Home Left

୧୯୨ ମେଗାୱାଟ୍‌ ଅକ୍ଷୟଶକ୍ତି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୨ା୧୨(ଅନୁରାଧା ମହାରଣା): ରାଜ୍ୟ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଷ୍ଟମ ସିଙ୍ଗଲ ୱିଣ୍ଡୋ କମିଟି (ଏସ୍‌ଡବ୍ଲ୍ୟୁସି) ବୈଠକରେ ୧୯୨.୪୧ ମେଗାୱାଟ୍‌ ଅକ୍ଷୟଶକ୍ତି ଉତ୍ପାଦନ ପାଇଁ ଆସିଥିବା ୧୩୮୬.୦୯ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ…

ମୁଥୁଟ ଫାଇନାନ୍ସର ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମୁଥୁଟ ଗ୍ରୁପର ପ୍ରମୁଖ କମ୍ପାନୀ ‘ମୁଥୁଟ ଫାଇନାନ୍ସ’ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ମୁଥୁଟ ସ୍ମାର୍ଟ ଅଙ୍ଗନଓ୍ବାଡି ସେଣ୍ଟର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ହରିୟାଣାର ରଓ୍ବୋରୀସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘଟାଲ…

ଋତୁସ୍ରାବ ଓ ଅନ୍ଧବିଶ୍ୱାସ

ଆମେ ଏପରି ଏକ ଦୁନିଆରେ ବାସ କରୁଛୁ, ଯେଉଁଠାରେ ଜନସଂଖ୍ୟାର ପ୍ରାୟ ୫୦% ମହିଳା। ଏହି ମହିଳା ଏବଂ ବାଳିକାମାନଙ୍କ ମଧ୍ୟରୁ ପ୍ରାୟ ୨୬% ଋତୁସ୍ରାବ ବୟସରେ ଥା’ନ୍ତି। କିନ୍ତୁ ଏହା ସମ୍ପୂର୍ଣ୍ଣ ଆଶ୍ଚର୍ଯ୍ୟ କଥା ଯେ, ମାସିକ ଋତୁସ୍ରାବକୁ ସୃଷ୍ଟ…

ଅବତାର ଆବଶ୍ୟକ

ଯେଉଁ ଅବତାର ନ ଆସିଥିଲେ ଆଜିର ମାନବ ସମାଜ ଦାନବ ସମାଜ ପାଲଟିଯାଇଥାନ୍ତା, ଯିଏ ଅବତରୀ ନ ଥିଲେ ମାନବ ଜାତିର ଉତ୍ତରଣ ସମ୍ଭବ ହୋଇ ନ ଥାନ୍ତା, ଯିଏ ଆବିର୍ଭାବ ହୋଇ ନ ଥିଲେ ଧର୍ମଗୁରୁମାନେ ତାଙ୍କ ଶିଷ୍ୟବର୍ଗଙ୍କୁ ମାର୍ଗଦର୍ଶନ…

ସଂସ୍କୃତଭାଷୀ ହନୁମାନ

ଯଦି ପୁରାଣକୁ ଇତିହାସ ଭାବେ ଗ୍ରହଣ କରାଯାଏ, ତେବେ ହନୁମାନଙ୍କର କେବଳ ଗୋଟିଏ ଜନ୍ମସ୍ଥାନ ରହିପାରେ, ଅନେକ ନୁହେଁ। କିଛି ବର୍ଷ ପୂର୍ବେ ଗେରୁଆ ପୋଷାକ ପିନ୍ଧିଥିବା ଆଭିଜାତ୍ୟ ବର୍ଗର ହିନ୍ଦୁ ପୁରୁଷ ନେତାଙ୍କ ଏକ ଗୋଷ୍ଠୀ ଏହି ସମସ୍ୟା ସମ୍ପର୍କରେ…

