Home Left

ସ୍ତ୍ରୀଙ୍କୁ ଜୀବନରୁ ମାରିଦେବକୁ ସଡଯନ୍ତ୍ର କରିଥିଲେ କନଷ୍ଚେବଳ ସ୍ବାମୀ, ଆଜିବି…

ବଲାଙ୍ଗୀର,୧୪।୧୨: ନୃଶଂସ ସ୍ବାମୀ, ସ୍ତ୍ରୀଙ୍କୁ ଜୀବନରୁ ମାରିଦେବାକୁ କରିଥିଲେ ଉଦ୍ୟମ। ଏଭଳି ସାଂଘାତିକ ଅଭିଯୋଗ ଆସିଛି ଜଣେ ପୋଲିସ କର୍ମଚାରୀଙ୍କ ବିରୋଧରେ । ନିଜ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଫେରାର ଅଛନ୍ତି ସ୍ବାମୀ । ଗତ ସୋମବାର ବଲାଙ୍ଗୀର ସହରରେ…

ସୋଲାର ପ୍ଲେଟ୍‌ ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସୋଲାର ପ୍ଲେଟ୍‌

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଧରଣୀଧର ବିଶବିଦ୍ୟାଳୟ ପାଖରେ ଥିବା ଏକ ସୋଲାର ପ୍ଲେଟ୍‌ ଗୋଦାମରେ ନିଆଁ ଲାଗି ଯିବାରୁ ବ୍ୟାପକ ନଷ୍ଟ ହୋଇଛି। ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବାହାରେ ଏକ ଅସ୍ଥାୟୀ ସେଡ୍‌ ଭିତରେ…

ଚାଇନାକୁ ବଡ଼ ଝଟ୍‌କା ଦେଲା ଭାରତ! ଏବେ ସାରା ବିଶ୍ୱ ରହିବ ହାତ ମୁଠାରେ

ନୂଆଦିଲ୍ଲୀ,୧୪।୧୨: ଭାରତର ବଢୁଥିବା ଶକ୍ତିକୁ ବିଶ୍ୱ ଅଭିବାଦନ ଜଣାଉଛି। ଭାରତର ଅର୍ଥନୈତିକ ଏବଂ ବୈଦେଶିକ ନୀତି ସବୁଆଡେ ସମାଲୋଚିତ ହେଉଛି। ବର୍ତ୍ତମାନ ଭାରତ ଇରାନ ଏବଂ ଆର୍ମେନିଆ ସହିମ୍ମିKଶଇଏକ ବଡ଼ ଗେମ୍‌ ଖେଳିଛି। ଇରାନ ଏବଂ ଆର୍ମେନିଆ ସହିତ ଭାରତ ବିଶ୍ୱ…

ମାଞ୍ଜା ସୂତାରେ ଗୁଡି ଉଡ଼ାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଡିସିପି

କଟକ,୧୪।୧୨: ଆଗକୁ ମକର ସଂକ୍ରାନ୍ତି। ଆରମ୍ଭ ହୋଇଯିବ ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ…

ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ: ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ଲାୟନ୍ସ କ୍ଲବର ପ୍ରୟାସ 

ଦାରିଙ୍ଗବାଡି,୧୪।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତି ହେଉଛି। ଅସହ୍ୟ ଶୀତ ଯୋଗୁ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ନିଆଁ ଭରସା ତେବେ ଲୋକଙ୍କୁ ଶୀତ ଦାଉରୁ ରକ୍ଷା ପାଇଁ…

କମାଲ କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରାପଡାବଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏବିଇଓ ଗୋକୁଳା ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ

ବ୍ରିସବେନ,୧୪।୧୨ ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ବର୍ଷା ହେତୁ ପ୍ରଥମ ଦିନର ଖେଳ ବାତିଲ କରାଯାଇଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ କେବଳ…

ଜେରା ପରେ ବିଷ୍ଣୁପଦଙ୍କ ଡ୍ରାଇଭର କହିଲେ ଡ୍ୟୁଟି ପରେ ସାର୍‌ କେଉଁଆଡ଼େ…

ଭୁବନେଶ୍ୱର,୧୪ା୧୨: ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ସିବିଆଇ ସମନ ପଠାଇଛି। ଗତ ୧୦ ତାରିଖରେ ସିବିଆଇର ନୂଆଦିଲ୍ଲୀ ଅଫିସରୁ ଏହି ସମନ ହୋଇଛି। ତଦନ୍ତରେ ସହଯୋଗ ପାଇଁ କୁହାଯିବା ସହ ୧୧…

ଶତାୟୁ ମହିଳାଙ୍କ ୭ ମହାଦେଶ ଭ୍ରମଣ

ସିଡ୍‌ନୀ: ଯଦି ମନରେ ଉତ୍ସାହ ଏବଂ ଉଦ୍ଦୀପନା ଥାଏ ତେବେ କୌଣସି ମଧ୍ୟ ଲକ୍ଷ୍ୟକୁ ଅତି ସହଜରେ ପୂରଣ କରାଯାଇପାରିବ। ୧୦୨ ବର୍ଷୀୟା ଡୋରୋଥୀ ସ୍ମିଥ୍‌ଙ୍କ ପାଇଁ ଏହି ଉକ୍ତି ସତ୍ୟ ପ୍ରମାଣିତ ହୋଇଛି। ସେ ନିକଟରେ ବିଶ୍ୱର ସମସ୍ତ ୭…

କୃଷକଙ୍କୁ ଆର୍‌ବିଆଇର ବଡ଼ ଉପହାର

ନୂଆଦିଲ୍ଳୀ,୧୪।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) କୃଷକମାନଙ୍କ ପାଇଁ ବନ୍ଧକମୁକ୍ତ ଋଣ ସୀମାକୁ ୧.୬ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି। ଏହି ନିଷ୍ପତ୍ତି ଜାନୁଆରୀ ୧, ୨୦୨୫ରୁ କାର୍ଯ୍ୟକାରୀ ହେବ। ଇନପୁଟ ମୂଲ୍ୟ ବୃଦ୍ଧି ମଧ୍ୟରେ କ୍ଷୁଦ୍ର ଚାଷୀମାନଙ୍କୁ…

ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି…

କଟକ,୧୪।୧୨: ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣାରେ ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ କହିଲେ ଡିସିପି। ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହୋଇଯାଇଛି। ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି। ମହିଳାଙ୍କ ହାତରେ…

ଜି ଉଦୟଗିରିରେ ପ୍ରବଳ ଶୀତ: ସର୍ବନିମ୍ନ ତାପମାତ୍ରା ୫ . ୨ ଡିଗ୍ରୀ

ଜି.ଉଦୟଗିରି ୧୪। ୧୨(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ତିନି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri