Home Left

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରି ନଡ୍ଡା ଦଳର ବିଧାୟକ, ମନ୍ତ୍ରୀ ଏବଂ ଏମ୍‌ପିମାନଙ୍କୁ ଏକାଧିକ ପଏଣ୍ଟ…

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ…

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌ ପକ୍ଷରୁ ଧାର୍ଯ୍ୟ ୨୪୬ ରନର ବିଜୟ ଲକ୍ଷ୍ୟକୁ ହାଇଦ୍ରାବାଦ ୧୮.୩ ଓଭରରେ ୨ ଉଇକେଟ…

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ ବାପ, ପୁଅଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।…

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ ଏକ…

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ ଶନିବାର ଅନୁଷ୍ଠିତ ଫାଇନାଲରେ ଦଳ ୨-୧ ଗୋଲ୍‌ରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସଂଘର୍ଷପୂର୍ଣ୍ଣ…

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇପଡ଼ିଥିଲେ। ବନ୍ଧ, ପୋଖରୀ, ଗାଡିଆ ଶୁଖିଲା ପଡ଼ିଥିବା ଯୋଗୁ ମଣିଷ…

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ ସୋନୁ ତାଙ୍କ ପ୍ରଶଂସକମାନଙ୍କୁ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ କରିଛନ୍ତି ଯେଉଁଥିରେ ସେ…

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ…

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ ଖବର ପ୍ରସାରଣ ପରେ ବ୍ଲକ ପ୍ରଶାସନ ଏବଂ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ…

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…

ଅକାଳୀ ଦଳର ଅଧ୍ୟକ୍ଷ ଭାବେ ପୁଣି ସୁଖବୀର ନିର୍ବାଚିତ

ଚଣ୍ଡିଗଡ଼,୧୨।୪: ସୁଖବୀର ସିଂ ବାଦଲ ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ଅଧ୍ୟକ୍ଷ ଭାବେ ଶନିବାର ନିର୍ଦ୍ୱନ୍ଦ୍ୱରେ ପୁନଃ ନିର୍ବାଚିତ ହୋଇଛନ୍ତି। ଧର୍ମୀୟ ଅସଦାଚରଣ ପାଇଁ ସେ ଗତବର୍ଷ ନଭେମ୍ବରରେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ପଞ୍ଜାବ ଏବଂ ଅନ୍ୟ ରାଜ୍ୟର ୫୨୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?