ଶିବସେନାକୁ ମିଳିବନି ଗୃହ ବିଭାଗ: ଭାଜପା

ମୁମ୍ବାଇ,୧୨।୧୨ (ପି.ଟି.): ଆସନ୍ତା ୧୪ ତାରିଖ ସୁଦ୍ଧା ମହାରାଷ୍ଟ୍ରର ନୂତନ ମହାୟୁତି ସରକାରର କ୍ୟାବିନେଟ ଗଠନ ହୋଇପାରେ। ବୁଧବାର ଏନେଇ ଜଣେ ବରିଷ୍ଠ ଭାଜପା ନେତା ସୂଚନା ଦେଇଛନ୍ତି। ତେବେ ଶିବସେନାକୁ ଗୃହ ବିଭାଗ ମିଳିବ ନାହିଁ ବୋଲି ସେ କହିଛନ୍ତି।…

ହଜାରେ କୋଟି କ୍ଲବ୍‌ରେ ‘ପୁଷ୍ପା ୨’

ହାଇଦ୍ରାବାଦ: ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ରିଲିଜ୍‌ ହେବାର ମାତ୍ର ୬ ଦିନ ମଧ୍ୟରେ ୧ ହଜାର କୋଟି କ୍ଲବ୍‌ରେ ସାମିଲ ହୋଇ ରେକର୍ଡ ସୃଷ୍ଟି କରିଛି। ସୋସିଆଲ ମିଡିଆରେ ‘ପୁଷ୍ପା ଦି ରୁଲ୍‌’ର ନିର୍ମାତାଙ୍କ ପକ୍ଷରୁ ଏହି…

୨ ହଜାର ଟଙ୍କା ଋଣ ପାଇଁ ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ବିଶାଖାପାଟଣା, ୧୨।୧୨: ଏକ ଲୋନ୍‌ ଆପ୍‌ର ଏଜେଣ୍ଟଙ୍କ ମାନସିକ ନିର୍ଯାତନା ଯୋଗୁ ବିଶାଖାପାଟଣା ନିବାସୀ ସୁରେନ୍ଦ୍ର ନରେନ୍ଦ୍ର(୨୫) ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୮ରେ ସେ ଅଖିଲା ନାମ୍ନୀ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ଖରାପ ପାଣିପାଗ ଯୋଗୁ ମତ୍ସ୍ୟଜୀବୀ ସୁରେନ୍ଦ୍ର…

ନୂଆ ମ୍ୟାଲେରିଆ ଟିକା ଫଳପ୍ରଦ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନୂଆ ମ୍ୟାଲେରିଆ ଟିକା ସୁରକ୍ଷିତ ଓ ଉଚ୍ଚ ରୋଗ ପ୍ରତିରୋଧୀ ବୋଲି ଜଣାପଡ଼ିଛି। ଏହାର ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆଫ୍ରିକୀୟ ପିଲାମାନଙ୍କ ଉପରେ କରାଯାଇଥିବାବେଳେ ଅନ୍ତରୀଣ ଫଳାଫଳରୁ ଟିକା ଆଶାଜନକ ପ୍ରଭାବକାରୀ ବୋଲି ସ୍ପଷ୍ଟ ହୋଇଛି। ଆର୍‌ଏଚ୍‌୫.୧/ମାଟ୍ରିକ୍ସ-ଏମ୍‌ ନାମକ ଏହି…

ଭୋଟର ତାଲିକାରୁ ନାଁ କଟାଯିବାର ପ୍ରମାଣ ଦେଲା ଆପ୍‌

ନୂଆଦିଲ୍ଲୀ,୧୧ା୧୨: ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ଭାଜପା ଭୋଟର ତାଲିକାରେ ଜାଲିଆତି ଉଦ୍ୟମ କରୁଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଅଭିଯୋଗ କରିଛି। କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବା ଆପ୍‌ର ନେତାମାନେ ବୁଧବାର ନିର୍ବାଚନ କମିଶନଙ୍କୁ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ

ମାଲକାନଗିରି,୧୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମୁନଗା ଜଙ୍ଗଲରେ ଡିଭିସିଏମ୍‌ ଦିନେଶ ମୋଡିୟମ୍‌, ଆକାଶ ହେମଲା, କମ୍ପନୀ ନଂ ୨ କମାଣ୍ଡର ବେଲ୍ଲା, ମିଲିସିୟା ପ୍ଲାଟୁନ କମାଣ୍ଡର…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍‌ଅପ୍‌, ୪ ମୃତ, ୧୬ ଗୁରୁତର

ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍‌ଅପ୍‌ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri