Home Left

ବଦଳିଲା କି Tatkal Ticket ବୁକିଂ କରିବାର ସମୟ? ବଡ଼ ଅପଡେଟ୍‌ ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୧୨।୪: ଭାରତୀୟ ରେଲଓ୍ବେ ସ୍ପଷ୍ଟ କରିଛି ଯେ ତତ୍କାଳ ଏବଂ ପ୍ରିମିୟମ ତତ୍କାଳ ଟିକେଟ ବୁକିଂ ସମୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ସାମାଜିକ ଗଣମାଧ୍ୟମରେ ଏହି ସମୟ ବଦଳାଇବା ସମ୍ପର୍କିତ କିଛି ମିଥ୍ୟା ଖବର ପ୍ରଚାର ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଦ୍ୱନ୍ଦ୍ୱ…

ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…

ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ ତେବେ…

କ’ଣ ଅଫିସରେ କଫି ମେସିନରୁ ପିଉଛନ୍ତି କି କଫି? ସାବଧାନ ହୋଇପାରେ ମାରାତ୍ମକ ରୋଗ

ଆମ ମଧ୍ୟରୁ ଅଧିକାଂଶ ଲୋକ ଅଫିସ କଫି ମେସିନ ସହିତ ନିଜର ଦିନ ଆରମ୍ଭ କରନ୍ତି। ସକାଳର ବୈଠକ ପୂର୍ବରୁ ହେଉ କିମ୍ବା ଅପରାହ୍ନରେ, ଅଧିକାଂଶ ଲୋକ ଅଫିସ ମେସିନରୁ କଫି ପିଅନ୍ତି, କିନ୍ତୁ ଏହା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଗମ୍ଭୀର…

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୨।୪: ଜମ୍ମୁ-କାଶ୍ମୀରର କିସ୍ତୱାର ଜିଲାର ଛାତରୁ ଅଞ୍ଚଳରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀର ଏକ ସର୍ଚ୍ଚ ଆଣ୍ଡ ଡିସ୍ଟ୍ରୋଞ୍ଜ ଅପରେଶନ ସମୟରେ ତିନି ଜଣ ଆତଙ୍କବାଦୀ ଟଳିପଡ଼ିଛନ୍ତି। ଏହି ଅପରେଶନ ୯ ଏପ୍ରିଲରୁ ଚାଲିଥିଲା। ଶୁକ୍ରବାର…

ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଅଜିତ ବିଷୋୟୀ(୩୨)।…

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ…

ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି

ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା ନେତା ତଥା ଦଳର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ସାକ୍ଷାତକରି ଜିଲାର ସମବାୟ…

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍‌ଅପ୍‌…

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି। ଗ୍ରାମବାସୀ ବିଭାଗକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ପ୍ରକାଶ ଯେ, ପର୍ତ୍ତମାହା…

୨୧ରେ ଭାରତ ଆସିପାରନ୍ତି ଜେ.ଡି. ଭାନ୍ସ

ନୂଆଦିଲ୍ଲୀ,୧୨।୪:ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍‌ ଓ୍ବାଲ୍ଟଜ୍‌ ଆସନ୍ତା ୨୧ରୁ ୨୪ ମଧ୍ୟରେ ଭାରତ ଆସିପାରନ୍ତି। ଭାନ୍ସଙ୍କ ସହ ତାଙ୍କ ସ୍ତ୍ରୀ ଉଷା ଭାନ୍ସ ମଧ୍ୟ ଆସିବେ। ଏହି ଗସ୍ତ ଅବସରରେ ଭାନ୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା ଟାଙ୍ଗିଆରେ ହାଣି ସମ୍ପର୍କୀୟ ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଇଛନ୍ତି। ମୃତକ ଜଣକ ହେଲେ…

ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ

ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?