Home Left

ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର

ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍‌ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍‌ବସ୍‌ ହେବା ପରେ ପିଲାଙ୍କ ସାମ୍‌ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ ହେଲେ କୁକୁଡ଼ାଖଣ୍ଡିି ବ୍ଲକ ମେଦିନୀପୁର ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ। କୃଷ୍ଣଚନ୍ଦ୍ର ଏକ ସ୍କୁଟି(ନଂ. ଓଡ଼ି…

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଲିଙ୍କୁ ନାହାକ ଓ ଅମନ ନାହାକ। ଅନ୍ୟ ୨ଜଣ…

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ସେମିଫାଇନାଲରେ ମଧ୍ୟପ୍ରଦେଶ ୫-୩ ଗୋଲରେ ମଣିପୁରକୁ ପରାସ୍ତ କରିଥିଲା। ମ୍ୟାଚ୍‌ରେ…

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ ଭଳି ଖେଳିଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ବିପକ୍ଷରେ ୨୦୬ ରନର…

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ପୁଣିଥରେ ବିବାଦ ଘେରକୁ ଆସିଛନ୍ତି। ମଦୁରାଇର ଏକ ଇଞ୍ଜିନିୟରିଂ କଲେଜ କାର୍ଯ୍ୟକ୍ରମରେ…

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ ସମ୍ପୃକ୍ତ ରୋଗୀଙ୍କ ସମ୍ପର୍କୀୟମାନେ ଛାତ୍ରଙ୍କୁ ମାଡ଼ ମାରିଥିବା ଆହତ ଜଣଙ୍କ କହିଛନ୍ତି। ତେବେ ଏ…

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିବା ବେଳେ ରବିବାର ରାତିରେ ପୁଣି ବିଷ୍ଣୁମୁଣ୍ଡା ଛକରେ ଜଣେ ଗ୍ରୋସରୀ…

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌, ବେରେଙ୍ଗା ଆଦି ସ୍ଥାନରେ ମୁସଲମାନ ସମ୍ପ୍ରଦାୟର ୪୦୦ରୁ ଊର୍ଦ୍ଧ୍ୱ ଲୋକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ ପୂରଣ ଲାଗି ଉପନିର୍ବାଚନ କରାଯିବାକୁ ରାଜ୍ୟ ନିର୍ବାଚନ କମିଶନ ସ୍ଥିର କରି ବିଜ୍ଞପ୍ତି ପ୍ରକାଶ…

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର ନଳକୂଅ। ଗ୍ରୀଷ୍ମ ଋତୁରେ ଅଧିକ ତାପମାତ୍ରା ଯୋଗୁ ନଦୀ ଶୁଖିଯାଇଥିବା ବେଳେ ଜଳସ୍ତର କମି…

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର ସଫଳତାର ସହିତ ପରୀକ୍ଷଣ କରିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?