ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ): ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇ ପାରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ଭାବେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ…
ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ
ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ ସର୍ବାଧିକ ଲୋକ ପ୍ରାଣ ହରାଇଛନ୍ତି। ଗୁରୁବାର ଏହି ଜିଲାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା…
ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ: ମା’ କୋଳକୁ ଫେରିଲା ହଜିଲା ପୁଅ, କୋଳେଇନେଇ…
ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ କୁତୁବାଡ଼ି ଗ୍ରାମର…
ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅପରପକ୍ଷେ ଗ୍ରାମବାସୀ…
The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା
ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର ପକ୍ଷୀମାନେ ରାତିରେ ଗାଁରେ ପହଞ୍ଚି ଗଛ, ଘର, ଓ ମାଟିରେ ଅଛାଡି ଭଳି ପଡ଼ି…
ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜିଜେଏୱାଇ) ଭାରତ ସରକାରଙ୍କ ଯୋଜନା ସହ ସଂଯୁକ୍ତ ହୋଇ ଶୁକ୍ରବାର ତାହା…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ…
ଦିଗପହଣ୍ଡିରେ ଶ୍ରୀରାମ ନବମୀ ଯାତ୍ରା ମହୋତ୍ସବ ଉଦ୍ଯାପିତ
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି କମାସାହିଠାରେ ବିଜେ ଶ୍ରୀବାଲାଜୀ ଏବଂ ଠାକୁରାଣୀ ଛକରେ ବିଜେ ଶ୍ରୀ ରଘୁନାଥଙ୍କ ପବିତ୍ର ରାମନବମୀ ଯାତ୍ରା ମହୋତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଗତ ୬ ତାରିଖ ଠାରୁ ପ୍ରତ୍ୟହ ଉଭୟ ମନ୍ଦିରରେ ଶ୍ରୀରାମଙ୍କ ଜନ୍ମୋତ୍ସବ ବିହିତ…
Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶାର ୬ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ବାକି…
ତାମିଲନାଡୁ BJPର ନୂଆ ଅଧ୍ୟକ୍ଷ ନୈନାର ନାଗେନ୍ଦ୍ରନ୍ କିଏ? ଜୟଲଳିତାଙ୍କ ଥିଲେ ଖାସ୍, ୨୦୨୬ରେ ଷ୍ଟାଲିନ୍ଙ୍କୁ…
ଚେନ୍ନାଇ,୧୧।୪: ଭାଜପାର ତାମିଲନାଡୁ ୟୁନିଟର ସଭାପତି ଭାବରେ ନୈନାର ନାଗେନ୍ଦ୍ରନ ନିର୍ବାଚିତ ହୋଇଛନ୍ତି। ସେ ତାମିଲନାଡୁ ଭାଜପା ୟୁନିଟର ୧୩ତମ ସଭାପତି ହୋଇଛନ୍ତି। ତାମିଲନାଡୁ ବିଧାନସଭାରେ ଭାରତୀୟ ଜନତା ପାର୍ଟିର ନେତା ଏବଂ ଜୟଲଳିତାଙ୍କ ସରକାରରେ ପୂର୍ବତନ ଏଆଇଏଡିଏମ୍କେ ବିଧାୟକ ନାଗେନ୍ଦ୍ରନଙ୍କର…
Atal Pension Yojana: ପ୍ରତି ମାସରେ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା, ୧୮ବର୍ଷ ବୟସରେ ବି କରିପାରିବେ ଆବେଦନ
ନୂଆଦିଲ୍ଲୀ,୧୧।୪: କେନ୍ଦ୍ର ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବ୍ୟକ୍ତିଙ୍କ ଭବିଷ୍ୟତକୁ ସୁନିଶ୍ଚିତ କରିବା ପାଇଁ ଅଟଳ ପେନସନ ଯୋଜନା (APY) କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ଯୋଜନାରେ ୧.୨୨ କୋଟି ନୂଆ ଆକାଉଣ୍ଟ ଖୋଲାଯାଇଛି। ଅଟଳ ପେନସନ ଯୋଜନାର ସବୁଠାରୁ…
ଦିନକରେ ଦର ଆକାଶଛୁଆଁ, ପ୍ରାୟ ୧ ଲକ୍ଷରେ ପହଞ୍ଚିଲା ସୁନା!
ନୂଆଦିଲ୍ଲୀ,୧୧।୪: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ଆକାଶଛୁଆଁ ହୋଇଛି। ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ସୁନା ମୂଲ୍ୟ ବୃଦ୍ଧି ପାଉଛି। ବିଶେଷଜ୍ଞଙ୍କ ମତରେ, ଆଗାମୀ ଦିନରେ ସୁନାର ମୂଲ୍ୟ ଆହୁରି ବୃଦ୍ଧି ପାଇପାରେ। ଏହାର…

