ନାସା ଆଣିଲା ଜବରଦସ୍ତ ଅଫର୍:ଟଏଲେଟ୍ ସଫା କଲେ ମିଳିବ ୨୫ କୋଟି ଟଙ୍କା
ଓ୍ବାଶିଂଟନ,୧୪।୪:ନାସା ସାରା ବିଶ୍ୱର ସୃଜନଶୀଳ ଲୋକଙ୍କ ପାଇଁ ଏକ ବିଶେଷ ଚ୍ୟାଲେଞ୍ଜ ଉପସ୍ଥାପନ କରିଛି। ଏହି ଚ୍ୟାଲେଞ୍ଜର ଲକ୍ଷ୍ୟ ହେଉଛି ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ କରିବା ଯାହା ମହାକାଶରେ ମାନବ ମଳ ଏବଂ ମୂତ୍ରକୁ ରି-ସାଇକେଲ୍ ବା ପୁନଃଚକ୍ରିତ କରିବାରେ ସାହାଯ୍ୟ…
ସନ୍ତରଣରେ ବିଶ୍ୱ ରେକର୍ଡ ସୃଷ୍ଟି କଲେ ଜର୍ମାନୀର ଏହି ଅଲିମ୍ପିକ ଚାମ୍ପିୟନ
ଷ୍ଟକ୍ହାମ,୧୪ା୪: ଜର୍ମାନୀର ଅଲିମ୍ପିକ ଚାମ୍ପିୟନ ଲୁକାସ ମାର୍ଟେନ୍ସ ପୁରୁଷ ୪୦୦ ମିଟର ଫ୍ରିଷ୍ଟାଇଲ ରେକର୍ଡ ଭଙ୍ଗ କରିଛନ୍ତି। ସ୍ବିମ୍ ଓପନ୍ ଷ୍ଟକ୍ହାମରେ ସେ ଏହି ସଫଳତା ପାଇଛନ୍ତି। ସେ ପ୍ରଥମ ସନ୍ତରଣକାରୀ ଭାବେ ୩ ମିନିଟ୍ ୪୦ ସେକେଣ୍ଡର ବାଧାକୁ ଅତିକ୍ରମ…
ବ୍ଲକ ପ୍ରଶାସନର ନିର୍ଦ୍ଦେଶ ପରେ ମଧ୍ୟ ଡିଏସସି ଫେରସ୍ତ କରୁନାହାନ୍ତି ପଦଚ୍ୟୁତ ସରପଞ୍ଚ:ଉନ୍ନୟନ ମୂଳକ କାର୍ଯ୍ୟରେ ବାଧାସୃଷ୍ଟି
ଥୁଆମୂଳ ରାମପୁର,୧୪।୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସମ୍ବାରୀ ମାଝୀ ଅନାସ୍ଥା ଭୋଟରେ ହାରି ଯାଇଥିବା ଯୋଗୁ ତାଙ୍କୁ ଗାଦଚ୍ୟୁତ କରାଯାଇଥିଲେ ମଧ୍ୟ ସେ ଆସନ ଛାଡ଼ିବା ପାଇଁ ଇଚ୍ଛା ପ୍ରକାଶ…
ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ…
ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା
ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର ସହର ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ ସାଙ୍ଗକୁ…
ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି ଶୈବପୀଠ। ଶ୍ରଦ୍ଧାଳୁ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ଆସି ଠାକୁରଙ୍କ ଦର୍ଶନ…
ହାଇଦ୍ରାବାଦ: SRH ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୪।୪: ସୋମବାର ହାଇଦ୍ରାବାଦର ୫-ତାରକା ହୋଟେଲରେ ଅଗ୍ନିକାଣ୍ଡ ପରେ SRH ଖେଳାଳିମାନଙ୍କୁ ପାର୍କ ହାୟାତରୁ ସ୍ଥାନାନ୍ତରିତ କରାଯାଇଛି। ଗୋଟିଏ ମହଲାରେ ନିଆଁ ଲାଗିବା ମାତ୍ରେ ଅଗ୍ନିଶମ ଅଧିକାରୀମାନଙ୍କୁ ସୂଚନା ଦିଆଯାଇଥିଲା, ଯାହା ପରେ ସେମାନେ ଘଟଣାସ୍ଥଳକୁ ଯାଇ ନିଆଁ ଲିଭାଇ ଦେଇଥିଲେ।…
ଶିମିଳିପାଳ ବଫର ଜୋନ୍ରେ ବୁଲୁଛି କଳା ମହାବଳ
ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ ଭାଇରାଲ ହେବାରେ ଲାଗିଛି। ଏହି ମହାବଳ ବାଘକୁ ନେଇ ଆଖପାଖ ଅଞ୍ଚଳର ଲୋକେ ଭୟଭୀତ…
ତେଜିଲା ନ୍ୟାୟ ପ୍ରଦାନ ଦାବି: ୧୭ ଘଣ୍ଟା ପରେ ଛାତ୍ରୀଙ୍କ ମୃତଦେହ ନେଲେ ପରିବାର
ଉଦଳା,୧୩ା୪(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶାଳଖୁଣ୍ଟା ଏସ୍ଏସ୍ଡି ଆଶ୍ରମ ବିଦ୍ୟାଳୟରେ ରବିବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମାତ୍ର ୩ ଫୁଟ୍ ଉଚ୍ଚରେ ଥିବା ବାଉଁଶରୁ ତାଙ୍କ ଝୁଲନ୍ତା ମୃତଦେହ ଜବତ…
ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR
ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର…
ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍ କଥା କହି ତେରେଛା ବାଣ ମାରିଲେ ଦେବୀ
ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍ ବିଲ୍ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି…
ମହିଳାଙ୍କ ଅନେକ ସମସ୍ୟାର ସମାଧାନ କରେ ଗୁଡ଼ ପାଣି
ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ଏବଂ ସୋଡିୟମ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର…

