ବିରାଟ କୋହଲିଙ୍କ ଫର୍ମକୁ ନେଇ ଏମିତି କହିଦେଲେ ଗୌତମ ଗମ୍ଭୀର: ସବୁଠି ହେଉଛି ଚର୍ଚ୍ଚା
ବିରାଟ କୋହଲିଙ୍କ ଫର୍ମକୁ ନେଇ ଏମିତି କହିଦେଲେ ଗୌତମ ଗମ୍ଭୀର: ସବୁଠି ହେଉଛି ଚର୍ଚ୍ଚା ନୂଆଦିଲ୍ଳୀ,୧୪।୧୦: ଭାରତୀୟ ଷ୍ଟାର ଖେଳାଳି ବିରାଟ କୋହଲି ବାଂଲାଦେଶ ବିପକ୍ଷରେ ଫ୍ଲବ୍ ସାବ୍ୟସ୍ତ ହୋଇଥିଲେ। ସେ ୪ ପାଳିରେ ମାତ୍ର ୯୯ ରନ୍ ସ୍କୋର କରିଥିଲେ।…
ବାବା ସିଦ୍ଦିକିଙ୍କ ପରେ ଲରେନ୍ସ ବିଷ୍ଣୋଇଙ୍କ ରାଡାରରେ ଜଣେ ବଡ ହାସ୍ୟ ଅଭିନେତା, ଜାଣନ୍ତୁ ସେ କିଏ…
ମୁମ୍ବାଇ,୧୪।୧୦: ବାବା ସିଦ୍ଦିକିଙ୍କ ପରେ ଜଣେ ବଡ ହାସ୍ୟ ଅଭିନେତା ଏବେ ଲରେନ୍ସ ବିଷ୍ଣୋଇଙ୍କ ରାଡାରରେ ଅଛନ୍ତି। ଏହି ହାସ୍ୟ ଅଭିନେତା ହିନ୍ଦୁ ଦେବାଦେବୀଙ୍କ ଉପରେ ଅନେକ ଥର ମନ୍ତବ୍ୟ ଦେଇସାରିଛନ୍ତି। ଏହି ହାସ୍ୟ ଅଭିନେତାଙ୍କ ବିଷୟରେ ମୁମ୍ବାଇ ପୋଲିସ ଗୁପ୍ତ…
ବଢୁଛି ଚୋରା ମଦ ବ୍ୟବସାୟ, ନାକେଦମ୍ ହେଲେଣି ଅଞ୍ଚଳବାସୀ
ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ଚୋରା ମଦ କାରବାର ବେଧଡ଼କ ଚାଲିଛି। ଦିନରାତି ଏହି ବ୍ୟବସାୟ ଚାଲିଥିବା ବେଳେ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଶୂନ ରହିଛି। ଅବକାରୀ ଓ ପୋଲିସ ବିଭାଗ ଚିରନିଦ୍ରାରେ ଶୋଇଛି। ମଦ୍ୟପଙ୍କ ଦୌରାତ୍ୟ ବୃଦ୍ଧି…
ବୁଦାମୂଳରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଥିଲା ମଦ ବୋତଲ
ବୌଦ୍ଧ,୧୪ା୧୦(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ମଣିପୁର ନର୍ସରୀ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧ ଜିଲା ପୁରୁଣାକଟକ ଥାନା ମଣିପୁର ନର୍ସରୀର ଏକ ବୁଦାମୂଳରେ ଅଜଣା ମୃତଦେହ…
ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ, କହିଲେ ହାଇକୋର୍ଟ ଯାଅ
ନୂଆଦିଲ୍ଲୀ,୧୪।୧୦: ଜମ୍ମୁ-କଶ୍ମୀର ବିଧାନସଭାରେ ଉପ ରାଜ୍ୟପାଳଙ୍କ ଦ୍ୱାରା ୫ଜଣ ବିଧାୟକଙ୍କୁ ମନୋନୀତ କରିଥିବା ବିରୋଧରେ ଆବେଦନ ସୋମବାର (ଅକ୍ଟୋବର ୧୪)ରେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏହି ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ ପ୍ରଥମେ ହାଇକୋର୍ଟରେ ଶୁଣାଣି…
କାହିଁକି ଭୟ କରୁଛନ୍ତି ଖାର୍ଗେଙ୍କ ପରିବାର
ବେଙ୍ଗାଲୁରୁ,୧୪।୧୦: ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମସ୍ୟା ବଢିବାରେ ଲାଗିଛି। ତେବେ ଖାର୍ଗେଙ୍କ ପରିବାର ଏହି ଗୋଟିଏ ଅସୁବିଧାକୁ ଦୂର କରିବାକୁ ନିଷ୍ପତ୍ତି ନେଇଛନ୍ତି। ବେଙ୍ଗାଲୁରୁର ଏରୋସ୍ପେସ ପାର୍କରେ ପାଞ୍ଚ ଏକର ଜମି ଆବଣ୍ଟନକୁ ନେଇ…
