Home Left

ଘରୋଇ ହସ୍ପିଟାଲରେ ଉତ୍ତେଜନା: ହାତାହାତି ହେଲେ ସାମ୍ବାଦିକ-ସୁରକ୍ଷାକର୍ମୀ

ଭୁବନେଶର,୧୪।୧୦: ଘରୋଇ ହସ୍ପିଟାଲରେ ଉତ୍ତେଜନା। ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ। ଜଣେ ଅଟୋଚାଳକ ରବିବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ…

ଜଗତସିଂହପୁର ଜିଲାରେ ରାବଣ ଆଉ ମହିଷାସୁର କିଏ?: କାହାକୁ ଆକ୍ଷେପ କଲେ ବିଧାୟକ

ଜଗତସିଂହପୁର,୧୪।୧୦।: ଜଗତସିଂହପୁର ଜିଲାରେ ରାବଣ କିଏ? ମହିଷାସୁର କିଏ?ରବିବାର ଜଗତସିଂହପୁରରେ ହୋଇଥିବା ରାବଣ ପୋଡ଼ି ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ବିଧାୟକ ଅମରେନ୍ଦ୍ର ଦାସ ଓ ଅନ୍ୟମାନେ। ସଭା କାର୍ଯ୍ୟରେ ବିଧାୟକ  ଦାସ ପୌରାଣିକ କଥା ବସ୍ତୁରୁ…

ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍‌: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି…

ହରିୟାଣାରେ କଂଗ୍ରେସକୁ ଝଟକା: ଦଳ ଛାଡିଲେ ଏହି ବଡ଼ ନେତା

ଚଣ୍ଡିଗଡ,୧୪।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦୀପକ ବାବରିଆ ରାଜ୍ୟ ପ୍ରଭାରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିପାଇଁ ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କ ସହ କଥା ହୋଇଛନ୍ତି। ଏହା ମଧ୍ୟ କୁହାଯାଉଛି ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କୁ ହରିୟାଣାରେ…

ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି। ଶିକ୍ଷା…

ବିଧାୟକଙ୍କ ମହାନତା: କୋଡି, ଶାବଳ ଧରି ନିର୍ମାଣ କଲେ ଅସ୍ଥାୟୀ ଚେକ୍‌ଡ୍ୟାମ

ପୁରୁଷୋତ୍ତମପୁର,୧୪।୧୦(ସିମାଞ୍ଚଳ ମିଶ୍ର): ସରକାର ଚାଷୀଙ୍କ ଜମିକୁ ଜଳସେଚନର ସୁବିଧା ଲାଗି ଯୋଜନା ପରେ ଯୋଜନା କରୁଥିବା ବେଳେ ଲିପ୍ଟ ଇରିଗେସନ ବିଭାଗୀୟ କର୍ମଚାରୀଙ୍କ ଦାୟିତ୍ୱହୀନତା ଓ ମନଇଛା କାର୍ଯ୍ୟ ଯୋଗୁ ଚାଷୀଙ୍କ ଜମିକୁ ପାଣି ଯୋଗାଣ ହୋଇ ନ ପାରି ଫସଲ…

EMIରେ ଘର, ନିଜ ବ୍ୟାଙ୍କ ବାଲାନ୍ସକୁ ନେଇ ଖୋଲାଖୋଲି କହିଲେ ଅଭିନେତା ରାଜକୁମାର

ମୁମ୍ବାଇ: ବଲିଉଡ ତାରକା ରାଜକୁମାର ରାଓଙ୍କ ନୂଆ ଚଳଚ୍ଚିତ୍ର ’ବିକି ବିଦ୍ୟା କା ୱୋ ଓ୍ବାଲା ଭିଡିଓ’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ତାଙ୍କର ପୂର୍ବ ଚଳଚ୍ଚିତ୍ର ସ୍ତ୍ରୀ-୨ ବକ୍ସ ଅଫିସରେ ୮୫୦…

ଜଙ୍ଗଲକୁ ହାତୀ ଦେଖିବାକୁ ଯାଇଥିଲେ: ହଠାତ୍‌ ହାତୀ ପଛରୁ ଆସି…  

ପାଟଣା,୧୪।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଡେଣୁଆ କାଜୁଜଙ୍ଗଲରେ ସୋମବାର ଏକ ଦନ୍ତା ଆକ୍ରମଣରେ ଜଣେ ୨୫ ବର୍ଷୀୟ  ଯୁବକ ଗୁରୁତର ହୋଇଛନ୍ତି। ଗୁରୁତୋର ଯୁବକ ଜଣକ ହେଉଛନ୍ତି ପାଟଣା ବ୍ଲକ ଅଙ୍କୁରା ଗ୍ରାମରର ରାଜ କିଶୋର ନାଏକଙ୍କ ପୁଅ…

ଅମରଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା, କହୁକହୁ କହିଦେଲେ ଗ୍ରହଣ କରିବେ…

ଭୁବନେଶ୍ୱର,୧୪।୧୦: ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର…

ଡାରନ୍ ଆସେମୋଗ୍ଲୁ, ସାଇମନ୍ ଜନସନ, ଜେମ୍ସ ଏ. ରବିନସନଙ୍କୁ ଅର୍ଥନୀତିରେ ମିଳିଲା ନୋବେଲ

ନୂଆଦିଲ୍ଲୀ,୧୪ା୧୦: ଆମେରିକାର କେମ୍ବ୍ରିଜରେ ଥିବା ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମଆଇଟି) ର ଡାରନ୍ ଆସେମୋଗ୍ଲୋ ଏବଂ ସାଇମନ୍ ଜନସନ ଏବଂ ଆମେରିକାର ଚିକାଗୋ ୟୁନିଭରସିଟିର ଜେମ୍ସ ଏ. ରବିନ୍ସନ୍ ଙ୍କୁ ୨୦୨୪ ପାଇଁ ନୋବେଲ ମିଳିବ। ଏକ ଦେଶର ସମୃଦ୍ଧତା…

ଗୌତମ ଗମ୍ଭୀରଙ୍କ ପୋଲ୍‌ ଖୋଲିଦେଲେ କାର୍ତ୍ତିକ: ତାଙ୍କ ଭଳି ଅଳସୁଆ….

ନୂଆଦିଲ୍ଲୀ,୧୪।୧୦: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ପ୍ରାୟତଃ ମ୍ୟାଚ ସମୟରେ ବହୁତ ଗମ୍ଭୀର ଦେଖାଯାନ୍ତି। ଏହା ଅତ୍ୟନ୍ତ ବିରଳ ଯେ ଗମ୍ଭୀର ଖୋଲାଖୋଲି ହସୁଥିବା ଦେଖାଯାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ ତାଙ୍କର ପରିଶ୍ରମ ଯୋଗୁ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri