ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ: ଆଇନମନ୍ତ୍ରୀ କହିଲେ ଯେତେବଡ଼ ଅଧିକାରୀ ହେଉ କି…
ଭୁବନେଶ୍ୱର,୧୨।୧୪: ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ମୁହଁ ଖୋଲିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ। ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି। ଯେତେବଡ଼ ଅଧିକାରୀ ହେଉ…
ବିଶ୍ୱ ଚେସ୍ ଚାମ୍ପିୟନ୍ ଡି ଗୁକେଶଙ୍କ ଉପରେ ଟଙ୍କାବର୍ଷା, ବିଜୟ ପରେ ପାଇଲେ ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରୀଡ଼ା ଇତିହାସରେ ଯୋଡି ହୋଇଛି ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ସିଙ୍ଗାପୁରରେ ଚାଲିଥିବା ୨୦୨୪ ବିଶ୍ୱ ଚେସ ଚାମ୍ପିୟନସିପରେ ବିଜୟୀ ହୋଇଛନ୍ତି ଭାରତର ୧୮ ବର୍ଷୀୟ ଚେସ ତାରକା ଡି ଗୁକେଶ ବା ଗୁକେଶ ଡୋମାରାଜୁ । ଏପ୍ରିଲ…
ଅନ୍ତର୍ଜାତୀୟ କ୍ରିକେଟ୍କୁ ଅଲବିଦା କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍: ୨୪ ଘଣ୍ଟାରେ ଦ୍ୱିତୀୟ କ୍ରିକେଟର୍ ଭାବେ…
ଇସଲାମାବାଦ୍,୧୪।୧୨: ପାକିସ୍ତାନର ଦ୍ରୁତ ବୋଲର ମହମ୍ମଦ ଅମିର ପୁଣି ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ଅମିର ନିଜ କ୍ୟାରିୟରରେ ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ପାକିସ୍ତାନର ଦୁଇଜଣ ଭେଟେରାନ ଅବସର ନେଇଛନ୍ତି।…
ବଡ଼ ଗେମ୍ ଖେଳିଲେ ୟୁନୁସ ସରକାର, ବଢିଲା ଭାରତର ଟେନସନ
ନୂଆଦିଲ୍ଲୀ,୧୪।୧୨: ବାଂଲାଦେଶର ୟୁନୁସ ସରକାରଙ୍କ ନୂତନ ନିଷ୍ପତ୍ତି ଭାରତର ଟେନସନକୁ ବଢାଇ ଦେଇଛି। ପାକିସ୍ତାନୀ ନାଗରିକଙ୍କ ପାଇଁ ବାଂଲାଦେଶ ଭିସା ପ୍ରତିବନ୍ଧକକୁ ଆରାମ ଦେଇଛି। ପାକିସ୍ତାନୀ ନାଗରିକଙ୍କ ପାଇଁ ସୁରକ୍ଷା କ୍ଲିୟରାନ୍ସ ଶେଷ ହେବା ସହିତ ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇର…
ଜେଲ୍ରୁ ମୁକୁଳିବା ପରେ ଏମିତି କହିଦେଲେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ୍,୧୪।୧୨: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହେବାର ଗୋଟିଏ ଦିନ ପରେ ଜାମିନ ପାଇ ଜେଲ୍ରୁ ମୁକ୍ତ ହୋଇଛନ୍ତି। ଜେଲରୁ ବାହାରିବା ପରେ ଅଲ୍ଲୁ ଅର୍ଜୁନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।…
ଦନ୍ତା ଆକ୍ରମଣରେ ଚାଲିଗଲା ଡ଼ଙ୍ଗରିଆ ଯୁବକଙ୍କ ଜୀବନ
ରାୟଗଡ଼ା,୧୪।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ର ଲାଖପଦର ଗ୍ରାମର ଜଣେ ଡ଼ଙ୍ଗରିଆ ଯୁବକ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ସାଲୁପୁ କୁଟ୍ରୁକା। ଘଟଣାରୁ ପ୍ରକାଶ…
ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର: ଯୁବକଙ୍କୁ ମାଡ଼ିବସିଲେ ଗ୍ରାମବାସୀ
ହିଞ୍ଜିଳିକାଟୁ, ୧୪।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ବୁରୁପୋଡା ହାଇସ୍କୁଲ ଛକ ନିକଟରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ସିମାଞ୍ଚଳ ନାୟକ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି…
ଚାରିଆଡ଼େ ଆବର୍ଜନା: ସଙ୍କଟରେ ତାମ୍ପରା ହ୍ରଦ
ଛତ୍ରପୁର,୧୩ା୧୨(ଦିଲୀପ ସାମଲ):ଗଞ୍ଜାମ ଜିଲାର ପର୍ଯ୍ୟଟନ ସ୍ଥଳୀ ମଧ୍ୟରୁ ତାମ୍ପରା ହ୍ରଦ ଅନ୍ୟତମ। ଜୈବ ବିବିଧତା ପାଇଁ ଏହା କେବଳ ଜାତୀୟ ନୁହେଁ ବିଶ୍ବର ବିଭିନ୍ନ ଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିଛି। ମଧୁର ଜଳ ହ୍ରଦ ରୂପେ ପରିଚିତ ତାମ୍ପରା…
ଥରୁଛି ଦାରିଙ୍ଗବାଡି: ୧୦.୦୫ ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା
ଦାରିଙ୍ଗବାଡି, ୧୪।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ଶୀତ ଲହରୀ ଲାଗି ରହିଛି। ଶନିବାର ତାପମାତ୍ରା ଆହୁରି ଖସିବା ସହ ୧୦.୦୫ ଡିଗ୍ରୀରେ ପହଞ୍ଚିଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଏହା ଠାରୁ ଆହୁରି କମ…
ବେଦାନ୍ତ ଆଲୁମିନିୟମ୍ର ନୂଆ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୧୪।୧୨: ବେଦାନ୍ତ ଲିମିଟେଡ୍ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ୍କୁ ନିକଟରେ ଆଉ ଏକ ଉଲ୍ଲେଖନୀୟ ସଫଳତା ମିଳିଛି। ଏପରି କି ଶକ୍ତି ସଂରକ୍ଷଣ ଓ ଅକ୍ଷୟ ଶକ୍ତି ବ୍ୟବହାର ଏବଂ ଗ୍ରୀନ୍ ହାଉସ୍ ଗ୍ୟାସ୍ ବା ଜିଏଚ୍ଜି ନିର୍ଗମନକୁ ହ୍ରାସ…
ଖୋଲୁନି ଧାନ ମଣ୍ଡି: ଆନ୍ଧ୍ରକୁ ଯାଉଛି ଗାଁର ଧାନ
ପଞ୍ଚଲିଙ୍ଗେଶର,୧୪।୧୨(ଲେଲିନ କୁମାର ଦେ): କୁଇଣ୍ଟାଲ ପିଛା ସରକାରୀ ଫାଇନ (ଆରଏମସି ) ମାତ୍ର ୨୩ ଟଙ୍କାରେ ଆନ୍ଧ୍ରକୁ ଯାଉଛି ଓଡିଶାର ଧାନ। ଖୋଲୁନି ମଣ୍ଡି ବୋଲି ଚାଷୀ ହେଉଛନ୍ତି ହନ୍ତସନ୍ତ। ରାଜ୍ୟ ସରକାର ୩୧ ଶହ ଟଙ୍କାରେ ଧାନ କିଣିବା ପାଇଁ…
ଓ୍ବାଲ୍ଟନ୍ସ ବିଶ୍ୱର ଶ୍ରେଷ୍ଠ ଧନୀ ପରିବାର
ନୂଆଦିଲ୍ଲୀ,୧୪।୧୨ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷର ଶେଷ ସମୟରେ ବିଶ୍ୱର ଶ୍ରେଷ୍ଠ ଧନୀ ପରିବାରର ତାଲିକା ରେଟିଂ ଏଜେନ୍ସି ତଥା ବ୍ଲୁମବର୍ଗସ୍ର ଓ୍ବାଲର୍ଡ ରିଚିଏଷ୍ଟ ଫ୍ୟାମିଲିଜ୍-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ତାଲିକା ଅନୁଯାୟୀ ଆମେରିକାର ବିଶିଷ୍ଟ ବ୍ୟବସାୟୀ ତଥା…
Archives