ଏମିତି ତୀର ମାରିଲେ ନୀତୀଶ, ମୁଣ୍ଡରେ ହାତ ଦେଲେ ବଡ ବଡ ଧନୁର୍ଦ୍ଧର
ପାଟନା,୧୪।୧୦: ବିଜୟା ଦଶମୀ ଅବସରରେ ବିହାର ପାଟଣାର ଗାନ୍ଧୀ ମଇଦାନରେ ରାବଣ ପୋଡି କାର୍ଯ୍ୟକ୍ରମରେ ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଧନୁରୁ ତୀର ମାରିବା ପରିବର୍ତ୍ତେ ଏହାକୁ ଫିଙ୍ଗି ଦେଇଥିଲେ। ତାଙ୍କ ସହ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, ଉପମୁଖ୍ୟମନ୍ତ୍ରୀ…
‘ଜନସାଧାରଣ-ପୋଲିସ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ଅଞ୍ଚଳରେ ଶାନ୍ତି ବଜାୟ ରହିପାରିବ’
ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): ପୋଲିସର ନୀତି ବ୍ରିଟିଶ ଅମଳରୁ ଚାଲିଆସିଥିବା ଢଙ୍ଗକୁ ବଦଳାଇବା ପାଇଁ ଏବେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛି। ଧିରେ ଧିରେ ପୋଲିସ ଆଉ ସାଧାରଣଙ୍କ ସମ୍ପର୍କ ମଜଭୁତ କରିବାକୁ ପୋଲିସ ପ୍ରୟାସ କରିଆସୁଥିବାବେଳେ ପୋଲିସ ସହ ଲୋକଙ୍କ…
ବହରାଇଚରେ ବଢୁଛି ହିଂସା, ଗାଡି ଶୋ’ରୁମରେ ନିଆଁ ଲଗାଇଲେ ଲୋକେ
ବହରାଇଚ,୧୪।୧୦: ଉତ୍ତର ପ୍ରଦେଶର ବହରାଇଚରେ ହାର୍ଦ୍ଦିକ ପୋଲିସ ଷ୍ଟେଶନର ମହାରାଜଗଞ୍ଜରେ ରବିବାର ବିଳମ୍ବିତ ରାତିରେ ଦୁର୍ଗା ମୂର୍ତ୍ତି ବିସର୍ଜନ ସମୟରେ ପଥର ଫିଙ୍ଗିବା ଏବଂ ଗୁଳି ଚଳାଇବା ପରେ ଉତ୍ତେଜନା ଜାରି ରହିଛି। ଶାନ୍ତି ବଜାୟ ରଖିବା ପାଇଁ ବହୁ ସଂଖ୍ୟକ…
କର୍ମଚାରୀଙ୍କ ଉପରେ ଖୁସି ହୋଇ Mercedes Benz ଭଳି ଉପହାର ଦେଲା ଏହି କମ୍ପାନୀ
ମୁମ୍ବାଇ,୧୪।୧୦: ଦେଶରେ, ଶୁଣିବାକୁ ବହୁତ କ୍ୱଚିତ ମିଳେ ଯେ କୌଣସି ଏକ କମ୍ପାନୀ ନିଜ କର୍ମଚାରୀଙ୍କୁ କାର୍ କିମ୍ବା ବାଇକ ଉପହାର ଦେଇଥାଏ। ଚେନ୍ନାଇ ସ୍ଥିତ ଇସ୍ପାତ ଡିଜାଇନ କମ୍ପାନୀ ‘ଟିମ ଡିଟେଲିଂ ସଲ୍ୟୁସନ’ ଏହାର କର୍ମଚାରୀମାନଙ୍କୁ ୨୮ଟି କାର ଏବଂ…
୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ
ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତା ଏବଂ ସଦସ୍ୟାମାନେ…
ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ନଟବର ବେଶରେ ଦର୍ଶନ ଦେଲେ ପ୍ରଭୁ ଗୋପାଳ
ସାକ୍ଷୀଗୋପାଳ,୧୪ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀ ଦେବା ପାଇଁ ବୃନ୍ଦାବନରୁ ବ୍ରାହ୍ମଣ ସହିତ ଚାଲିଚାଲି ଆସିଥିବା ଗୋପାଳ ଠାକୁର ସାକ୍ଷୀଗୋପାଳ ନାମରେ ପରିଚିତ ହୋଇଛନ୍ତି। ଏଠାରେ ବର୍ଷର ବିଭିନ୍ନ ସମୟରେ ନାନା ପର୍ବପର୍ବାଣି ପାଳନ କରାଯାଉଥିବା ବେଳେ କାର୍ତ୍ତିକ ମାସରେ ଏହି…
Archives


