ଶିବ ବିଇଏମ୍ସିରେ ମନ୍ତ୍ରୀଙ୍କ ପ୍ରତିନିଧି
ବ୍ରହ୍ମପୁର,୧୩ା୪(ନରସିଂହ ସାହୁ): ଗୋପାଳପୁର ବିଧାୟକ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ପ୍ରତିନିଧି ରୂପେ ଶିବ ଶଙ୍କର ନାୟକ ନିଯୁକ୍ତ ହୋଇଛନ୍ତି । ଶିବ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ଯୁବମୋର୍ଚ୍ଚା…
Gold Price: ୭୫ହଜାର ଟଙ୍କା ଖସିଯିବ ସୁନାଦର! ଜଣାପଡିଲା କେଉଁଦିନ ହେବ
ନୂଆଦିଲ୍ଲୀ,୧୩।୪: ଗତ କିଛି ସପ୍ତାହ ଧରି ସୁନାର ମୂଲ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ସପ୍ତାହ ମଧ୍ୟରେ 24 କ୍ୟାରେଟ ସୁନାର ମୂଲ୍ୟ 5,010 ଟଙ୍କା ବୃଦ୍ଧି ପାଇଛି। ସେହିପରି, ଯଦି ଆମେ 22 କ୍ୟାରେଟ ସୁନା ବିଷୟରେ କଥା ହେବା,…
ଅପରାଜିତାଙ୍କୁ ସୁଲୋଚନାଙ୍କ ଟାର୍ଗେଟେ : ତାଙ୍କ ପାଇଁ ଦଳ ବଡ଼, ସହର…
ଭୁବନେଶ୍ୱର,୧୩।୪: ରାଜଧାନୀ ପ୍ରତିଷ୍ଠା ଦିବସରେ ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଭୁବନେଶ୍ବର ମେୟର ସୁଲୋଚନା ଦାସ ବର୍ଷିଛନ୍ତି। ସୁଲୋଚନା କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଡକାଗଲା, ସେ ଆସିଲେନି। ଦଳର ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାକୁ ଏଠାକୁ ଆସିଲେନ। ଏଠାରେ…
ଲୁରୁ ଗ୍ରାମ ସରକାରୀ ଯୋଜନା ଫେଲ୍: ରାତିରେ ଜଙ୍ଗଲ ଭିତରୁ ପାନୀୟ ଜଳ ସଂଗ୍ରହ କରି ଆଣି ଚଳୁଛନ୍ତି
ପାରଳାଖେମୁଣ୍ଡି,୧୩ା୪(ଗିରିଧାରୀ ପରିଛା): ସରକାର ବିଭିନ୍ନ ଯୋଜନା ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟକାରୀ କରୁଥିବା ବେଳେ ଏହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନି। ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକର ଦୁର୍ଗମ ଅଞ୍ଚଳରେ ଫେଲ୍ ମାରିଛି ସରକାରୀ ବ୍ୟବସ୍ଥା। ଲୋକେ ଏବେ…
୩ ମଣ୍ଡଳ ସଭାପତିଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର: ଜିଲା ଭାଜପା ସଭାପତିଙ୍କୁ ଫେରାଦ
ପାଟଣା,୧୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପାଟଣା ବିଧାୟକ ଓ ସଙ୍ଗଠନ ଦାୟିତ୍ୱରେ ଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଫାଟ ବୃଦ୍ଧି ପାଉଥିବା ଆଲୋଚନା ହେଉଛି। ଫଳରେ ଦଳ ମଧ୍ୟରେ…
Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ
ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା। ପଞ୍ଜାବର ଅମୃତସରସ୍ଥିତ ଜାଲିଆନୱାଲା ବାଗରେ ବ୍ରିଟିଶ ସେନାନୀର ଜେନେରାଲ ରେଜିନାଲ୍ଡ ଡାୟାରଙ୍କ ନିର୍ଦ୍ଦେଶରେ ନିରସ୍ତ୍ର…
ସମ୍ବଲପୁରରେ ପୁଣି ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ
ସମ୍ବଲପୁର/କୁଚିଣ୍ଡା,୧୩।୪(ବିରଞ୍ଚି ଦର୍କା/ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଏକମାସ ବ୍ୟବଧାନରେ ଅପରାଧିଙ୍କୁ ପୋଲିସ ଏନକାଉଣ୍ଟର ପୁଣି ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ରଙ୍ଗିଆଟିକରା ଗ୍ରାମର ରାଜରାସ୍ତା ଉପରେ ହୋଇଛି ଏହି ବଡ଼ ଏନକାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଗୋବିନ୍ଦପୁର…
ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍
ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ତାଙ୍କୁ ଶୋ’ର ଟାଇଟଲ ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି।…
ସମୃଦ୍ଧ ଓଡ଼ିଶାକୁ ସାକାର କରିବ ଆୟୁଷ୍ମାନ ଭାରତ
”ଆରୋଗ୍ୟମ୍ ପରମଂ ଭାଗ୍ୟଂ ସ୍ବାସ୍ଥ୍ୟଂ ସର୍ବାର୍ଥସାଧନମ୍“ ଆମ ଶାସ୍ତ୍ର କୁହେ, ସୁସ୍ଥ ରହିବା ହେଉଛି ପରମ ସୌଭାଗ୍ୟ। ସୁସ୍ଥ ବ୍ୟକ୍ତି ଦ୍ବାରା ସମସ୍ତ କାର୍ଯ୍ୟର ସିଦ୍ଧି ହୋଇଥାଏ। ସୁସ୍ଥ ମଣିଷରୁ ସମୃଦ୍ଧ ସମାଜର ପରିକଳ୍ପନା କରାଯାଇପାରିବ, ତେଣୁ ବିକଶିତ ରାଷ୍ଟ୍ର ହେବା…
ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍; ୩୦ରୁ ଉଦ୍ଧର୍ବ ଯାତ୍ରୀ…
ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଟ୍ରକ ପଛକୁ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଶକ୍ତ ଧକ୍କା ଦେଇଛି। ଏହି…
ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍କେସ୍ରେ ପୁରାଇଲେ
ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ତାଙ୍କୁ ସୁଟ୍କେସ୍ରେ ବନ୍ଦ କରି ଛାତ୍ରାବାସକୁ ନେବାକୁ ଚେଷ୍ଟା କରିଥିଲେ। ତେବେ ଛାତ୍ରାବାସରେ…
ଟ୍ରମ୍ପ୍ଙ୍କ ଟାରିଫ୍ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ
ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ କରିପାରେ। ଏଥିସହିତ ଆମେରିକା ଏବଂ ଚାଇନା ଭଳି ବଜାରଗୁଡ଼ିକ ଆମେରିକା, କାନାଡ଼ା ଓ ବ୍ରାଜିଲକୁ…

