରୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ସହାୟତା ନେଉଛି। ନିକଟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ ଉତ୍ତର କୋରିଆ…

କଲେଜ ଛାତ୍ରୀଙ୍କ ମିଳୁନି ପତ୍ତା: ବାପା ଦେଲେ ଏତଲା

ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀ ନିଖୋଜ ଥିବା ଜଣାପଡିଛି। ଏନେଇ ତାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ଏମଏମଆର ନଂ.୩୯/୨୪ ଅନୁଯାୟୀ ମାମଲା…

ବାବା ସିଦ୍ଦିକିଙ୍କ ହତ୍ୟା ପରେ ସଲମାନଙ୍କୁ ମିଳିଲା ‘ଓ୍ବାଇ ପ୍ଲସ୍‌’ ସିକ୍ୟୁରିଟି

ମୁମ୍ବାଇ,୧୫।୧୦: ବାବା ସିଦ୍ଦିକିଙ୍କ ମୃତ୍ୟୁ ପରେ ବଲିଉଡର ଶ୍ରେଷ୍ଠ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ମୁମ୍ବାଇ ପୋଲିସ ଏବେ ସଲମାନଙ୍କ ସୁରକ୍ଷା ଉପରେ ନଜର ରଖିବ। ସୂଚନାନୁସାରେ, ସଲମାନ ଖାନଙ୍କୁ ‘ଓ୍ବାଇ-ପ୍ଲସ’ ସୁରକ୍ଷା ମିଳିଛି। ବର୍ତ୍ତମାନ ଏହି ସୁରକ୍ଷା…

ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିକଟିସ୍ଥ ସାନ୍ଦୁଲ ନଦୀରେ ବୁଡିଯାଇ ୨ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନେହା ଦୁର୍ଗା(୧୯)…

ଜନତା ଭୋଟରେ ଦିଅନ୍ତି ଜବାବ, କଂଗ୍ରେସକୁ କଡା ଜବାବ ଦେଲେ ECI ରାଜୀବ କୁମାର

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଇଭିଏମ ଉପରେ ବିରୋଧୀ ଦଳ ଉଠାଇଥିବା ପ୍ରଶ୍ନର ଉତ୍ତର ଦେଇଛନ୍ତି। ଏହି ପ୍ରଶ୍ନର ଉତ୍ତରରେ ରାଜୀବ କୁମାର କହିଛନ୍ତି, ମତଦାନରେ ଅଂଶଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri