ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ
ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ କୋଠା ନିର୍ମାଣ ପାଇଁ ଆଜକୁ ପ୍ରାୟ ଦୁଇବର୍ଷ ତଳେ ଓଡ଼ିଶା ପୋଲିସ ହାଉସିଂ…
ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ
ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି ମୌଳିକ ସୁବିଧା ପହଞ୍ଚିପାରି ନାହିଁ। ବୁଣ୍ଡେଲ ମାଳି ପାହାଡ଼ ଓ ଜଙ୍ଗଲ ଘେରରେ…
ସରକାରଙ୍କ ବଡ଼ ନିଷ୍ପତ୍ତି, ୫ ବର୍ଷ ଲାଗି ବଢ଼ିଲା ସହାୟତ ରାଶି
ନୂଆଦିଲ୍ଲୀ, ୩୧ା୭: କେନ୍ଦ୍ର ସରକାର ନ୍ୟାଶନାଲ ସ୍ପୋଟର୍ସ ଫେଡେରେଶନ (ଏନ୍ଏସ୍ଏଫ୍)ଗୁଡ଼ିକ ଲାଗି ବଜେଟରେ ସହାୟତ ରାଶି ବୃଦ୍ଧି କରିଛନ୍ତି। ଖେଲୋ ଇଣ୍ଡିଆ ସ୍କିମକୁ ମଧ୍ୟ ସମ୍ପ୍ରସାରିତ କରାଯାଇଛି। ଏଥିପାଇଁ ଶୁକ୍ରବାର କେନ୍ଦ୍ର କ୍ୟାବିନେଟ ଆସନ୍ତା ୫ ବର୍ଷ ପାଇଁ ମୋଟ ୩୬,…
ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର
ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର ସାର ମିଳୁ ନ ଥିବାରୁ ଚାଷୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସାର କଳାବଜାର…
ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ
ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟରେ ୪୮ ଜଣ ଛାତ୍ରୀଛାତ୍ର ପାଠ…
‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’
ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀ ସଚେତନତା ସଭାରେ ଅଧ୍ୟକ୍ଷତା କରି ଛାତ୍ରୀଛାତ୍ରଙ୍କ…
ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର
ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ ସିଧାସଳଖ ଭାବେ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ପଡ଼ିଛି। ପ୍ରାୟ ସମସ୍ତ ପ୍ରକାର…
୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ
ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ୧୯୬୯ରେ ସ୍ଥାପିତ ଏହି…
Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି
ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ରାଜ୍ୟ ସରକାର ବନ୍ୟା ପ୍ରଭାବିତ ବ୍ୟକ୍ତିମାନଙ୍କ ଦ୍ୱାରା ନିଆଯାଇଥିବା ସମସ୍ତ ପ୍ରକାରର ଋଣ…
ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…
ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍ରେ ୧,୧୨,୦୦୦ରୁ ଅଧିକ ଫଲୋଅର୍ସ ଯୋଡ଼ି ହୋଇସାରିଛନ୍ତି। ଏହା ଦୁର୍ନୀତି ଏବଂ ପାରମ୍ପରିକ ରାଜନୈତିକ…
ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ
ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ ବ୍ରହ୍ମପୁରସ୍ଥିତ ‘ଆମେ ସବୁ’ ଡିଜିଟାଲ ପ୍ଲାଟଫର୍ମ ପକ୍ଷରୁ ଆୟୋଜନ କରାଯାଇଥିଲା। ଏହି ଉତ୍ସବ…
ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ
ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ ପାଞ୍ଚ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଶୁକ୍ରବାର (31 ଜୁଲାଇ) ଦିନ…

