Home Left

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ…

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି ପଣା ପ୍ରସ୍ତୁତ। ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ଶଦ୍ଧାଳୁଙ୍କ ଲାଗିଛି ଲମ୍ବା ଲାଇନ୍‌। ଏହି ପରିପ୍ରେକ୍ଷୀରେ…

କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ…

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ ଓ…

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଦେଉନାହାନ୍ତି। ଏପରି କି ମୁଖ୍ୟ ଶାସନ ସଚିବଙ୍କ ଏନେଇ ନିର୍ଦ୍ଦେଶ ରହିଥିଲେ ହେଁ ଠିକଣା…

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା…

ଭୋଟବ୍ୟାଙ୍କ ଭାଇରସ୍: ଆମ୍ବେଦକରଙ୍କୁ ଅପମାନିତ କରିବା, ୱାକଫ ଆଇନକୁ ବିରୋଧ ପାଇଁ କଂଗ୍ରେସକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାବି କରିଛନ୍ତି ଯେ କଂଗ୍ରେସ ନୂତନ ଭାବରେ ଗୃହୀତ ୱାକଫ ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ “ଭୋଟବ୍ୟାଙ୍କ ଭାଇରସ” କାମୁଡ଼ା ଖାଇଛି। ଦଳ ବି.ଆର. ଆମ୍ବେଦକରଙ୍କ ସାମାଜିକ ନ୍ୟାୟ ସମ୍ବିଧାନର ଦୃଷ୍ଟିକୋଣକୁ ନିଜ…

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ କୁହାଯାଇଛି ଯେ, ଅଭିନେତାଙ୍କ ଘରେ ପ୍ରବେଶ କରି ତାଙ୍କୁ ହତ୍ୟା କରାଯିବ। କେବଳ ଏତିକି…

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ପଦାର୍ଥ ବିଜ୍ଞାନ ଓ ଏହାର ଗବେଷଣା ପ୍ରତି ବିଦ୍ୟାଳୟ ସ୍ତରରୁ କିପରି…

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା…

Video : ଟ୍ରମା ସେଣ୍ଟରରେ ସିଧା ଆମ୍ବୁଲାନ୍ସ ପହଞ୍ଚାଇ ଦେଲେ ଡ୍ରାଇଭର, ଲୋକେ କହିଲେ ଡାକ୍ତର ଚଲାଉଥିଲେ କି ଗାଡ଼ି?

ନୂଆଦିଲ୍ଲୀ,୧୪।୪: ଯେତେବେଳେ କେହି ଅସୁସ୍ଥ ହୁଅନ୍ତି କିମ୍ବା ଦୁର୍ଘଟଣା ଘଟେ, ପ୍ରଥମେ ଆମ୍ବୁଲାନ୍ସକୁ ଡକାଯାଏ। ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରୁ ଆମ୍ବୁଲାନ୍ସ ଦ୍ରୁତ ଗତିରେ ଚାଲିଯାଏ, କିନ୍ତୁ ଯେତେବେଳେ ଆମ୍ବୁଲାନ୍ସ ଦୁର୍ଘଟଣାର ଶିକାର ହୁଏ, ସେତେବେଳେ କ’ଣ ହୁଏ? ପ୍ରକୃତରେ, ସୋସିଆଲ…

୧୫ରୁ ୨ମାସ ସାମୁଦ୍ରିକ କଟକଣା ଲାଗୁ

ପାରାଦୀପ,୧୪ା୪(ଶରତ ରାଉତ): ସମଗ୍ର ରାଜ୍ୟର ପୂର୍ବ ଉପକୂଳରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ। ଏ ନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ୧୧ ତାରିଖରେ ନୋଟିସ ନଂ. ୪୦୩୮ ଜାରି କରିଛନ୍ତି। ଏଥିରେ ଦର୍ଶାଯାଇଛି, ଏପ୍ରିଲ ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?